• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Lightning Strike

Lightning Strike
ବଜ୍ରପାତରେ ୧୨ ମୃତ,୧୪ ଆହତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪, ବଲାଙ୍ଗିରରୁ ୨ ଜଣଙ୍କ ମୃତ୍ୟୁ । ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା ।

 lightning strike
ଆକାଶରୁ ଖସିଲା ଆକସ୍ମିକ ମୃତ୍ୟୁ, ବଜ୍ରପାତରେ ଚାଲିଗଲା ୫ ଜଣଙ୍କର ଜୀବନ

ବାଲେଶ୍ୱର ଜିଲ୍ଲା ବସ୍ତା ଅଞ୍ଚଳରେ ୪ ମୃତ, ୬ ଆହତ । ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ଜଣେ ମୃତ, ୩ ଆହତ ।

Lightning strike
ବଜ୍ରାଘାତରେ ଜଳିଗଲା ୬ ବଖରା

ଭଦ୍ରକ ଜିଲ୍ଲା ତିହିଡି ବ୍ଲକ କୁବେର ପଞ୍ଚାୟତ କସଟି ଗାଁରେ ବଜ୍ରପାତ ଯୋଗୁଁ ଘର ଜଳି ଯାଇଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା ।

Lightning Strike
ପାଠପଢ଼ା ପାଇଁ ପାହାଡ଼ ଉପରେ ମୋବାଇଲ୍‌ ନେଟ୍‌ୱର୍କ ଖୋଜୁଥିଲେ; ୩ ଛାତ୍ର ଆହତ

ଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବାକୁ ପାହାଡ଼କୁ ଉପରକୁ ଯାଇଥିଲେ ୩ଛାତ୍ର। ପାହାଡ଼ ଉପରେ ଥିବାବେଳେ ଘୋଟି ଆସିଲା କଳା ହାଣ୍ଡିଆ ମେଘ। ଘନ ଘନ ମାରିଲା ବିଜୁଳି। ସେଠାରେ ଚେତାଶୂନ ହୋଇ ପଡ଼ିଯାଇଥିଲେ ଛାତ୍ରମାନେ।

Lightning strike
ସ୍କୁଲରେ ବଜ୍ରପାତ : ୧୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଗୁରୁତର

ସ୍କୁଲରେ ଘଟିଲା ବଡ଼ ଅଘଟଣ। ବଜ୍ରପାତ ହେବାରୁ ୧୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଗୁରୁତର ହୋଇଛନ୍ତି।  ତିଲେଇବଣି ବ୍ଲକ ପୁଟୁରାପଶି ୟୁପି ସ୍କୁଲରେ ବଜ୍ରପାତ ହୋଇଥିବା ନେଇ ସୂଚନା ମିଳିଛି

4 Killed In lightning Strike In Nuapada
ଆକାଶରୁ ଖସିଲା ମୃତ୍ୟୁ, ନେଲା ୪ ଜୀବନ

ଆକାଶରୁ ଖସିଲା ମୃତ୍ୟୁ, ନେଲା ୪ ଜୀବନ। ନୂଆପଡା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ମଲ୍ଲିକମୁଣ୍ତା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। 

2 killed in lightning strike in Odisha
ବଜ୍ରପାତ ନେଲା ଜୀବନ: ୨ ମୃତ, ୩ ଗୁରୁତର

ବଜ୍ରାଘାତରେ ୨ ଜଣଙ୍କ ମୃତ ହୋଇଥିବାବେଳେ ୩ ଗୁରୁତର ହୋଇଛନ୍ତି ।

Lightning Strike
ବଜ୍ରାଘାତରେ ପରିବାରର ଜଣେ ମୃତ, ୭ ଆହତ

କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ୍‌ ଅନ୍ତର୍ଗତ ସିଲପଡ଼ା ଗାଁରେ ବଜ୍ରାଘାତ କାରଣରୁ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି ।

Lightning
ଟାୱାର ଉପରେ ଛିଡ଼ା ହୋଇ ସେଲ୍‌ଫି ନେଉଥିଲେ, ଆକାଶରୁ ଖସିଲା ମୃତ୍ୟୁ

ରାଜସ୍ଥାନର ବିଭିନ୍ନ ସ୍ଥାନରେ ବଜ୍ରାଘାତ ହୋଇ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୭ ଜଣ ଶିଶୁ ଅଛନ୍ତି। ରାଜସ୍ଥାନର ଜୟପୁର, କୋଟା, ଝାଲାୱାର ଓ ଧୋଲପୁର ଜିଲ୍ଲାରେ ରବିବାର ଏହି ବଜ୍ରାଘାତ ହୋଇଛି।