• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Nsui

NSUI
ନବୀନ ନିବାସ ଘେରାଉ ପ୍ଲାନ୍‌ ଫେଲ୍‌, ମନ୍ତ୍ରୀ ତୁଷାରକାନ୍ତିଙ୍କ ଘରେ ପଶିଲେ ଛାତ୍ର କଂଗ୍ରେସ କର୍ମୀ

ପ୍ରଥମେ ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ଘଟଣାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ ତଦନ୍ତ ପରିସରଭୁକ୍ତ ପାଇଁ ଦାବି କରି ନବୀନ ନିବାସ ଘେରାଉ କରିବାକୁ ବାହାରିଥିଲେ ଛାତ୍ର କଂଗ୍ରେସ କର୍ମୀ । କିନ୍ତୁ ଫରେଷ୍ଟ ପାର୍କ ନିକଟରେ ପୋଲିସ ସେମାନଙ୍କୁ ଅଟକାଇଥିଲା ।

NSUI Protest
ପୋଲିସ ସହ ଜୋରଦାର ଧସ୍ତାଧସ୍ତି ! ଦୁଲ୍‌ଦାଲ୍ ମାଡ଼ ହେଲା ଅଣ୍ଡା-ଟମାଟ

ଧର୍ମେନ୍ଦ୍ର ସାହୁ ମୃତ୍ୟୁ ତଦନ୍ତରେ ଅସନ୍ତୁଷ୍ଟ ହୋଇ ଆଜି ଏଭଳି ନିଷ୍ପତ୍ତି ନେଇଛି ଛାତ୍ର କଂଗ୍ରେସ । ପ୍ରତିବାଦ କରିବା ସହ ମନ୍ତ୍ରୀ ସମୀର ଦାଶଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛି ସଂଗଠନ ।

Congress
ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସର ହଲ୍ଲାବୋଲ, ନାକେଦମ୍‌ ପୋଲିସ

ଦରବୃଦ୍ଧି ନିଷ୍ପତ୍ତିରୁ କେନ୍ଦ୍ର ସରକାର ନ ଓହରିଲେ, ଆଗାମୀ ଦିନରେ ଓଡ଼ିଶାକୁ କେନ୍ଦ୍ର ମନ୍ତ୍ରୀ ଆସିଲେ ବିରୋଧ ସହିତ ଅଣ୍ଡାମାଡ଼ କରାଯିବ ବୋଲି ଚେତାଇ ଦେଇଛି ଛାତ୍ର କଂଗ୍ରେସ ।

Mamita Meher
ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ହଲ୍ଲାବୋଲ; ନବୀନ ନିବାସ ଘେରାଉ, ଖୋର୍ଦ୍ଧାରେ ବିରାଟ ଶୋଭାଯାତ୍ରା

ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ । ଆଉ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଗଲା କିଛି ଦିନ ଧରି ଏ ଦାବି ନେଇ ବିରୋଧୀ ରଣହୁଙ୍କାର ଦେଇ ଆସୁଥିବା ବେଳେ ଆଜି ରାଜ୍ୟବ୍ୟାପୀ ଆନ୍ଦୋଳନ ଓ ପ୍ରତିବାଦକୁ ଆହୁରି ଜୋରଦାର କରିଛନ୍ତି ଉଭୟ କଂଗ୍ରେସ ଓ ବିଜେପି ।