ଅଗ୍ନିକାଣ୍ଡରେ ନାବାଳକ ଜୀବନ୍ତ ଦଗ୍ଧ Apr 2, 2018 କଟକ: କଟକ ଜିଲ୍ଲା ମାହାଙ୍ଗା ଧର୍ମଦାସପୁରରେ ଅଘଟଣ। ରାତିରେ ଶୋଇଥିବା ବେଳେ ନାବାଳକ ଜୀବନ୍ତ ଦଗ୍ଧ। ମୃତକ ହେଉଛନ୍ତି ପ୍ରଣବ ମିଶ୍ରଙ୍କ ୧୩ ବର୍ଷର ପୁଅ…