ବଜ୍ରପାତ ନେଲା ୪ ଜୀବନ May 28, 2020 ଭୁବନେଶ୍ୱର: କାଳ ହେଲା ବଜ୍ରପାତ। ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲ୍ଲା ଜାମଦା ଥାନା ଟେଣ୍ଡ୍ରା ଗାଁରେ ଧାନ…