ଅଜୟଙ୍କ ଅଜବ ନିଶା : ୧୩୦ ଜଣ ରାଜାଙ୍କ ଫଟୋ ଓ ଦସ୍ତଖତ ସଂଗ୍ରହ କରି ଲିମ୍କା ବୁକ୍ ଅଫ୍ ରେକର୍ଡସରେ ପାଇଲେ ସ୍ଥାନ Mar 16, 2018 ସମ୍ବଲପୁର : ପେଶା ଚାକିରି, ହେଲେ ନିଶା ଫଟୋ ସଂଗ୍ରହ କରିବା। ୧୩୦ ଜଣ ରାଜାଙ୍କର ଫଟୋ ସହିତ ଦସ୍ତଖତ ସଂଗ୍ରହ କରି ଲିମ୍କା ବୁକ୍ରେ ସ୍ଥାନ ପାଇଛନ୍ତି…