• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Monsoon Session

Odisha Assembly
ଆଜି ସରଗରମ ହେବ ବିଧାନସଭା; ଉପସ୍ଥାପିତ ହେବ CAG ରିପୋର୍ଟ

ଦୁଇ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବିରେ ବିଜେପି ଗୃହକୁ ଅଚଳ କରିପାରେ ।

Odisha Assembly adjourned
ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଙ୍ଗାମା; ୧୧ଟା ୩୦ ଯାଏଁ ଗୃହ ମୁଲତବି

ବାଚସ୍ପତିଙ୍କ ପୋଡିୟମ ପାଖକୁ ଆସି ହଟ୍ଟଗୋଳ କରିଥିଲେ ବିଜେପି ବିଧାୟକ । ବିଜେପି ଆଣିଥିବା ମୁଲତବି ପ୍ରସ୍ତାବ ଗୃହିତ ନ ହେବାରୁ ବିଜେପି ସଦସ୍ୟ ହଟ୍ଟଗୋଳ କରିଥିଲେ ।

Odisha Assembly
ଭୋଟ୍ ଲୋଭରେ ଭଣ୍ଡାର ଖୋଲା ! ଆଗତ ହେଲା ୨୮,୨୦୦ କୋଟିର ଅତିରିକ୍ତ ବଜେଟ୍

ଆଜି ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଗୃହରେ ଚଳିତ ଆର୍ଥିକ ବର୍ଷ ପାଇଁ ପ୍ରାୟ ୨୮ ହଜାର ୨୦୦କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଗତ କରିଛନ୍ତି । ବିପର୍ଯ୍ୟୟ ପରିଚାଳନା ବିଭାଗ ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କା ଆଗତ ହୋଇଥିବାବେଳେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପାଇଁ ୪୦୮୩କୋଟି, ଜଳସମ୍ପଦ ପାଇଁ ୨୪୦୭ କୋଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ୨୮୮୨କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି ।

AAP MP Raghab Chhada
ଆପ୍‌ ନେତାଙ୍କୁ ଗୋଡ଼େଇ ଗୋଡ଼େଇ ଖୁମ୍ପିଲା କାଉ, ବିଜେପି ବାଲାଙ୍କୁ ମଜା

ଦିଲ୍ଲୀରେ ଆପ୍‌ ଓ ବିଜେପି ମଧ୍ୟରେ ସବୁବେଳେ ଟକ୍କର ଚାଲିଥାଏ । ଉଭୟ ଦଳର ନେତାଙ୍କ ମଧ୍ୟରେ ଖୁବ୍‌ କଥା କଟାକଟି ଚାଲେ ।

Parliament
ସଂସଦରେ ଥମୁନି ମଣିପୁର ତାତି, ସଦନ ଭିତରେ ଓ ବାହାରେ ବିରୋଧୀଙ୍କ ପ୍ରତିବାଦ

ମଣିପୁର ପ୍ରସଙ୍ଗକୁ ନେଇ ସଂସଦର ଉଭୟ ଗୃହ ରାଜ୍ୟସଭା ଓ ଲୋକସଭାରେ ପ୍ରବଳ ହୋହଲ୍ଲା ପରେ ସଂସଦ ବାହାରେ ସାରା ରାତି ଧାରଣାରେ ବସିଲେ ବିରୋଧୀ ।

Monsoon Session Of Parliament: All-party Meet Called By Government
ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ

ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ବସିଛି। ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଛି। 

Odisha Assembly
୬ ଘଣ୍ଟା ଚାଲିବ ଗୃହ କାର୍ଯ୍ୟ : ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ

ଅପରାହ୍ନ ଅଧିବେଶନ ଘଣ୍ଟାଏ ବଢ଼ି ୪ଟାରୁ ୭ଟା ପର୍ଯ୍ୟନ୍ତ ଚାଲିବାକୁ ସର୍ବଦଳୀୟ ବୈଠକରେ ନିଷ୍ପତ୍ତି

parliament
ସମୟ ପୂର୍ବରୁ ମୁଲତବୀ ହେଲା ସଂସଦର ମୌସୁମୀ ଅଧିବେଶନ

ବିରୋଧୀଙ୍କ ଏପରି କାର୍ଯ୍ୟକଳାପକୁ ଆଇନର ଅପମାନ ବୋଲି ଅଭିଯୋଗ କରିଥିଲେ ବିରୋଧୀ। ପୂର୍ବରୁ ମିଳିଥିବା ସୂଚନା ଅନୁସାରେ, ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୯ ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାକୁ ଥିଲା। କିନ୍ତୁ ଗୃହ ଶାନ୍ତିଶୃଙ୍ଖଳାର ସହ ଚାଲିନପାରିବାରୁ ସମୟ ପୂର୍ବରୁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି।

parliament-1461464852
ମୌସୁମୀ ଅଧୀବେଶନ: ଆଜି ସକାଳ ୧୦ଟାରେ ବିରୋଧୀ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକ

ଗୃହ ଆରମ୍ଭ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ଏମିତି କୌଣସି ଦିନ ନାହିଁ ଯେବେ ସଠିକ୍‌ ଭାବରେ ଗୃହ ଚାଲିପାରୁଛି ଏବଂ ବିରୋଧୀମାନେ ହଙ୍ଗାମା କରୁନାହାନ୍ତି। ତେବେ ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ପ୍ରତିରକ୍ଷା କ୍ଷେତ୍ର ସହ ଜଡିତ ଗୁରୁତ୍ୱପୂର୍ଣ୍ଣ ବିଲ୍ ମଧ୍ୟ ଲୋକସଭାରେ ପାରିତ ହୋଇସାରିଛି। ଶୁକ୍ରବାର ଦିନ ଉଭୟ ଘରେ ମଧ୍ୟ ଉତ୍ତେଜନା ଦେଖାଦେଇଥିଲା। କିନ୍ତୁ ଉତ୍ତେଜନା ମଧ୍ୟରେ ଲୋକସଭାରେ ଦୁଇଟି ବିଲ୍ ପାରିତ ହୋଇଥିଲା। ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ପାଇଁ ଗୃହକୁ ଆଜି ସକାଳ ୧୧ଟା ପର୍ଯ୍ୟନ୍ତ ମୁଲତବୀ ରଖା ଯାଇଥିଲା।

rahul-gandhi
କେନ୍ଦ୍ରକୁ ରାହୁଲଙ୍କ ଟାର୍ଗେଟ : ସଂସଦର ସମୟ ନଷ୍ଟ କରନି

ବିରୋଧୀଙ୍କୁ ନିଜ କାମ କରାଇ ଦେଉନଥିବା ଅଭିଯୋଗ କରି କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି କଂଗ୍ରେସର ପୂର୍ବତନ ସଭାପତି । ଏହାସହ ସଂସଦର ସମୟ ନଷ୍ଟ ହେବା ଉଚିତ ନୁହେଁ ବୋଲି ସେ ଟ୍ୱିଟ୍ କରି କହିଛନ୍ତି । ତାଙ୍କ ମତରେ ମୁଦ୍ରାସ୍ଫତି, କୃଷକ ଏବଂ ପେଗାସସ୍ ଉପରେ ଆଲୋଚନା ହେବା ଉଚିତ୍ ।

Monsoon Session 2021
ସଂସଦର ମୌସୁମୀ ଅଧିବେଶନ ଆରମ୍ଭ : ଆଲୋଚନା ପୂର୍ବରୁ ହଟ୍ଟଗୋଳ, ୨ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ମନ୍ତ୍ରୀମାନଙ୍କର ପ୍ରଧାନମନ୍ତ୍ରୀ ପରିଚୟ ପ୍ରଦାନ କରିବାବେଳେ କଂଗ୍ରେସ ପକ୍ଷରୁ ପ୍ରତିବାଦ ହୋଇଥିଲା । ଏହାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆପତ୍ତି ଉଠାଇଥିଲେ ।

parliament
କାଲିଠୁ ମୌସୁମୀ ଅଧିବେଶନ: ଆଜି ବସିବ ସର୍ବଦଳୀୟ ବୈଠକ

କରୋନା କାଳରେ ଅଧିବେଶନ ବସୁଥିବାରୁ ସମସ୍ତ ସଦସ୍ୟ କୋଭିଡ୍ ପ୍ରୋଟୋକଲ ମାନିବାକୁ ହେବ ବୋଲି କୁହାଯାଇଛି। ଏଥିପାଇଁ ଗୃହରେ ସ୍ୱତନ୍ତ୍ର ଭାବେ ବ୍ୟବସ୍ଥା ମଧ୍ୟ କରାଯାଇଛି। ଏହା ପୂର୍ବରୁ ଗତକାଲି ରାଜ୍ୟସଭା ଅଧ୍ୟକ୍ଷ ଏମ୍. ଭେଙ୍କୟା ନାଇଡୁ ଗୃହର ଫ୍ଲୋର ଲିଡର ମାନଙ୍କ ସହ ଆଲୋଚନା କରିଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଓ ଅନ୍ୟ କେନ୍ଦ୍ରମନ୍ତ୍ରୀ ଏଥିରେ ଉପସ୍ଥିତ ଥିଲେ।

parliament-kTNE-621x414@LiveMint-1
ସୋମବାରଠୁ ମୌସୁମୀ ଅଧିବେଶନ: ସରକାରଙ୍କୁ ଘେରିବାକୁ ବିରୋଧୀ ପ୍ରସ୍ତୁତ

ଆମେ ପୂର୍ବରୁ ବି ଦେଶର ପ୍ରତ୍ୟେକ ଚାଷୀ ଭାଇଙ୍କ ସ୍ୱାର୍ଥ ରକ୍ଷା କରିବା ପାଇଁ କାମ କରୁଛୁ ଓ ଆଗାମୀ ଦିନରେ ବି ସେହି ଅନୁସାରେ କାମ କରିବୁ। କେବଳ ଏତିକି ନୁହେଁ ବରଂ ତୈଳଦର ଓ ରନ୍ଧନ ଗ୍ୟାସ ସହ ଅତ୍ୟାବଶ୍ୟକ ସାମଗ୍ରୀର ବୃଦ୍ଧିକୁ ନେଇ କେନ୍ଦ୍ର ସରକାରଙ୍କଠାରୁ ଜବାବ ମାଗିବୁ ବୋଲି ଆପ୍‌ ସାସଂଦ କହିଛନ୍ତି।

Oom Birla
୧୯ରୁ ୧୯ ଦିନ ଚାଲିବ ସଂସଦର ମୌସୁମୀ ଅଧିବେଶନ

ଜୁଲାଇ ୧୯ ତାରିଖରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ ।