• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mishap

Elephant Death In Similipal, Forest Authorities Claim It Fell From Hill
କେମିତି ହେଲା ହାତୀର ମୃତ୍ୟୁ ?

ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ହାତୀ ମୃତଦେହ ଠାବ। ମୃତ ହାତୀର ବୟସ ପ୍ରାୟ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ହାତୀର ମୃତ୍ୟୁ କେମିତି ହେଲା ସେ ନେଇ ଦେଖନ୍ତୁ ଏ ଭିଡିଓ

accident
ସଡ଼କ ଦୁର୍ଘଟଣାରେ ୮ ଆହତ, ଜଣେ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁରରେ ସଡ଼କ ଦୁର୍ଘଟଣା। ଅଳ୍ପକେ ବର୍ତ୍ତିଲେ ବହୁ ଯାତ୍ରୀ। ସୋନପୁର-ସମ୍ବଲପୁର ରାସ୍ତାର ଅଇଁଲାଛାଟ ନିକଟରେ ଏହି  ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୮ ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଅଛନ୍ତି। ଆହତ ମାନଙ୍କୁ ଉଲୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସଟି ଭାରସାମ୍ୟ ହରାଇ ଗଛରେ ପିଟି ହେବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।