• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Mo Bus

My Bus Accident
ଦୁର୍ଘଟଣା ପରେ ‘ମୋ ବସ୍‌’ ଭାଙ୍ଗିଲେ ଉତ୍ତ୍ୟକ୍ତ ଲୋକ

‘ମୋ ବସ୍‌’ ଦୁର୍ଘଟଣାକୁ ନେଇ ଲୋକେ ତାତିବା ସହ ‘ମୋ ବସ୍‌’କୁ ଭଙ୍ଗା ରୁଜା କରିଛନ୍ତି । ଏ ନେଇ ସୂଚନା ପାଇବା ପରେ ଘଟଣାସ୍ଥଳରେ ଇନ୍‌ଫୋସିଟି ପୋଲିସ ପହଞ୍ଚିଛି ।

Road Accident
ଭୟଙ୍କର ଦୁର୍ଘଟଣା ! ମୋ ବସ୍‌-କାର୍‌ ଧକ୍କା, ଜଣେ ମୃତ, ୫ ଗୁରୁତର

କାର ସହ ମୋ ବସ୍ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ହୋଇଛନ୍ତି ।

Mo Bus catches fire
ଭୟଙ୍କର ଦୃଶ୍ୟ : ଜଳିଗଲା ମୋ ବସ୍‌, ଚାଲୁଥିବା ବେଳେ ଲାଗିଲା ନିଆଁ

ରାଉରକେଲାରୁ ବେଦବ୍ୟାସ ଯାଉଥିବା ଏକ ମୋ ବସ୍‌ ଟିସିଆଇ ଛକ ନିକଟରେ ଜଳି ଯାଇଛି।

MO BUS
ସମ୍ବଲପୁର, ଝାରସୁଗୁଡ଼ା ଓ ଗଂଜାମ ଜିଲ୍ଲାରେ ଗଡ଼ିବ ‘ମୋ ବସ୍’

ଆଉ ୩ଟି ଜିଲ୍ଲାରେ ‘ମୋ ବସ୍’ ସେବା,CRUT ଦ୍ୱାରା ମୋ ବସ୍ ଚାଲିବା ନେଇ ନଗର ଉନ୍ନୟନ ବିଭାଗର ବିଜ୍ଞପ୍ତି

MO BUS
ମୋ ବସ୍‌ ସହ ଏଡିଏମ୍‌ଙ୍କ ଗାଡ଼ି ଦୁର୍ଘଟଣା : ଭୁଲ କାହାର ?

କେତେବେଳେ ସାଧାରଣ ଲୋକଙ୍କୁ ତ ଆଉ କେତେବେଳେ ବଡ଼ବଡ଼ ଅଫିସରଙ୍କୁ ଧକ୍କା ଦେଇ ମୋବସ୍ ଚର୍ଚ୍ଚାରେ ରହିଛି । ଅନେକ ବ୍ୟକ୍ତି ଦୁର୍ଘଟଣା ଲାଗି ମୋ ବସ୍ ଡ୍ରାଇଭରଙ୍କ ବେପରୁଆ ଗାଡ଼ିଚାଳନାକୁ ଦାୟୀ କରିଥାନ୍ତି । ହେଲେ ମଙ୍ଗଳବାର କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡ଼ି ଏୟାରପୋର୍ଟକୁ ଯିବା ସମୟରେ ମୋ ବସ୍ ସହ ଧକ୍କା ହୋଇଥିଲା । ପ୍ରଶ୍ନ ଉଠିଥିଲା ଭୁଲ୍ କାହାର?

Mo Bus Plying On Bypass Route Instead Of Pipili Bazaar
ନିୟମକୁ ଫୁ’ : ବାଇପାସ୍‌ରେ ପଳାଉଛି ମୋ ବସ୍‌

ନିୟମ କାନୁନ କିଛି ମାନୁନି ମୋ ବସ୍‌ । ପିପିଲି ବଜାର ଦେଇ ଯିବା ପରିବର୍ତ୍ତେ ବାଇପାସ୍‌ରେ ପଳାଉଛି ବସ୍‌ । ହନ୍ତସନ୍ତ ହେଉଛନ୍ତି ଯାତ୍ରୀ

Mo Bus
ଖୋଲିଲାନି ମୋ ବସ୍‌ର ଡୋର୍‌; ଝରକା ଡେଇଁ ପଦାକୁ ବାହାରିଲେ ଯାତ୍ରୀ

କନ୍ଦରପୁରରୁ ଧବଳେଶ୍ୱର ଅଭିମୁଖେ ଯାଉଥିବା ୮୩  ନମ୍ବର ରୁଟ୍‌ର ଏକ ମୋ ବସ୍ ରାଜବଗିଚା ନିକଟରେ ହଠାତ ଖରାପ ହୋଇଯାଇଥିଲା । ଫଳରେ ବସ୍‌ର ଦୁଇଟି ଯାକ ଡୋର ଖୋଲି ନଥିଲା ।

2 members of gang behind 'Mo Bus' pickpocketing arrested
ଧରାପଡ଼ିଲେ ‘ମୋ ବସ୍‌’ରେ ଚୋରି କରୁଥିବା ଲୁଟେରା

ଧରାପଡ଼ିଲେ ‘ମୋ ବସ୍‌’ରେ ଚୋରି କରୁଥିବା ଗ୍ୟାଙ୍ଗ। ୨ ଲୁଟେରାଙ୍କୁ କମିଶନରେଟ୍ ପୋଲିସ୍‌ ଗିରଫ କରିଛି।

Mo Bus
କାଲି ୧୫ ହଜାର ଆଜି ୨ ମୋବାଇଲ୍‌ ; କେତେ ସୁରକ୍ଷିତ ‘ମୋ ବସ୍‌’ ?

ଗତକାଲି ରାଜଧାନୀ ଭୁବନେଶ୍ୱରରେ ‘ମୋ ବସ୍‌’ରୁ ଜଣେ ଯାତ୍ରୀଙ୍କ ଠାରୁ ୧୫ ହଜାର ଟଙ୍କା ଲୁଟ୍ ହୋଇଥିବା ବେଳେ ଆଜି ଦୁଇ ଜଣ ଛାତ୍ରୀଙ୍କ ମୋବାଇଲ୍ ଚୋରି ହୋଇଯାଇଛି।

Mo Bus
ମୋ ବସ୍ ରେ ବଡ ଧରଣର ଲୁଟ୍

ସାବଧାନ୍ ! ଯଦି ମୋ ବସ୍ ରେ ଆପଣ ଯାଉଛନ୍ତି ତେବେ ସତର୍କ ଥିବେ । କେତେବେଳେ ବି ହୋଇପାରନ୍ତି ଲୁଟର ଶିକାର

Mo Bus
ଲୁଟେରାଙ୍କ ହବ୍‌ ମୋ ବସ୍‌ ! ଲଗାତର ହେଉଛି ଚୋରି, ଯାତ୍ରା କରିବାକୁ ଭୟ କରୁଛନ୍ତି ଯାତ୍ରୀ

ମୋ ବସ୍‌ରେ ବଢୁଛି ଚୋରି । କ୍ୟାନସର ରୋଗୀଙ୍କଠୁ ଲୁଟିନେଲେ ୧୫ ହଜାର ।

Passenger alleges loot of Rs 15,400 in Mo Bus in Bhubaneswar
‘ମୋ ବସ୍‌’ରୁ ଯାତ୍ରୀଙ୍କ ଠାରୁ ଚୋରି

‘ମୋ ବସ୍‌’ରେ ଜଣେ କ୍ୟାନ୍ସର ରୋଗୀଙ୍କଠାରୁ ୧୫ ହଜାର ଟଙ୍କା ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏମ୍ସ ହସ୍ପିଟାଲ୍‌ରୁ କଟକ OMP ଛକ ଯାଉଥିବା ୧୯ ନମ୍ବର ‘ମୋ ବସ୍‌’ରେ ଏହି ଚୋରି ହୋଇଛି।

Mo Bus vandalised on Jatani-Sundarpada road
ରାସ୍ତାରେ ଅଟକାଇ ‘ମୋ ବସ୍‌’କୁ ପିଟି ଭାଙ୍ଗି ଦେଲେ

କେହି କିଛି ବୁଝିବା ଆଗରୁ ଯୁବକ ଜଣକ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରି ହଠାତ୍‌ ଡ୍ରାଇଭର ବସିଥିବା ସିଟ୍‌ର କାଚ ଡୋର୍‌କୁ ଏକ ଲୁହା ରଡ୍‌ରେ ବାଡ଼େଇ ଭାଙ୍ଗିଥିଲେ।

City Bus
ରାସ୍ତାରେ ଚଲାଇଲେନି, ପଡ଼ି ପଡ଼ି ଖତ ହେଲା ! ତା’ପରେ ୧୨୧ ବସ୍‌କୁ କବାଡ଼ିଆରେ ବିକି ଦେଲେ

୧୨୧ ସିଟି ବସ୍‌କୁ ବିକି ଦେଲା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ବା କ୍ରୁଟ୍ । ଏସବୁ ବସ୍କୁ ଏକ ସ୍କ୍ରାପେଜ୍ ସଂସ୍ଥାକୁ ବିକ୍ରି କରି ଦେଇଥିବା ଜଣାପଡିଛି । ଭୁବନେଶ୍ୱର-ପୁରୀ ସିଟି ବସ୍ ସେବା ପାଇଁ ୨୦୧୦ ମସିହାରେ JNNURM ଅଧୀନରେ ଏହି ବସ କିଣାଯାଇଥିଲା ।

Mo Bus Drivers Launch Strike
ଦରମା ବୃଦ୍ଧି ଦାବିରେ ‘ମୋ ବସ୍’ ଡ୍ରାଇଭରଙ୍କ ଆନ୍ଦୋଳନ, ‘ମାସକୁ ୧୮ ହଜାର ଟଙ୍କା ଦରମା କରାଯାଉ’

ଦରମା ବୃଦ୍ଧି ଦାବିରେ ‘ମୋ ବସ୍’ ଡ୍ରାଇଭର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ଆଜି ଭୁବନେଶ୍ୱରର ୧୪ଟି ରୁଟ୍‌ରେ ‘ମୋ ବସ୍’ ଚଳାଚଳ ବନ୍ଦ ରହିଛି। ଦରମା ବୃଦ୍ଧିକୁ ନେଇ ଡ୍ରାଇଭରମାନେ ଆନ୍ଦୋଳନ କରୁଥିବାରୁ ଭୁବନେଶ୍ୱରର ୧୪ଟି ରୁଟ୍‌ରେ ‘ମୋ ବସ୍’ ଚଳାଚଳ କରୁନି। 

mo bus
୧୬ଟି ରୁଟରେ ମୋ ବସ୍ ସେବା ଆରମ୍ଭ,ବସରେ ମାସ୍କ ବାଧ୍ୟତାମୂଳକ

ରାଜଧାନୀରେ ଗଡ଼ିଲା ମୋ ବସ୍ । ଆଜିଠାରୁ ୧୬ଟି ରୁଟରେ ମୋ ବସ ସେବା ଆରମ୍ଭ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।

mo bus
ରାଜଧାନୀରେ ଗଡ଼ିଲା ମୋ ବସ୍ : ଛିଡ଼ା ହୋଇ ଯାଇ ପାରିବେନି ଯାତ୍ରୀ

ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।