ଗଞ୍ଜାମ ପାତ୍ରପୁର ବ୍ଲକ ଅମୁଣ୍ଡିରେ ଅଘଟଣ । ଗ୍ୟାସ ସିଲିଣ୍ଡର ଫାଟି ୧୧ ଜଣ ଆହତ ୪ ଗୁରୁତର । ପ୍ରଶାନ୍ତ କୁମାର ବେହେରାଙ୍କ ଘରେ ଗ୍ୟାସ ଲିକ ଅଗ୍ନିକାଣ୍ଡ । ନିଆଁ ଲିଭାଇବାକୁ ଚେଷ୍ଟା କରିବା ସମୟରେ ଫାଟି ଯାଇଥିଲା ସିଲିଣ୍ଡର ।
ଗତ ୩ମାସ ହେଲା ଲଗାତାର କମର୍ସିଆଲ୍ ସିଲିଣ୍ଡର ଦାମ ବଢ଼ୁଥିଲା । ମାତ୍ର ଏବେ ନିର୍ବାଚନ ସମୟ ପାଖେଇ ଆସୁଥିବା ବେଳେ ଦର ସାମାନ୍ୟ ହ୍ରାସ ପାଇଛି।
ମହିଳା ଦିବସରେ ରନ୍ଧନ ଗ୍ୟାସ ଦର ୧୦୦ ଟଙ୍କା ହ୍ରାସ କରିଛନ୍ତି କେନ୍ଦ୍ର ସରକାର । ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଏପରି ଅଭାନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ବେଲପଡ଼ା ଥାନା କାନୁଟ ଗାଁରେ । ଉପରପଡ଼ା ଅଦାବରିଆ ପରିବାରରେ ଘରର ଗ୍ୟାସ ସିଲିଣ୍ଡର ଫାଟି ଯିବାରୁ ଏହି ଅଘଟଣ ଘଟିଛି ।
ଚୋରମାନେ ଅତି ଚତୁରତାର ସହ ଗ୍ୟାସ୍ ସିଲିଣ୍ଡରରୁ ଗ୍ୟାସ୍ ଖଲାସ କରିବାରେ ଲାଗିଥିଲେ। ତେବେ ସବୁଠୁ ବଡ଼ କଥା ହେଉଛି, ସେମାନେ ଗ୍ୟାସ୍ ଚୋରି କରିବା ବେଳେ ସିଲ୍ର କୌଣସି କ୍ଷତି ହେଉନଥିଲା।
ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ପରେ ଏବେ କମର୍ସିଆଲ୍ LPG ଗ୍ୟାସ୍ ସିଲିଣ୍ଡର ଦର ହ୍ରାସ ପାଇଛି। ୧୯ କିଲୋ କମର୍ସିଆଲ୍ ଗ୍ୟାସ୍ ସିଲିଣ୍ଡର ଦର ୧୫୮ ଟଙ୍କା ହ୍ରାସ ପାଇଛି।
ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ୨୦୦ ଟଙ୍କା ହ୍ରାସ କରିଛନ୍ତି କେନ୍ଦ୍ର ସରକାର। ଆଜିଠାରୁ ଏହି ନୂତନ ପରିବର୍ତ୍ତିତ ଦର ଲାଗୁ ହେବ।
ଉଜ୍ଜ୍ବଳା ଯୋଜନା ଉପଭୋକ୍ତାକୁ ମିଳିବ ମୋଟ ୪ଶହ ଟଙ୍କା ସବ୍ ସିଡି। ପୂର୍ବରୁ ମିଳୁଥିବା ୨୦୦ ଏବଂ ଏବେର ୨୦୦ ମିଶାଇ ମୋଟ ୪୦୦ ଟଙ୍କା ସବସିଡି ନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି।
ଘରକୁ ଆସୁଥିବା କିଛି ଗ୍ୟାସ ସିଲିଣ୍ଡରରେ ଲିକେଜ୍ ରହୁଥିବା ବେଳେବେଳେ ଦେଖିବାକୁ ମିଳିଥାଏ । ଯାହାକୁ ନେଇ ଲୋକଙ୍କ ମଧ୍ୟରେ ଡର ରହିଥାଏ ।
ବଢ଼ିଲା LPG ସିଲିଣ୍ଡର ଦର। ଉଭୟ ଘରୋଇ ଓ କମର୍ସିଆଲ LPG ସିଲିଣ୍ଡର ଦର ବୃଦ୍ଧି ପାଇଛି।
ସବୁବେଳେ ଆପଣଙ୍କ ଘରକୁ ନାଲି ରଙ୍ଗର ଏଲପିଜି ସିଲିଣ୍ଡର ଆସୁଥିବ । ଯାହାକୁ ଆପଣ ଆପଣଙ୍କ ରୋଷେଇ ଘରେ ବ୍ୟବହାର କରୁଥିବେ । କିନ୍ତୁ କେବେ ଭାବିଛନ୍ତି ? ଏଲପିଜି ସିଲିଣ୍ଡର ଗୁଡ଼ିକ ସାଧାରଣତଃ ସବୁବେଳେ ନାଲି ରଙ୍ଗର କାହିଁକି ଆସିଥାଏ । ଧଳା, ହଳଦିଆ, ନୀଳ, କଳା ଓ ବାଇଗଣୀ ରଙ୍ଗ ପରି ଅନ୍ୟ ରଙ୍ଗ କାହିଁକି ନୁହେଁ ?
ସିଲିଣ୍ଡରରେ କେତେ ଗ୍ୟାସ ଅଛି ଜାଣିପାରୁନାହାନ୍ତି କି? ଘରେ ଏମିତି ଉପାୟ କରନ୍ତୁ, ଆଉ ଜାଣନ୍ତୁ ସିଲିଣ୍ଡରରେ କେତେ ଅଛି ଗ୍ୟାସ?
ପୂର୍ବରୁ ଷ୍ଟୋଭ୍ରେ ରୋଷେଇ ପାଇଁ ଘଣ୍ଟା ଘଣ୍ଟା ସମୟ ଲାଗୁଥିଲା। ହେଲେ ଏବେ ଏଲ୍ପିଜି ସିଲିଣ୍ଡର ହେଉ କି ଇଣ୍ଡକ୍ସନ୍ କୁକର୍ ଏହାକୁ ବ୍ୟବହାର କରି ଖାଦ୍ୟ ପ୍ରସ୍ତୁତ କରିବା ଆହୁରି ସହଜ ହୋଇଛି।
ଆପଣ କେବେ ଚିନ୍ତା କରିଛନ୍ତି କି? ଗୋଟାଳିଆ ଏହି ଲୁହା ସିଲିଣ୍ଡରରେ ଏମିତି ଛିଦ୍ରଗୁଡିକ କାହିଁକି ? ଏହା ପଛରେ ଏମିତି ବୈଜ୍ଞାନିକ କାରଣ ରହିଛି...
ନୂଆବର୍ଷ ଆରମ୍ଭରୁ ଅଏଲ୍ ମାର୍କେଟିଂ କମ୍ପାନୀ ଗୁଡ଼ିକ ଗ୍ରାହକଙ୍କୁ ବଡ଼ ଝଟ୍କା ଦେଇଛନ୍ତି। ବର୍ଷ ୨୦୨୩ ଆରମ୍ଭରୁ ଏଲ୍ପିଜି ସିଲିଣ୍ଡର( LPG Cylinder) ଦର ବୃଦ୍ଧି ପାଇଛି।
ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।
ଗତ କିଛିମାସ ହେବ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡର ଦର(LPG Cylinder Price)ରେ ଗ୍ରାହକଙ୍କୁ କୌଣସି ଆଶ୍ୱସ୍ତି ମିଳିନାହିଁ। ଚଳିତ ମାସରେ ମଧ୍ୟ ସରକାରୀ ତୈଳ କମ୍ପାନୀ ଗ୍ୟାସ୍ ସିଲିଣ୍ଡର ଦରରେ କୌଣସି ବୃଦ୍ଧି କରି ନାହାନ୍ତି।
ଆସନ୍ତୁ ଜାଣିବା କ’ଣ ଏହି ସବୁ ନିୟମ । ତାହା କେମିତି ଆମ ଦୈନନ୍ଦିନ ଜୀବନ ଉପରେ ପ୍ରଭାବ ପକାଇବ ।
ଭାରତୀୟ ତୈଳ ମାର୍କେଟିଂ କମ୍ପାନୀ କମର୍ସିଆଲ୍ LPG ସିଲିଣ୍ଡର(LPG Cylinders Price) ଦାମ୍ ହ୍ରାସ କରିଛନ୍ତି। ଜାତୀୟ ରାଜଧାନୀ ଦିଲ୍ଲୀରେ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ ୨୫ ଟଙ୍କା ୫୦ ପଇସା ହ୍ରାସ ପାଇଛି।
ଆଜିଠୁ ଅର୍ଥାତ୍ ସେପ୍ଟେମ୍ବର ୧ରୁ LPG ସିଲିଣ୍ଡର ଦାମ୍ ହ୍ରାସ ପାଇଛି। ତେବେ ୧୪.୨ କିଲୋ ଘରୋଇ LPG ସିଲିଣ୍ଡର ଦାମ୍ରେ କୌଣସି ପରିବର୍ତ୍ତନ ହୋଇନାହିଁ।
ପୁଣି କମିଲା କମର୍ସିଆଲ୍ LPG ସିଲିଣ୍ଡର ଦାମ୍। ଅଏଲ୍ ମାର୍କେଟିଂ କମ୍ପାନୀ ଗୁଡ଼ିକ ଆଜିଠୁ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ ହ୍ରାସ ନେଇ ଘୋଷଣା କରିଛନ୍ତି।
ଗତ ମାସରେ ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ କମ୍ କରିଥିବା ବେଳେ ଚଳିତ ମାସ ଆରମ୍ଭରୁ ପୁଣି ଏହି ଦାମ୍ ହ୍ରାସ ପାଇଛି। ଆଜିଠୁ ନୂଆ ଦର ଲାଗୁ ହୋଇଛି।
ବଢ଼ିଲା ଏଲ୍ପିଜି କନେକ୍ସନ ଦର। ଯଦି ଆପଣ ନୂଆ ଏଲ୍ପିଜି କନେକ୍ସନ ନେବାକୁ ଚାହୁଁଛନ୍ତି, ତା’ହେଲେ ଏଥିପାଇଁ ଆପଣଙ୍କୁ ଏଣିକି ଅତିରିକ୍ତ ୮୫୦ ଟଙ୍କା ଦେବାକୁ ପଡ଼ିବ।
ଶସ୍ତା ହେଲା LPG ଗ୍ୟାସ୍ ସିଲିଣ୍ଡର ଦାମ୍। ଆଜି ତୈଳ କମ୍ପାନୀ ଗୁଡ଼ିକ କମର୍ସିଆଲ୍ LPG ସିଲିଣ୍ଡର ଦାମ୍ କମ୍ କରିଛନ୍ତି। ୧୯ କିଲୋ ଏଲ୍ପିଜି ସିଲିଣ୍ଡର ଦାମ୍ ୧୩୫ ଟଙ୍କା ଶସ୍ତା ହୋଇଛି।