• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: New Born Baby Rescue

New Born Baby Rescue
ଉଦ୍ଧାର ପରେ ଶିଶୁକନ୍ୟାର ଅବସ୍ଥା ସଙ୍କଟାପନ୍ନ; ଗୁରୁତ୍ୱପୂର୍ଣ୍ଣ ଆଗାମୀ ୩ଦିନ

ଜୀବନ ସହ ସଂଘର୍ଷ କରୁଥିବା କଅଁଳା ଶିଶୁର କୁଆଁ କୁଆଁ କାନ୍ଦ । ଜୀବନ ସଂଘର୍ଷର ଯନ୍ତ୍ରଣାସିକ୍ତ ଆକୁଳ ଚିତ୍କାର । SNCU ବେଡ୍‌ର ନୀଳ ଆଲୋକ ତଳେ, ଆୟୁଷର ପଣତ ଅଣ୍ଡାଳୁଛି ନିଷ୍ପାପ ଜୀବନ ।

New Born Baby Rescued
ଜିତିଲା ଜୀବନ; ବୋରୱେଲ୍‌ରୁ ଜୀବିତ ଉଦ୍ଧାର ହେଲା କଅଁଳା ଶିଶୁକନ୍ୟା

ଶେଷରେ ବୋରୱେଲ୍‌ରୁ ଜୀବିତ ଅବସ୍ଥାରେ ଉଦ୍ଧାର ପାଇଲା କଅଁଳା ଶିଶୁ ।

new born baby rescued
ପୁଣି ଅଲୋଡ଼ା ଶିଶୁକନ୍ୟା

ଅନୁଗୁଳ: ପୁଣି ଅଲୋଡ଼ା ଶିଶୁକନ୍ୟା।  ଅନୁଗୁଳ ପାଲଲହଡ଼ା ଶିଳିଆମୁଣ୍ଡା ପୋଖରୀ ନିକଟରେ ଥିବା ଏକ ଅମରୀ ବୁଦାମୂଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ସ୍ଥାନୀୟ ଲୋକେ ନବଜାତ ଶିଶୁଟିକୁ ଦେଖି ପୋଲିସକୁ ଖବର ଦେଇଥିଲେ।  ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶିଶୁଟିକୁ ଉଦ୍ଧାର କରିଥିଲେ। ଶିଶୁଟିକୁ ପାଲଲହଡ଼ା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିଶୁକନ୍ୟାଟି ସୁସ୍ଥଥିବା ଜଣାପଡିଛି।  ଜନ୍ମ ହେବାପରେ କେହି ଶିଶୁଟିକୁ ଛାଡି ଚାଲିଯାଇଥିବା ସନ୍ଦେହ କରାଯାଉଛି।  ଶିଶୁଟି ସୁସ୍ଥ ହେବାପରେ ସିଡବ୍ଲୁସିକୁ ପଠାଯିବ ବୋଲି ସିଡିପିଓ କହିଛନ୍ତି।