• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Niladri Bije

Lord Jagannath
ଘୋଷଯାତ୍ରାର ଅନ୍ତିମ ପର୍ବରେ ରସଗୋଲା ଖୁଆଇ ମା' ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ମାନଭଞ୍ଜନ ପରେ ନୀଳକନ୍ଦରକୁ ବିଜେ କରିଛନ୍ତି ନିଳାଦ୍ରୀବିହାରୀ । ପ୍ରାଚୀନ ଦାଣ୍ଡି ରାମାୟଣରେ ବର୍ଣ୍ଣିତ ରସଗୋଲାର ଗାଥା ।

Niladribije 2023
ଶ୍ରୀଜିଉଙ୍କ ନୀଳାଦ୍ରି ବିଜେର ଅପୂର୍ବ ଦୃଶ୍ୟ...ଦେଖନ୍ତୁ କିଛି ଝଲକ୍...

ଚାଲିଛି ନୀଳାଦ୍ରିନାଥଙ୍କ ନିଳାଦ୍ରି ବିଜେ ନୀତି। ଗୋଟି ପହଣ୍ଡିରେ ଝୁଲି ଝୁଲି ଯାଉଛନ୍ତି ଶ୍ରୀଜିଉ। ନବଦିନର ଘୋଷଯାତ୍ରା ପରେ ଶ୍ରୀମନ୍ଦିର ଫେରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜିଠାରୁ ଆରମ୍ଭ ହେବ ମହାବାହୁଙ୍କ ରତ୍ନସିଂହାସନ ଲୀଳା।

Niladri Bije
ଆରମ୍ଭ ହେଲା ନୀଳାଦ୍ରି ବିଜେ ନୀତି, ନୀଳକନ୍ଦରକୁ ଫେରିଯିବେ ଚତୁର୍ଦ୍ଧା ମୂରତି

ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନସିଂହାସନରେ ବିରାଜିତ ହେବେ ମହାପ୍ରଭୁ।

Niladri Bije Of Holy Trinity To Be Held Today
ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ

Ratha Jatra 2023 Niladribije
Ratha Jatra 2023: ଆଜି ଘୋଷଯାତ୍ରାର ଅନ୍ତିମ ଦିନ; ନୀଳକନ୍ଦରକୁ ଫେରିବେ ନୀଳାଦ୍ରିନାଥ

ଆଜି ପ୍ରଭୁ ମହାଲକ୍ଷ୍ମୀଙ୍କ ମାନଭଂଜନ କରି ଶ୍ରୀମନ୍ଦିରରେ ପ୍ରବେଶ କରିବେ ଓ ରତ୍ନ-ସିଂହାସନରେ ପୁନଃ ବିରାଜମାନ କରିବେ। ଶ୍ରୀମନ୍ଦିର ରୂପକ ନୀଳଶୈଳର ଗର୍ଭଗୃହ ସ୍ୱରୂପ ନୀଳକନ୍ଦରରେ ବିରାଜମାନ କରିବାର ଏହି ଅଲୌକିକ ଲୀଳା ‘ନୀଳାଦ୍ରିବିଜେ’ ନାମରେ ବିଖ୍ୟାତ।

Rasagola Dibasa
ଆଜି ରସଗୋଲା ଦିବସ

ଆଜି ରସଗୋଲା ଦିବସ । ଓଡ଼ିଆ ରସଗୋଲାର ପ୍ରଚାର ଓ ପ୍ରସାର ପାଇଁ ସ୍ୱତନ୍ତ୍ର ଦିନ । ଶ୍ରୀମନ୍ଦିର ପରମ୍ପରା ସହିତ ଜଡ଼ିତ ରହିଛି ଏହି ରସଗୋଲା । ନିଳାଦ୍ରୀବିଜେ ଅବସରରେ ରାଗ ଜର୍ଜରିତ ଅଭିମାନୀନି ମା' ଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିଥାନ୍ତି ।

Niladri Bije
ଆଜି ନୀଳକନ୍ଦରର ରତ୍ନସିଂହାସନରେ ବିଜେ କରିବେ ନୀଳାଦ୍ରିନାଥ

ଜନ୍ମବେଦୀରେ ଲୀଳାଖେଳା ସରିବା ପରେ ଆଜି ନୀଳକନ୍ଦରର ରତ୍ନସିଂହାସନରେ ବିଜେ କରିବେ ନୀଳାଦ୍ରିନାଥ। ନବଦିନାତ୍ମକ ଯାତ୍ରା ଶେଷ କରି ଆଜି ରତ୍ନସିଂହାସନରେ ବିରାଜିତ ହେବେ କାଳିଆ ସାଆନ୍ତେ।