• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Nuakhai Celebration

Nuakhai Celebration
ଗଣପର୍ବ ନୂଆଁଖାଇରେ ଝୁମିଛି ପଶ୍ଚିମ ଓଡ଼ିଶା

ନୂଆଁ ଧାନ୍ କେ ନୂଆ ମନ୍ । ଗଣପର୍ବ ନୂଆଁଖାଇରେ ଝୁମିଛି ପଶ୍ଚିମ ଓଡ଼ିଶା । ଇଷ୍ଟଦେବୀଙ୍କ ପାଖେ ନବାନ୍ନ ଲାଗି ପରେ ଘରେ ଘରେ ନୂଆଖିଆ

Nuakhai Celebration
ନୂଆଁ ଧାନ୍ କେ ନୂଆ ମନ୍; ଗଣପର୍ବ ନୂଆଁଖାଇରେ ଝୁମିଛି ପଶ୍ଚିମ ଓଡ଼ିଶା

କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ପାଇଁ ସାରା ପଶ୍ଚିମ ଓଡ଼ିଶାରେ ଉତ୍ସବର ମାହୋଲ । ଏକତା ଓ ଭାଇଚାରାର ଉତ୍କୃଷ୍ଟ ନିଦର୍ଶନ ଭିତରେ ଭେଦଭାବ ଓ ମନୋମାଳିନ୍ୟ ଭୂଲି ଏକାଠି ହୋଇଛନ୍ତି ପରିବାର, ବଂଶ ଓ ବୁନିଆଦ ।

Nuakhai the Social integration
Nuakhai 2023: ସାମାଜିକ ଏକତାର କଥା କହେ ନୂଆଖାଇ; ମତଭେଦକୁ କରିଦିଏ ସମାଧାନ

ପଶ୍ଚିମାଞ୍ଚଳର ପାରମ୍ପରିକ ଗଣପର୍ବ ନୂଆଖାଇ। ଏହି ସମୟରେ ଗ୍ରାମବାସୀ ନିଜ ଭିତରେ ପୂର୍ବରୁ ଥିବା ଭେଦ ଭାବ ଭୁଲି ଯାଇଥାନ୍ତି। ପରିବାର ମଧ୍ୟରେ ଥିବା ମତଭେଦ ମଧ୍ୟ ଏହି ସମୟରେ ସମାଧାନ ହୋଇଥାଏ। ସମସ୍ତେ ପୁଣି ଏକଜୁଟ ହୋଇଯାଆନ୍ତି ଆଉ ମିଳିମିଶି ରହନ୍ତି। ଏହା ହେଉଛି ନୂଆଖାଇ ପର୍ବର ଏକ ବିଶେଷତା।

Nuakhai 2023 Western Odisha is all excited
Nuakhai 2023: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ସବୁଠି ଉତ୍ସାହ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଲାଗି ସବୁଠି ଉତ୍ସାହ। ନୂଆ ଫସଲକୁ ଇଷ୍ଟ ଦେବଦେବୀଙ୍କୁ ଅର୍ପଣ କରିବ ଚାଷୀ।ମା’ ସମଲେଶ୍ୱରୀଙ୍କ ନିକଟରେ କରାଯିବ ନବାନ୍ନ ଅର୍ପଣ। ଘରେ ଘରେ ନୂଆ ଖାଇବେ ପଶ୍ଚିମ ଓଡ଼ିଶାବାସୀ

Nuakhai 2023 How to decide lagna
Nuakhai 2023: କିପରି ସ୍ଥିର ହୁଏ ନୂଆଖାଇ ଲଗ୍ନ; ସେଦିନ ଓ ଆଜି

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳପକ୍ଷରେ ପାଳନ କରାଯାଇଥାଏ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଏହି ନୂଆଖାଇ ପର୍ବ ଆନନ୍ଦ ଉଲ୍ଲାସରେ ପାଳନ କରିଥାନ୍ତି। ଆସନ୍ତୁ ଜାଣିବା କିପରି ସ୍ଥିର ହୁଏ ଏହାର ଲଗ୍ନ।

Nuakhai
ନୂଆଁଖାଇ ପାଇଁ ଉଠୁଛି ପଡୁଛି ପଶ୍ଚିମ ଓଡ଼ିଶା

ରାତି ପାହିଲେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଉଠୁଛି ପଡୁଛି ପୁରା ପଶ୍ମିମ ଓଡିଶା । ଆସନ୍ତାକାଲି ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପାଖରେ ସକାଳ ୧୦ଟା ୫୬ରୁ ୧୧ଟା ୧୦ ମଧ୍ୟରେ ନବାନ୍ନ ଲାଗି ହେବ । ତାପରେ ଘରେ ଘରେ ଲୋକେ ନୂଆ ଖାଇବେ । ମାଆଙ୍କ ପାଖରେ ନବାନ୍ନ ଲାଗି ପାଇଁ ପହଁଞ୍ଚି ସାରିଛି ପାହୁର ଭାର ।

ବରଗଡ଼: ନୂଆଖାଇରେ ଅସହାୟଙ୍କୁ ପ୍ରଦାନ ପାଇଁ ଭେଟି ପ୍ରସ୍ତୁତ।
ଚାରି ଆଡ଼େ ଏବେ ନୂଆଖାଇର ମାହୋଲ୍...ଦେଖିବା ଫଟୋରେ କିଛି ଖବର...

ଆସିଛି ନୂଆଖାଇ। ସଭିଙ୍କ ମନରେ ଉଲ୍ଲାସ। ଖୁସିରେ ଫାଟିପଡୁଛି ଗାଁ ଦାଣ୍ଡ। ଘରେ ଘରେ ଉତ୍ସବର ଆୟୋଜନ।

Nuakhai Celebration
ପାଖେଇ ଆସୁଛି ଗଣପର୍ବ ନୂଆଖାଇ; ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା

ଆସନ୍ତା ୧ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପଡ଼ିଥିବା ବେଳେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ସମଲେଶ୍ୱରୀଙ୍କ ପାଖରେ ପ୍ରଥମେ ଲାଗିବ ନବାନ୍ନ । ଏଥିଲାଗି ଆସି ସାରିଛି ସରିଆ ଧାନ ।

Nuakhai leave controversy
ପଶ୍ଚିମ ଓଡ଼ିଶାରେ ଘନଉଛି ନୂଆଖାଇ ଛୁଟି ବିବାଦ

ବଢୁଛି ନୂଆଖାଇ ଛୁଟି ବିବାଦ। ପଶ୍ଚିମ ଓଡ଼ିଶାରେ ତୀବ୍ର ହେଉଛି ବିକ୍ଷୋଭ ସହ ଆନ୍ଦୋଳନ। କେଉଁଠି ଜିଲ୍ଲାପାଳଙ୍କ ଅଫିସ୍‌ରେ ପଶି ହଙ୍ଗାମା କଲେଣି ତ ଆଉ କେଉଁଠି ସ୍ମାରକପତ୍ର ଦେଇ ଚେତାବନୀ ଶୁଣାଇଲେ। ବରଗଡ଼ରୁ ବଲାଙ୍ଗିର, ସମ୍ବଲପୁରରୁ ସୁବର୍ଣ୍ଣପୁର ସବୁଠି ଦେଖାଦେଇଛି ଅସନ୍ତୋଷର ବାତାବରଣ।

Odia Diaspora Celebrate Nuakhai Festivval In Dubai
ଦୁବାଇରେ ନୂଆଁଖାଇ ପାଳିଲେ ଓଡ଼ିଆ

ଦୁବାଇରେ ରହୁଥିବା ଓଡ଼ିଆଙ୍କ ନୂଆଁଖାଇ ପାଳନ। ଏକ ପାର୍କରେ ଏକାଠି ହୋଇ ପାଳିଲେ ନୂଆଁଖାଇ

Nuakhai
ନୂଆଖାଇ ଜୁହାର ଭେଟ: ମଣିଷ ସଭ୍ୟତାର ଉଦ୍ଭାବନର ଉତ୍ସବ

ଗଡ଼ଜାତ ଶାସନ ସମୟରେ ନୂଆଖାଇ ପର୍ବର ପାଳନ ପଦ୍ଧତିରେ କିଛି ନୂତନ ନିୟମ କାନୁନ ଲାଗୁହେଇଛି। ସେଗୁଡ଼ିକ କେତେ ଯୁକ୍ତିଯୁକ୍ତ ତାହା ଅଞ୍ଚଳବାସୀ ବିଚାର କରିବେ। ଲେଖକଙ୍କ ଉଦ୍ଦେଶ୍ୟ ହେଲା ପଶ୍ଚିମାଞ୍ଚଳ ଆଦିବାସୀଙ୍କ ବିଶେଷ ଜ୍ଞାନରୁ ଜନ୍ମ ହୋଇଥିବା ନୂଆଖାଇ ଜୁହାର ଭେଟର ମହତ୍ଵକୁ ଅଞ୍ଚଳବାସୀଙ୍କ ହୃଦୟରେ ପୁନଃ ଉଦ୍‌ଘାଟନ କରିବା।

Nuakhai in western Odisha
ଆଜି ନୂଆଁଖାଇ; ନବାନ୍ନ ଲାଗି ପାଇଁ ମାହେନ୍ଦ୍ର ବେଳାକୁ ଅପେକ୍ଷା

ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ  । ଏଥିଲାଗି ଗାଁଠୁ ସହର ଚଳଚଞ୍ଚଳ।  ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ନିକଟରେ ଲାଗି ହେବ ନବାନ୍ନ । ଏହାପରେ ଘରେ ଘରେ ନୂଆ ଖାଇବେ । ସମସ୍ତେ ଯିଏ ଯେଉଁଠି ଥିଲେ ବି ସମସ୍ତେ ଘରେ ପହଞ୍ଚି ସାରିଛନ୍ତି  ପିଠା ମିଠା ସାଙ୍ଗକୁ ଘରେ ଘରେ କୁଣିଆଙ୍କ ଜମିିଛି ଭିଡ ।