ନଗଡ଼ାରୁ ୫ ଶିଶୁ ଶ୍ରମିକ ଉଦ୍ଧାର Mar 23, 2018 ଯାଜପୁର: ଅପପୁଷ୍ଟି ପାଇଁ କୁଖ୍ୟାତ ନଗଡ଼ା ପିଲା ଏବେ ଶିଶୁ ଶ୍ରମିକ। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିଆପାଳ ପଞ୍ଚାୟତର ଚର୍ଚ୍ଚିତ ଗାଁ ନଗଡ଼ା।…