• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Oca

Barabati Stadium
ସଂପୂର୍ଣ୍ଣ ଭଙ୍ଗାଯାଇ ବାରବାଟୀ ଷ୍ଟାଡିୟମର ହେବ ନବକଳେବର

ପୁଣି ନୂଆ କରି ତିଆରି ହେବ ବାରବାଟୀ ଷ୍ଟାଡିୟମ୍। ବର୍ତ୍ତମାନର ଷ୍ଟାଡିୟମ୍ ଭଙ୍ଗାହେବ, ତାରି ସ୍ଥାନରେ ୭ ଶହ କୋଟି ଟଙ୍କା ବ୍ୟୟରେ ଠିଆହେବ ବିଶ୍ୱସ୍ତରୀୟ ବାରବାଟୀ ସ୍ପୋର୍ଟସ କମ୍ପ୍ଲେକ୍ସ।

Barabati Stadium
ବାରବାଟୀ ଷ୍ଟାଡିୟମର ହେବ ନବକଳେବର, ୬୦ ହଜାରକୁ ବଢ଼ିବ ଦର୍ଶକ କ୍ଷମତା

ପୂରା ଭଙ୍ଗାହେବ, ସଂପୂର୍ଣ୍ଣ ନୂଆ ହେବ। ନୂଆ ରୂପରେ ଦେଖିବାକୁ ମିଳିବ କଟକ ବାରବାଟୀ ଷ୍ଟାଡିୟମ୍। ୭ ଶହ କୋଟି ଟଙ୍କାର ବ୍ୟୟବରାଦରେ ନୂଆ ଲୁକ୍‌ ପାଇବ ବାରବାଟୀ ଷ୍ଟାଡିୟମ।

BJD eyes Odisha Cricket Association, Bobby Das in President race
OCA ଉପରେ ବିଜେଡ଼ିର ଆଖି ! ସର୍ବେସର୍ବା ହେବେ କି ବବି ଦାସ ?

ରାଜ୍ୟ ରାଜନୀତିରେ ଦବ୍‌ଦବା ଜାହିର କରିଥିବା ବବି ଦାସଙ୍କ ଏବେ OCA(Odisha Cricket Association) ଉପରେ ଆଖି। OCA ଉପରେ ସିଧାସଳଖ କବ୍‌ଜା ପାଇଁ ବିଜେଡି ପକ୍ଷରୁ ପଦକ୍ଷେପ ନିଆଯାଇଥିବା କୁହାଯାଉଛି।

OCA Election
୨୮ ତାରିଖରେ ହେବ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍‌ର ନିର୍ବାଚନ

ଓସିଏର ସଭାପତି, ସଂପାଦକ ସହ ମୋଟ ୫ଟି ପଦବୀ ପାଇଁ ଏହି ନିର୍ବାଚନ କରାଯିବ।

OCA
ଓଡ଼ିଶା ସିଟିଜେନ୍ ଆଓ୍ୱାର୍ଡ ୨୦୨୨: ରାଜନୀତି ବର୍ଗରେ ଭକ୍ତଚରଣ ଦାସ ପୁରସ୍କୃତ

ସମାଜସେବାରେ ଡାକ୍ତର ନାରାୟଣୀ ପଣ୍ଡା । କ୍ରୀଡ଼ାରେ ପାରା ଆଥ୍‌ଲେଟ୍ ଜୟନ୍ତୀ ବେହେରା ଏବଂ ସ୍ୱାସ୍ଥ୍ୟସେବାରେ ଡାକ୍ତର ପ୍ରଶାନ୍ତ କୁମାର ସାହୁ ।

 Barabati Stadium To Host T20I Against South Africa
ଜୁନ୍ ୧୨ରେ ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌

କଟକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ୍‌। ଜୁନ୍ ୧୨ ତାରିଖରେ ଏହି ମ୍ୟାଚ୍ ଅନୁଷ୍ଠିତ ହେବ।

OCA Game
କୋହଳ ହେଲା କଟକଣା: ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ଆଉଟ୍‌ଡୋର ସହ ଇନଡୋର ଗେମ୍ସକୁ ବି ମିଳିଛି ଅନୁମତି। ଏହାପରେ ଆରମ୍ଭ ହୋଇଯାଇଛି ଅଭ୍ୟାସ। ବ୍ୟାଡମିଣ୍ଟନ, କରାଟେ, ଜୁଡୋ, ତାଇକୋଣ୍ଡ ଏବଂ ସନ୍ତରଣ ବର୍ଗରେ ଖେଳାଳି ପ୍ରାକ୍ସିସକୁ ଫେରିଛନ୍ତି