ସାମୟିକ ଭାବେ ବନ୍ଦ ହେଲା ସନ୍ ହସ୍ପିଟାଲ୍ Feb 10, 2021 କଟକ: କଟକ ବିଜୁ ପଟ୍ଟନାୟକ ସ୍ଥିତ ସନ୍ ହସ୍ପିଟାଲ୍କୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି। ଏନେଇ କଟକ ଜିଲ୍ଲାପାଳ ଭବାନୀଶଙ୍କର ଚୟନି ସୂଚନା ଦେଇଛନ୍ତି।…