• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lathi Charge

Police-public clash at Bamra statio
ବାମରା ଷ୍ଟେସନରେ ପୋଲିସ-ଜନତା ମୁହାଁମୁହିଁ; ୭ଜଣ ଆହତ

ଷ୍ଟେସନକୁ ଆସି ଷ୍ଟେସନ ମାଷ୍ଟରଙ୍କୁ ରୁମରୁ ବାହାର କରି ତାଲା ପକାଇ ଦେଇଥିଲେ । ଫଳରେ ସିଗନାଲ ନପାଇ ଷ୍ଟେସନରେ ଆଜାଦ ହିନ୍ଦ ଏକ୍ସପ୍ରେସ୍ ଅଟକି ରହିଥିଲା । ପରେ ଖବର ପାଇ ଚକ୍ରଧରପୁର ଡିଆରଏମ୍ ଘଟଣାସ୍ଥଳକୁ ଆସି ଲୋକଙ୍କ ସହ ଆଲୋଚନା କରିଥିଲେ। ବାମରାରେ ୧୧ଟି ଟ୍ରେନ୍ ରହିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।

Dhinkia Tension
ଢିଙ୍କିଆ ପ୍ରସଙ୍ଗରେ ହାଇକୋର୍ଟ ଦେଲେ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

ପୋଲିସର ଲାଠିମାଡ଼ ମାମଲାରେ ହାଇକୋର୍ଟରେ ଏ ନେଇ ୨ଟି ଜନସ୍ୱାର୍ଥ ମାମଲା ଦାୟର ହୋଇଥିଲା।

Congress’ Tara Bahini Pati Targets Police Commissioner  Over Lathi-Charge At PCC Office
କଂଗ୍ରେସ କର୍ମୀ ପଥର ମାରିବା ପ୍ରମାଣ କଲେ ରାଜନୀତି ଛାଡ଼ିଦେବି : ତାରାପ୍ରସାଦ ବାହିନୀପତି

ପୋଲିସ କମିଶନରଙ୍କୁ ତାରା ବାହିନୀପତିଙ୍କ ଚ୍ୟାଲେଂଜ୍ । କଂଗ୍ରେସ କର୍ମୀ ପଥର ମାରିବା ପ୍ରମାଣିତ କଲେ ରାଜନୀତି ଛାଡିଦେବି । ହେଲେ ତାହା ପ୍ରମାଣିତ କରିନପାରିଲେ ପୋଲିସ କମିଶନର ତାଙ୍କ ଚାକିରି ଛାଡିବେ କି ବୋଲି ପ୍ରଶ୍ନ କରିଛନ୍ତି ତାରା । ପୋଲିସ କଂଗ୍ରେସ ଭବନ ଭିତରକୁ ଢେଲା ମାରିଛି ।

Police Lathi Charge
ଥାନା ହାଜତରେ ଯୁବକଙ୍କ ମୃତ୍ୟୁ ! ପୋଲିସ-ପବ୍ଲିକ୍ ମୁହାଁମୁହିଁ

ଖବର ପାଇଁ ପରିବାର ଲୋକ ଏବଂ ଗ୍ରାମବାସୀ ଡାକ୍ତରଖାନାକୁ ପହଞ୍ଚି ବ୍ୟାପକ ଭଙ୍ଗାରୁଜା କରିଥିଲେ। ପରିବାର ଲୋକେ ଅଭିଯୋଗ କରିଥିଲେ ଯେ ପୋଲିସ ଗୋବିନ୍ଦଙ୍କୁ ପିଟି ପିଟି ମାରି ଦେଇଛି ଏବଂ ଘଟଣାକୁ ଚପାଇ ଦେବା ପାଇଁ ଉଦ୍ୟମ କରିଥିବା ମୃତକଙ୍କ ସ୍ତ୍ରୀ ଅଭିଯୋଗ କରିଛନ୍ତି।