• translate

Tag: Lord Jagannath

puri srimandir
ଶ୍ରୀମନ୍ଦିର ରତ୍ନ ସିଂହାସନର ହେବ ଲେଜର୍‌ ସ୍କାନିଂ

ପୁରୀ: ଶ୍ରୀମନ୍ଦିର ରତ୍ନ ସିଂହାସନର ଅବସ୍ଥା କିପରି ଅଛି ? ଏନେଇ ହେବ ଲେଜର ସ୍କାନିଂ । ରଥଯାତ୍ରା ବେଳେ ଶ୍ରୀମନ୍ଦିର ମରାମତି ସହ ରତ୍ନ ସିଂହାସନର ଡକ୍ୟୁମେଣ୍ଟେସନ୍ ହେବ । ଲେଜର ସ୍କାନିଂ ଦ୍ୱାରା ଗର୍ଭଗୃହ ଓ ଜଗମୋହନର ମରାମତି…

puri
ମହାପ୍ରଭୁଙ୍କ ସେବା କରିବା, ଭାଗ୍ୟରେ ଥିଲେ ମିଳେ; ଜାଣନ୍ତୁ ସେବାୟତଙ୍କ କାହାଣୀ..

ପୁରୀ: ଏହା ସତ୍ୟ ଯେ, ମହାପ୍ରଭୁ ଜଗନ୍ନାଥ ଶୃଙ୍ଗାର ପ୍ରିୟ । ବର୍ଷ ତମାମ ଶ୍ରୀମନ୍ଦିରରେ ନାନାଦି ଯାନିଯାତ୍ରା ସାଙ୍ଗକୁ ଚାଲିଥାଏ ଅନେକ ନୀତିକାନ୍ତି ଓ ବେଶଭୂଷା । ତେବେ ଠାକୁରଙ୍କ ସେବାରେ ଯେଉଁମାନେ ନିୟୋଜିତ ସେମାନେ ନିଜକୁ କିଭଳି ପ୍ରସ୍ତୁତ…

lord jagannath
ମରାମତି ହେବ ଶ୍ରୀଜିଉଙ୍କ ଅଳଙ୍କାର, ରଥଯାତ୍ରା ପୂର୍ବରୁ କାମ ସାରିବାକୁ ନିର୍ଦେଶ

ପୁରୀ: ଶ୍ରୀଜିଉଙ୍କ ସୁନା ଅଳଙ୍କାରର ହେବ ମରାମତି । ଶ୍ରୀଅଙ୍ଗରେ ଲାଗିବାକୁ ଥିବା ବିଭିନ୍ନ ସୁନା ଅଳଙ୍କାରର ମରାମତି କରାଯିବ । ଏନେଇ ଏକ ଜୁଏଲର୍ସକୁ ଚିଠି କରିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀଜିଉ ଓ ବଡ଼ ଠାକୁର ବଳଭଦ୍ରଙ୍କ ସୁନା…

7am-puri
ହଟିବ କଟକଣା, କାଲି ଠାରୁ ବିନା କୋଭିଡ଼୍ ରିପୋର୍ଟରେ କାଳିଆ ଦର୍ଶନ

ପୁରୀ (ମଧୁସୁଦନ ମିଶ୍ର) : ଆଉ ମାତ୍ର ଦିନକର ବ୍ୟବଧାନ, ବିନା କୋଭିଡ଼୍ ରିପୋର୍ଟରେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ ଭକ୍ତ । ବଡଠାକୁରଙ୍କ ଦର୍ଶନ ନପାଇ ଆସନ୍ତାକାଲି ଠାରୁ କାଳିଆ ଦୁଆରୁ ଭକ୍ତ ଆଉ ମନଦୁଃଖରେ ଫେରି ଯିବନି ।  ସାମାଜିକ ଦୂରତା, ମାସ୍କ ଏବଂ ସ୍ୱତନ୍ତ୍ର ଏସଓପି ମାନି ଭଗବାନଙ୍କ ନିକଟକୁ ଯାଇପାରିବେ ଶ୍ରଦ୍ଧାଳୁ  । ଏଥିଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ପୂର୍ବରୁ ଦର୍ଶନ ପାଇଁ କୋଭିଡ଼ […]

pic8
ଆଜିଠୁ ମିଳିବ କାଳିଆ ଦର୍ଶନ

ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଶେଷରେ ଖୋଲିଲା ଶ୍ରୀମନ୍ଦିର।  ଆଜିଠାରୁ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀ ନିବାସୀଙ୍କ ପାଇଁ ଆଜିଠାରୁ ମନ୍ଦିର ଖୋଲାଯାଉଛି । କରୋନା କଟକଣା ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ।  ପ୍ରଥମ ତିନି ଦିନ ସେବାୟତଙ୍କ ପରିବାର ଶ୍ରୀଜିଉଙ୍କ ଦର୍ଶନ କରିବେ। ୨୬ ତାରିଖରୁ ୩୧ ତାରିଖ ଯାଏଁ ପୁରୀ ସହରର ସାଧାରଣ ଭକ୍ତ ଦର୍ଶନ କରିପାରିବେ । କରୋନା ସ୍ଥିତିରେ ଦର୍ଶନ ଲାଗି ଜାରି ହୋଇଛି ସ୍ବତନ୍ତ୍ର […]

puri mahaprasad
୪ ଦିନର ବିଶୃଙ୍ଖଳା ପରେ ସ୍ୱାଭାବିକ ହେଲା ଶ୍ରୀମନ୍ଦିର ନୀତିକାନ୍ତି

ପୁରୀ : ୪ ଦିନର ବ୍ୟତିକ୍ରମ ଆଉ ବିଭ୍ରାଟର ଅନ୍ତ ଘଟିଛି। ବାହାରିଛି ମହାପ୍ରଭୁଙ୍କ ମହାପ୍ରସାଦ। ମହ ମହ ବାସୁଛି ଏବେ ରୋଷଶାଳା, ଆନନ୍ଦବଜାର, ବାଇଶିପାହାଚ ସବୁକିଛି। କାଳିଆ ସାଆନ୍ତ ବି ଆଶ୍ୱସ୍ଥ। ମହାପ୍ରସାଦ ଟିକିଏ ପାଇ ଭକ୍ତ ବି ଭାବବିହ୍ୱଳ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଏବଂ କଡ଼ା ତାଗିଦ୍ ପରେ ଆଜି ଶୃଙ୍ଖଳିତ ହୋଇଥିଲା ନୀତିକାନ୍ତି। ଏହାପରେ ଦିନ ୧୨ଟା ୩୦ ମିନିଟ୍‌ରେ ଭୋଗମଣ୍ଡପ ଉଠିବା ସହ ବାହାରିଥିଲା ମହାପ୍ରସାଦ। ଗତ ୧୬ ତାରିଖରେ ନୀତିକାନ୍ତିରେ ବିଳମ୍ବ […]

puri
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ : ପୁରୀ ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀମନ୍ଦିରର ଦ୍ୱିତୀୟ ଭୋଗ ମଣ୍ଡପ ନୀତି ସରିବା ପରେ ଦତ୍ତମହାପାତ୍ର ସେବକ ମହାପ୍ରଭୁଙ୍କୁ ବନକଲାଗି କରିବା ପାଇଁ ଭିତରକୁ ପ୍ରବେଶ କରିବେ। ଏଥିପାଇଁ ୪ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ସାଢେ ୩ଟାରୁ ସାଢେ ୭ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି ସମୟ ନିର୍ଘଣ୍ଟ କରାଯାଇଛି।