• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mega Drinking Water Project

Kharasrota water project
ପୋଲିସ ଉପସ୍ଥିତିରେ ଆଜିଠୁ ପୁଣି ଖରସ୍ରୋତା ପାନୀୟ ଜଳ ପ୍ରକଳ୍ପ କାମ ଆରମ୍ଭ

କେନ୍ଦ୍ରାପଡ଼ା ଭାରିଗଦା ଗଣ୍ଡଗୋଳ ପରେ ପୋଲିସ ଉପସ୍ଥିତିରେ କଡ଼ା ସୁରକ୍ଷାରେ ଆଜିଠୁ ପୁଣି ଖରସ୍ରୋତା ପାନୀୟ ଜଳ ପ୍ରକଳ୍ପ କାମ ଆରମ୍ଭ ହୋଇଛି।ପ୍ରକଳ୍ପ କାମ ଆଗେଇ ନେବା ପାଇଁ ସେଠାରେ ୨୨ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ ହୋଇଛନ୍ତି। 

Protest against mega drinking water
ଭାରିଗଦାରେ ଚାପା ଉତ୍ତେଜନା, ରାତି ଅଧରେ ୨୦ରୁ ଅଧିକ ଲୋକଙ୍କୁ ଉଠାଇ ନେଲା ପୋଲିସ୍‌

ଖରସ୍ରୋତା ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି କେନ୍ଦ୍ରାପଡ଼ା ଭାରିଗଦାରେ ଚାପା ଉତ୍ତେଜନା ଲାଗି ରହିଛି। ପାନୀୟ ଜଳ ପ୍ରକଳ୍ପକୁ ବିରୋଧ କରି ଗତକାଲି ପ୍ରକଳ୍ପ ସ୍ଥାନରେ ଲୋକମାନେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଯେଉଁମାନେ ଭଙ୍ଗାରୁଜାରେ ସାମିଲ ଥିଲେ, ସେମାନଙ୍କ ମଧ୍ୟରୁ ଅନେକ ଲୋକଙ୍କୁ ପୋଲିସ ଉଠାଇ ନେଇଥିବା ଜଣାପଡ଼ିଛି।

Kendrapada Water Issue
ପାଣି ପାଇଁ ମହାଭାରତ

ପ୍ରତିବାଦ କରିଥିଲେ ପ୍ରଶାସନ ଶୁଣିଲାନି। ଚେତାବନୀ ଦେଇଥିଲେ ସରକାର ଶୁଣିଲେନି। ଶେଷରେ ଉଗ୍ର ହେଲା ଜନ ଅସନ୍ତୋଷ। ପାଣି ପାଇଁ କେନ୍ଦ୍ରାପଡ଼ା ପାଲଟିଲା ରଣକ୍ଷେତ୍ର। କେନ୍ଦ୍ରାପଡ଼ା ଭାରିଗଦାରେ ଖରସ୍ରୋତା ପାନୀୟ ଜଳପ୍ରକଳ୍ପ ବିରୋଧରେ ଲୋକଙ୍କ ରୋଷ ଭିତରେ ଭିତରେ କେତେ ଭୟଙ୍କର ଭାବେ କୁହୁଳୁଥିଲା, ଆଜି ତାର ଉଗ୍ର ପ୍ରତିଫଳନ ହୋଇଛି।