• translate

Tag: Mo Bus

City Bus
ରାସ୍ତାରେ ଚଲାଇଲେନି, ପଡ଼ି ପଡ଼ି ଖତ ହେଲା ! ତା’ପରେ ୧୨୧ ବସ୍‌କୁ କବାଡ଼ିଆରେ ବିକି ଦେଲେ

୧୨୧ ସିଟି ବସ୍‌କୁ ବିକି ଦେଲା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ବା କ୍ରୁଟ୍ । ଏସବୁ ବସ୍କୁ ଏକ ସ୍କ୍ରାପେଜ୍ ସଂସ୍ଥାକୁ ବିକ୍ରି କରି ଦେଇଥିବା ଜଣାପଡିଛି । ଭୁବନେଶ୍ୱର-ପୁରୀ ସିଟି ବସ୍ ସେବା ପାଇଁ ୨୦୧୦ ମସିହାରେ JNNURM ଅଧୀନରେ ଏହି ବସ କିଣାଯାଇଥିଲା ।

Mo Bus Drivers Launch Strike
ଦରମା ବୃଦ୍ଧି ଦାବିରେ ‘ମୋ ବସ୍’ ଡ୍ରାଇଭରଙ୍କ ଆନ୍ଦୋଳନ, ‘ମାସକୁ ୧୮ ହଜାର ଟଙ୍କା ଦରମା କରାଯାଉ’

ଦରମା ବୃଦ୍ଧି ଦାବିରେ ‘ମୋ ବସ୍’ ଡ୍ରାଇଭର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଫଳରେ ଆଜି ଭୁବନେଶ୍ୱରର ୧୪ଟି ରୁଟ୍‌ରେ ‘ମୋ ବସ୍’ ଚଳାଚଳ ବନ୍ଦ ରହିଛି। ଦରମା ବୃଦ୍ଧିକୁ ନେଇ ଡ୍ରାଇଭରମାନେ ଆନ୍ଦୋଳନ କରୁଥିବାରୁ ଭୁବନେଶ୍ୱରର ୧୪ଟି ରୁଟ୍‌ରେ ‘ମୋ ବସ୍’ ଚଳାଚଳ କରୁନି। 

mo bus
୧୬ଟି ରୁଟରେ ମୋ ବସ୍ ସେବା ଆରମ୍ଭ,ବସରେ ମାସ୍କ ବାଧ୍ୟତାମୂଳକ

ରାଜଧାନୀରେ ଗଡ଼ିଲା ମୋ ବସ୍ । ଆଜିଠାରୁ ୧୬ଟି ରୁଟରେ ମୋ ବସ ସେବା ଆରମ୍ଭ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।

mo bus
ରାଜଧାନୀରେ ଗଡ଼ିଲା ମୋ ବସ୍ : ଛିଡ଼ା ହୋଇ ଯାଇ ପାରିବେନି ଯାତ୍ରୀ

ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।