• translate

Tag: Odia Food Recipes

Dahi Chingudi Tarkari
ଲକ୍‌ଡାଉନ୍‌ ସମୟରେ ଘରେ ପ୍ରସ୍ତୁତ କରନ୍ତୁ ଦହି ଚିଙ୍ଗୁଡ଼ି | Dahi Chingudi Tarkari

ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ବସାଦହି, ସୋରିଷ,ଲଙ୍କା, ସ୍ୱାଦ ଅନୁଯାୟୀ ଲୁଣ, ହଳଦୀ ଓ ତେଲ। How to Prepare Dahi Chingudi Tarkari  ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳାପା ଛଡ଼ାଇ ଏହାକୁ ପରିଷ୍କାର କରି ସେଥିରେ ଲୁଣ, ହଳଦୀ,କଞ୍ଚାଲଙ୍କା ଓ ଦହି ମିଶାଇ ଦିଅନ୍ତୁ। ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ ବାଟି ଚିଙ୍ଗୁଡ଼ିରେ ମିଶାନ୍ତୁ। ଏ ସବୁକୁ କଡ଼େଇରେ ଅଳ୍ପ ଆଞ୍ଚରେ ସିଝାନ୍ତୁ। ଅଳ୍ପ ଝୋଳ ରହିଥିବା ଅବସ୍ଥାରେ ଓହ୍ଲାଇ ଦିଅନ୍ତୁ। […]

13774564_f520
କଲରା ପତ୍ର ଆଳୁ ବେସର | Kalara Patra Alu Besara

How to Prepare Kalara Patra Alu Besara: ଆବଶ୍ୟକ ସାମଗ୍ରୀ: କଟା କଲରା ପତ୍ର ସିଝା ଆଳୁ ସୋରିଷ-ରସୁଣ ବଟା ଶୁଖିଲାଲଙ୍କା ବଟା କଟା ପିଆଜ କଟା ଟମାଟୋ ଲୁଣ ଓ ତେଲ ପ୍ରସ୍ତୁତ ପ୍ରଣାଳୀ: ପ୍ରଥମେ କଡ଼େଇରେ ତେଲ ଗରମ କରି ସେଥିରେ କଟା ପିଆଜ, କଟା ଟମାଟୋ, ଶୁଖିଲାଲଙ୍କା ବଟା ପକାଇ ଭାଜନ୍ତୁ। ଅଳ୍ପ ଭାଜି ହୋଇଗଲା ପରେ ରଖା ଯାଇଥିବା ସିଝା ଆଳୁ ଓ କଟା କଲରା ପତ୍ର ପକାଇ ଅଳ୍ପ […]

Butterfly Chicken Recipe in odia
ନୂଆବର୍ଷରେ ପରଷନ୍ତୁ ବଟରଫ୍ଲାଏ ଚିକେନ୍ | How to Prepare Butterfly Chicken Recipe

ଆଜି ନୂଆବର୍ଷ। ବାର ବି ଭଲ ଅଛି ନନ୍‌ ଭେଜ୍‌ ଖାଇବା ପାଇଁ। ଘରେ ତିଆରି କରନ୍ତୁ ବଟରଫ୍ଲାଏ ଚିକେନ୍ (Butterfly Chicken)‌। How to Prepare Butterfly Chicken Recipe: ଆବଶ୍ୟକ ସାମଗ୍ରୀ: ଆଳୁ, ବୋନ୍‌ଲେସ୍‌ ଚିକେନ୍,  କର୍ଣ୍ଣଫ୍ଲୋର୍‌, ମଇଦା, ଲଙ୍କାଗୁଣ୍ଡ, ବିଟ ଲୁଣ, ଗୋଲମରିଚ ଗୁଣ୍ଡ, ଲୁଣ, ରେଡ୍‌ ଚିଲି ସସ୍‌, ସୋୟା ସସ୍‌, ଅଦା-ରସୁଣ ବଟା, ବଟର, ଲେମ୍ବୁରସ ଓ ତେଲ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଆଳୁରୁ ଚୋପା ଛଡ଼େଇ ପତଳା ପତଳା […]

ଚଟ୍‌ନୀ ଆଳୁ ଚାର୍ଟ
ବିନା ପିଆଜରେ ଷ୍ଟ୍ରିଟ୍‌ ଫୁଡ୍‌-ଚଟ୍‌ନୀ ଆଳୁ ଚାର୍ଟ | Chutney Aloo Chat Without Onion

ଭୁବନେଶ୍ୱର: ପିଆଜ ଦର ହୁ ହୁ ହୋଇ ବଢୁଛି। ତେଣୁ ରୋଷେଇ ଘରର ମହକ ବଢାଇବାକୁ ହେଲେ ଆମକୁ ବିନା ପିଆଜରେ ହିଁ ସ୍ୱାଦିଷ୍ଟ ଖାଦ୍ୟ ପ୍ରସ୍ତୁତ କରିବାକୁ ପଡ଼ିବ। ଆଜି ବିନା ପିଆଜର ଏକ Recipe ବିଷୟରେ କହିବୁ। Street Food କାହାକୁ ବା ଭଲ ଲଗେନି ? ହେଲେ ବିନା ପିଆଜରେ ଏହି ଷ୍ଟ୍ରିଟ ଖାଦ୍ୟର ତ ସ୍ୱାଦ ନ ଥାଏ। ତା’ଛଡ଼ା ଷ୍ଟ୍ରିଟ ଫୁଡ୍ କେତେ ସ୍ୱାସ୍ଥ୍ୟପ୍ରଦ ତାହା ସମସ୍ତେ ଜାଣନ୍ତି। ତେଣୁ […]

Paneer Masala Recipe Without Onion
ବିନା ପିଆଜରେ ବନାନ୍ତୁ ପନିର ମସାଲା | Paneer Masala Recipe Without Onion

ପିଆଜର ଦାମ ଏବେ ଆକାଶଛୁଆଁ। ବିନା ପିଆଜରେ ରୋଷେଇଘରର ସ୍ୱାଦ ଆଉ ପାଟିକୁ ରୁଚୁନି । କେତେ ଦିନ ଏମିତି ଚାଲିବ ? ତେଣୁ ବିନା ପିଆଜରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରିନେଲେ ଅସୁବିଧା କ’ଣ। ବିନା ପିଆଜରେ କିପରି ପନିର ତରକାରୀ ପ୍ରସ୍ତୁତ କରିବେ ଆସନ୍ତୁ ଜାଣିବା। Tips to Prepare Paneer Masala(ପନିର ମସାଲା) Recipe Without Onion ବିନା ପିଆଜ, ରସୁଣରେ ପ୍ରସ୍ତୁତ କରିବା ପନିର ମସାଲା। ଖୁବ କମ୍‌ ସମୟରେ ଏବଂ […]

Mati Handi Posta Chicken
ମାଟି ହାଣ୍ଡି ପୋସ୍ତ ଚିକେନ୍‌ | Mati Handi Posta Chicken

ଅଧିକାଂଶ ଲୋକଙ୍କୁ ଚିକେନ୍ ଖାଇବାକୁ ଭଲଲାଗେ। କେହି କେହି ଚିକେନ୍‌କୁ ଝୋଳ କରି ଖାଆନ୍ତି କରିଥାନ୍ତି ତ ଆଉ କେହି ଏହାକୁ କଷା କରି ଖାଆନ୍ତି। କିନ୍ତୁ କେବେ ମାଟି ହାଣ୍ଡି ପୋସ୍ତ ଚିକେନ୍‌ ଖାଇଛନ୍ତି କି ? ଏହା ପାଟିକୁ ବହୁତ ସୁଆଦିଆ ଲାଗିଥାଏ। How to Prepare Mati Handi Posta Chicken‌ ଆବଶ୍ୟକ ସାମଗ୍ରୀ… ଚିକେନ୍‌, ପୋସ୍ତ ବଟା, ଅଦା-ରସୁଣ-ଜିରା-ସୋରିଷ ପେଷ୍ଟ, ଅଦା-ରସୁଣ-ପିଆଜ ପେଷ୍ଟ, କଟା ପିଆଜ, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, […]

paneer pulao in odia
ପର୍ବପର୍ବାଣୀରେ ପ୍ରସ୍ତୁତ କରନ୍ତୁ ସ୍ୱାଦିଷ୍ଟ ‘ପନୀର୍ ପଲାଉ’ | Paneer Pulao Recipe in Odia

ଭୁବନେଶ୍ୱର: ଆଜି ଆମେ ଆପଣଙ୍କୁ ସ୍ୱାଦିଷ୍ଟ ‘ ପନୀର୍ ପଲାଉ’ର ପ୍ରସ୍ତୁତି ସମ୍ପର୍କରେ ଟିପ୍‌ସ୍‌ ଦେବୁ। How to Make Paneer Pulao Recipe ଆବଶ୍ୟକ ସାମଗ୍ରୀ: ବାସୁମତୀ ଚାଉଳ,  ଛୋଟ ଛୋଟ ଖଣ୍ଡ ପନିର୍‌ ଏକ କପ୍, କଟା ପିଆଜ, ଟମାଟୋ ପେଷ୍ଟ୍‌, ଗରମ ମସଲା ପାଉଡର୍‌, ଅଦା- ରସୁଣ ବଟା, ଘିଅ, ଧନିଆ ପତ୍ର, ପୁଦିନା, ଡାଳଚିନି, ଲବଙ୍ଗ ଓ ଗୁଜୁରାତି, କାଜୁ ବଟା ଓ ସ୍ୱାଦ ଅନୁସାରେ ଲୁଣ। ପ୍ରଣାଳୀ: ପ୍ରଥମେ ବାସୁମତୀ ଚାଉଳକୁ ଧୋଇ ଅଧ ଘଣ୍ଟା ଯାଏ ବତୁରାଇ ରଖନ୍ତୁ।  ଏହାପରେ […]

shahi parwal in odia
ବିନା ପିଆଜ, ରସୁଣରେ ପ୍ରସ୍ତୁତ କରନ୍ତୁ ‘ସାହି ପୋଟଳ’ | Shahi Parwal Without Onion & Garlic

ଭୁବନେଶ୍ୱର: ପୋଟଳରେ ବିଭିନ୍ନ ପ୍ରକାର ଆଇଟମ୍‌ କରି ଖାଇବାକୁ ପସନ୍ଦ କରିଥାଉ। ପୋଟଳର ସବୁ ଆଇଟମ୍ ସମସ୍ତଙ୍କୁ ମଧ୍ୟ ପସନ୍ଦ ଆସିଥାଏ। ତେବେ ବିନା ପିଆଜ ରସୁଣରେ ପୋଟଳ ତରକାରି ଭଲ ଲାଗିବ ନାହିଁ ବୋଲି ଭାବି ସବୁବେଳେ ବିଭିନ୍ନ ପ୍ରକାର ମସଲା ପକାଇ ତିଆରି କରିଥାଉ। ଆଜି କିନ୍ତୁ ଆମେ ଆପଣଙ୍କୁ ବିନା ପିଆଜ ରସୁଣରେ ସାହି ପୋଟଳ ପ୍ରସ୍ତୁତ କରିବା ଶିଖାଇବୁ। ଯାହାକୁ ଥରେ ଖାଇଲେ ଆପଣଙ୍କୁ ସବୁବେଳେ ଖାଇବାକୁ ଇଚ୍ଛା ହେବ। ଏହି ସାହି […]

Kadali Patra Sukha Kankada
କମ୍‌ ତେଲରେ ପ୍ରସ୍ତୁତ କରନ୍ତୁ କଦଳୀ ପତ୍ର ଶୁଖା କଙ୍କଡ଼ା | Kadali Patra Sukha Kankada

ଭୁବନେଶ୍ୱର: କଙ୍କଡ଼ା ତରକାରୀ, କଷା ଖାଇବାକୁ ସମସ୍ତଙ୍କୁ ଭଲ ଲାଗିଥାଏ। ଖାସ୍‌ କରି ଏସବୁ ଅପେକ୍ଷା କଙ୍କଡ଼ା ଝୋଳ ଖାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି। ଆଜି ଆପଣଙ୍କୁ କଦଳୀ ପତ୍ରରେ କଙ୍କଡ଼ାର ଏକ ସ୍ୱାଦିଷ୍ଟ ଆଇଟମ୍ ତିଆରି କରିବା ଶିଖାଇବୁ ଯାହା କମ୍‌ ତେଲରେ ପ୍ରସ୍ତୁତ ହେବା ସହ କମ୍‌ ସମୟ ବି ଲାଗିଥାଏ। ଜାଣନ୍ତୁ କିପରି ପ୍ରସ୍ତୁତ କରିବେ କଦଳୀ ପତ୍ର ଶୁଖା କଙ୍କଡ଼ା ଆବଶ୍ୟକ ସାମଗ୍ରୀ କଙ୍କଡ଼ା, ନଡ଼ିଆ ରସ, ପିଆଜ ପେଷ୍ଟ, ଅଦା ରସୁଣ […]

Egg Kurma Recipe
ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ ଏଗ୍‌ କୋରମା | Prepare Egg Kurma in Home

ଭୁବନେଶ୍ୱର : ଆମେ ସାଧାରଣତଃ ଚିକେନ୍‌ କୋରମା, ମଟନ୍‌ କୋରମା ବିଷୟରେ ଜାଣିଛନ୍ତି। ହେଲେ କେବେ ଅଣ୍ଡା କୋରମା ବିଷୟରେ ଶୁଣିଛନ୍ତି କି? ଏହା ଖାଇବାକୁ ସୁଆଦିଆ ହୋଇଥିବା ବେଳେ ଗରମାଗରମ ନାନ୍‌, ତନ୍ଦୁରି ସହ ଏହାକୁ ଖାଇବାର ମଜା ଅଲଗା। ଯେଉଁମାନେ ଅଣ୍ଡା ଖାଇବାକୁ ଭଲ ପାଉ ନ ଥିବେ ସେମାନେ ମଧ୍ୟ ଏହାକୁ ଖାଇବାକୁ ମନା କରିବେନି। ଆସନ୍ତୁ ଜାଣିବା ଏହାର ପ୍ରସ୍ତୁତି ବିଷୟରେ। How to Prepare Egg Kurma Recipe ଆବଶ୍ୟକ […]

Tandoor Pamplet in Odia
ଘରେ ପ୍ରସ୍ତୁତ କରନ୍ତୁ ‘ତନ୍ଦୁରୀ ପାମ୍ପଲେଟ୍‌’ | Tandoor Pamplet

ଆବଶ୍ୟକ ସାମଗ୍ରୀ: ପାମ୍ପଲେଟ୍ ମାଛ, ସୋରିଷ ବଟା, ଅଦାରସୁଣ ବଟା, ଲେମ୍ବୁ, ଗରମ ମସଲା, ଜିରା ଗୁଣ୍ଡ, ଲଙ୍କା ଗୁଣ୍ଡ, ସୋରିଷ ତେଲ, ଆଚାର, ଖାଇବା ଲାଲ୍‌ ରଙ୍ଗ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ପାମ୍ପଲେଟ୍ ମାଛରୁ ପିତ୍ତକୁ ବାହାର କରି ଦିଅନ୍ତୁ। ଏହାପରେ ମାଛର ଉପରି ଭାଗକୁ ଛୁରୀରେ ଦୁଇ ଭାଗ କରି କାଟି ଦିଅନ୍ତୁ। ମାଛକୁ ଭଲ ଭାବରେ ଧୋଇ ସଫା କରି ଦିଅନ୍ତୁ। ବର୍ତ୍ତମାନ ଗୋଟିଏ ପାତ୍ରରେ ଅଦା-ରସୁଣ ବଟା, ଲେମ୍ବୁରସ, […]

Masroom Tawa Fry in odia
ପ୍ରସ୍ତୁତ କରନ୍ତୁ କୋଶଳା ଶାଗ, ଛତୁ ତାୱା ଫ୍ରାଏ | Masroom Tawa Fry

ଭୁବନେଶ୍ୱର: ଆମିଷ ନ ଖାଉଥିବା ଲୋକେ ମୁଖ୍ୟତଃ ଛତୁ ଓ ପନିର ଖାଇବାକୁ ପସନ୍ଦ କରିଥାନ୍ତି। ସାଧାରଣତଃ ସମସ୍ତେ ଏହାର ମସାଲା କରି, ଭାତ, ରୁଟି କିମ୍ୱା ନାନରେ ଖାଇଥାନ୍ତି। ହେଲେ ଆଜି ଆମେ ଆପଣଙ୍କୁ ଛତୁ ଓ କୋଶଳା ଶାଗର ଏକ ୟୁନିକ୍‌ ଆଇଟମ୍‌ ପ୍ରସ୍ତୁତି ବିଷୟରେ କହିବୁ, ଯାହାକି ଆପଣ କେବେ ଖାଇ ନ ଥିବେ। ଆସନ୍ତୁ ଜାଣିବା କୋଶଳା ଶାଗ, ଛତୁ ତାୱା ଫ୍ରାଏର ପ୍ରସ୍ତୁତି ସମ୍ପର୍କରେ। ଆବଶ୍ୟକ ସାମଗ୍ରୀ:  କୋଶଳା ଶାଗ, ଛତୁ,  […]

Suji Chakuli Recipe odia
ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ‘ସୁଜି ଚକୁଳି’ | Suji Chakuli Recipe

ଭୁବନେଶ୍ୱର: ଆପଣ ସାଧାରଣତଃ ବିରି ବା ଅଟା ଚକୁଳି ଖାଇବାକୁ ଭଲ ପାଉଥିବେ। ଆଜି ଆମେ ଏକ ନିଆରା ସ୍ୱାଦର ‘ସୁଜି ଚକୁଳି’ ପ୍ରସ୍ତୁତି ସମ୍ପର୍କରେ ଆପଣଙ୍କୁ ଟିପ୍‌ସ୍‌ ଦେବୁ। Suji Chakuli Recipe Preparation Tips: ଆବଶ୍ୟକ ସାମଗ୍ରୀ: ସୁଜି, ଆଳୁ, ପିଆଜ, ରିଫାଇନ୍‌ ତେଲ ଏବଂ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଆଳୁକୁ ଭଳ ଭାବେ ଧୋଇ ଟିକି ଟିକି କରି କାଟି ଦିଅନ୍ତୁ। କିଛି ପିଆଜକୁ ମଧ୍ୟ ଚୁନା ଚୁନା କରି କାଟନ୍ତୁ। କଟା ଆଳୁ […]

Chingudi Dum Biryani in Odia
ଚିଙ୍ଗୁଡ଼ି ଦମ୍‌ ବିରିୟାନି ପ୍ରସ୍ତୁତ ପ୍ରଣାଳୀ | Chingudi Dum Biryani

ଭୁବନେଶ୍ୱର: ବିରିୟାନି ସମସ୍ତଙ୍କର ପ୍ରିୟ ଖାଦ୍ୟ ହୋଇଥାଏ। ଆମେ ବିଭିନ୍ନ ପ୍ରକାର ବିରିୟାନି ଖାଇଛୁ। ଆଜି କିନ୍ତୁ ଚିଙ୍ଗୁଡ଼ି ବିରିୟାନି କିପରି ହୁଏ ଆପଣଙ୍କୁ ଶିଖାଇବୁ। ଏହାର ସ୍ୱାଦ ଅନ୍ୟ ସବୁ  ବିରିୟାନିର ସ୍ୱାଦଠାରୁ ଭିନ୍ନ ହୋଇଥିବା ବେଳେ ଚିଙ୍ଗୁଡ଼ିର ବାସ୍ନା ଏକ ଅଲଗା ପ୍ରକାର ସ୍ୱାଦ ଦେବ। ତେବେ କିପରି ଘରେ ଚିଙ୍ଗୁଡ଼ି ଦମ୍‌ ବିରିୟାନି ପ୍ରସ୍ତୁତ କରିବେ ଜାଣନ୍ତୁ। How to Prepare Chingudi Dum Biryani ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ଅଦା ରସୁଣ […]

Cheese Pizza in Odia
ଜାଣନ୍ତୁ କେମିତି ତିଆରି ହୁଏ 'ଚିଜ୍‌ ପିଜ୍ଜା' | Cheese Pizza

ଆବଶ୍ୟକ ସାମଗ୍ରୀ: ମଇଦା, ଖାଇବା ସୋଡ଼ା, ଚିନି, ଦହି, ରିଫାଇନ୍‌ ତେଲ, ଅଲିଭ୍‌ ଅଏଲ୍‌, ପିଜ୍ଜା ସସ୍‌, କଟା ପିଆଜ, କଟା କ୍ୟାପ୍‌ସିକମ୍‌, କଟା ଜଲ୍‌ପେନୋ(ଏକ ପ୍ରକାରର ଲଙ୍କା), କପ୍‌ କଟା ବ୍ଲାକ୍‌ ଅଲିଭ୍‌, ମୋଜାରେଲା ଚିଜ୍‌, ଇଟାଲିୟାନ ମସଲା ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଏକ ପାତ୍ରରେ ମଇଦା, ଖାଇବା ସୋଡ଼ା, ଲୁଣ, ଚିନି ଓ ଦହି ଭଲ ଭାବେ ମିଶାନ୍ତୁ। ଏବେ ଏଥିରେ ଅଳ୍ପ ଅଳ୍ପ ପାଣି ଦେଇ ନରମ ହେଲା ଯାଏ ଚକଟନ୍ତୁ। ଚକଟି ସାରିବା ପରେ […]

How To Prepare Murg Jafrani
ଘରେ ତିଆରି କରନ୍ତୁ ଢ଼ାବା ଷ୍ଟାଇଲ୍ ମୁର୍ଗ ଜାଫରାନୀ | Murg Jafrani Recipe

How To Prepare Murg Jafrani: ଆବଶ୍ୟକ ସାମଗ୍ରୀ:  ଚିକେନ, ଘିଅ, ଗୋଟା ଗରମ ମସଲା, ପିଆଜ ବଟା, ଅଦା-ରସୁଣ ବଟା, କଟା କଞ୍ଚାଲଙ୍କା, ଦହି, ଚିକେନ୍ ମସଲା ପାଉଡ଼ର, କାଜୁ ବଟା, ଗୁଜୁରାତି ଗୁଣ୍ଡ, କେଶର, ସିଝା ଅଣ୍ଡା, ଧନିଆ ପତ୍ର ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ କଡ଼େଇରେ ଘିଅ ଗରମ କରି ସେଥିରେ ଗୋଟା ଗରମ ମସଲା ପକାଇ ଭାଜନ୍ତୁ। ତା’ପରେ ପିଆଜ ବଟା, ଅଦା-ରସୁଣ ବଟା ଓ କଞ୍ଚାଲଙ୍କା କଟା ପକାଇ […]

CRISPY CHICKEN HONEY CHILLI in Odia
ଘରେ ପ୍ରସ୍ତୁତ କରନ୍ତୁ ‘କ୍ରିସ୍ପି ଚିକେନ୍‌ ହନି ଚିଲି’ | Crispy Chicken Honey Chilli

How to Prepare Crispy Chicken Honey Chilli ଆବଶ୍ୟକ ସାମଗ୍ରୀ: ବୋନ୍‌ଲେସ୍ ବ୍ରେଷ୍ଟ୍‌ ପିସ୍ ଚିକେନ୍, କର୍ନଫ୍ଲୋର, ଗୋଲମରିଚ ଗୁଣ୍ଡ, ଲେମ୍ବୁ ରସ, ଲଙ୍କା ଗୁଣ୍ଡ, କଞ୍ଚାଲଙ୍କା, ଅଦା ଓ ରସୁଣ କଟା, ଭୃସୁଙ୍ଗ ପତ୍ର, ଭଜା ରାଶି, ରିଫାଇନ୍ ତେଲ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ Chicken ‌କୁ ଭଲଭାବେ ଧୋଇଦେବେ। ପରେ ଏହାକୁ ଛୋଟ ଓ ପତଳା କରି କାଟି ଦିଅନ୍ତୁ। ଏହାପରେ Chicken ‌ରେ ଲେମ୍ବୁରସ ପକାଇ ଭଲଭାବେ ଗୋଳାଇ […]

Mushroom Paneer Pulao in Odia
ଏମିତି ପ୍ରସ୍ତୁତ କରନ୍ତୁ ‘ମଶରୁମ୍ ପନିର୍‌ ପଲାଉ’ | Mushroom Paneer Pulao

How to Make Mushroom Paneer Pulao ଆବଶ୍ୟକ ସାମଗ୍ରୀ: ବାସୁମତୀ ଚାଉଳ, ବଟମ୍‌ ମଶରୁମ, ଛୋଟ ଛୋଟ ଖଣ୍ଡ ପନିର୍‌, କଟା ପିଆଜ, ଟମାଟୋ ପେଷ୍ଟ୍‌, ଗରମ ମସଲା ପାଉଡର୍‌, ଅଦା- ରସୁଣ ବଟା, ଘିଅ, ଧନିଆ ପତ୍ର, ପୁଦିନା, ଡାଳଚିନି, ଲବଙ୍ଗ ଓ ଗୁଜୁରାତି, କାଜୁ ବଟା ଓ ସ୍ୱାଦ ଅନୁସାରେ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ବାସୁମତୀ ଚାଉଳକୁ ଧୋଇ ଅଧ ଘଣ୍ଟା ଯାଏ ବତୁରାଇ ରଖନ୍ତୁ। ଏବେ କଡ଼େଇରେ ଦୁଇ ଚାମଚ […]

apple
ଦୋଳ ପୂର୍ଣ୍ଣିମାରେ ଘରେ ପ୍ରସ୍ତୁତ କରନ୍ତୁ ସେଓ ଜିଲାପି

ଆଜିହେଉଛି ଦୋଳ ପୂର୍ଣ୍ଣିମା। ତେବେ ଆଜି ଦୋଳରେ ଆମେ ଆପଣଙ୍କୁ ଏକ ନିଆରା ମିଠା ‘ସେଓ ଜିଲାପି’ ବିଷୟରେ କହିବୁ ଆସନ୍ତୁ ଜାଣିବା। ଆବଶ୍ୟକ ସାମଗ୍ରୀ: ସେଓ, ମଇଦା, ଚିନି, ତେଲ, ଲେମ୍ବୁରସ, ଗୁଜୁରାତି ଗୁଣ୍ଡ, କାଜୁ ଓ ପେସ୍ତା। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଗରମ ପାଣିରେ ଅଳ୍ପ ଚିନି ପକାଇ ଗୋଳାଇ କିଛି ସମୟ ଯାଏ ରଖି ଦିଅନ୍ତୁ। ବର୍ତ୍ତମାନ ଏକ ପାତ୍ରରେ ମଇଦା, କିଛି ବୁନ୍ଦା ତେଲ ଓ ଚିନିକୁ ମିଶାଇ ଏକ ମିଶ୍ରଣ […]

Khua Chicken in odia
ଘରେ ପ୍ରସ୍ତୁତ କରନ୍ତୁ‌ "ଖୁଆ ଚିକେନ୍‌" | Khua Chicken Recipe

How to Prepare Khua Chicken in Odia ଚିକେନ୍‌ରେ ପ୍ରସ୍ତୁତ ହୋଇଥିବା ଅନେକ ଖାଦ୍ୟ ଆପଣ ଖାଇଥିବେ। କିନ୍ତୁ କେବେ କ’ଣ ‘ଖୁଆ ଚିକେନ୍‌’ ଖାଇଛନ୍ତି। ଆଜି ଆମେ ଆପଣଙ୍କୁ ଘରେ କିପରି ‘ଖୁଆ ଚିକେନ୍‌’ ପ୍ରସ୍ତୁତ କରିବେ, ସେ ସମ୍ପର୍କରେ ଟିପ୍‌ସ୍‌ ଦେବୁ। ଆବଶ୍ୟକ ସାମଗ୍ରୀ: ଚିକେନ୍, ଦହି, ଖୁଆ, ଶୁଖିଲା ଲଙ୍କା, ଧନିଆ ଏକ ଚାମଚ୍, ଘିଅ, ପାନମଧୁରୀ, ପିଆଜ, କଳା ଜିରା, ଲବଙ୍ଗ, ଡାଳଚିନି, କ୍ୟାପ୍‌ସିକମ୍‌, ଅଦା ରସୁଣ ବଟା ଓ […]

Kadai Mutton Recipe
ଘରେ ପ୍ରସ୍ତୁତ କରନ୍ତୁ ସୁଆଦିଆ କଡାଇ ମଟନ୍‌ | Kadai Mutton Recipe

How to Prepare Kadai Mutton Recipe ଆପଣ ରେଷ୍ଟୁରାଣ୍ଟ୍‌ରେ ଅନେକ ସମୟରେ କଡାଇ ମଟନ୍‌ ଖାଉଥିବେ। ଯାହାର ସ୍ୱାଦ ଭାରି ବଢ଼ିଆ। ଆପଣ ମଧ୍ୟ ଏହାକୁ  ଘରେ ପ୍ରସ୍ତୁତ କରି ଖାଇବାକୁ ଚାହୁଁଥିବେ। କିନ୍ତୁ ଏହା କେମିତି ପ୍ରସ୍ତୁତ ହେବ କିଛି ଲୋକ ଜାଣିଥିଲେ ବି କିଛି ଲୋକ ଜାଣି ନଥିବେ। ତେବେ ଆଜି ଆମେ ଆପଣଙ୍କୁ କହିବୁ ଏହାକୁ କେମିତି ପ୍ରସ୍ତୁତ କରିବେ। ଆବଶ୍ୟକ ସାମଗ୍ରୀ: ବଏଲ୍ ମଟନ୍, ଅଦା-ରସୁଣ ବଟା, ଲଙ୍କା ଗୁଣ୍ଡ, କଟା […]

Chingudi Fried Rice In Odia
ଆଜି ହିଁ ଘରେ ପ୍ରସ୍ତୁତ କରନ୍ତୁ ଚିଙ୍ଗୁଡ଼ି ଫ୍ରାଏଡ୍‌ ରାଇସ୍‌ | Chingudi Fried Rice

Chingudi Fried Rice ଆପଣ ଭିନ୍ନ ଭିନ୍ନ ପ୍ରକାରର ଫ୍ରାଏଡ୍‌ ରାଇସ୍ ଖାଇଥିବେ। ଯାହା ପାଟିକୁ ଖୁବ୍‌ ସୁଆଦିଆ ଲାଗେ। ଆଜି ଆମେ ଆପଣଙ୍କୁ ଚିଙ୍ଗୁଡ଼ି ଫ୍ରାଏଡ୍‌ ରାଇସ୍‌ ରେସିପି ବିଷୟରେ କହିବୁ। ଚାଲନ୍ତୁ ଜାଣିବା ଘରେ ଏହାକୁ କେମିତି ପ୍ରସ୍ତୁତ କରିବେ। ଆବଶ୍ୟକ ସାମଗ୍ରୀ: ବାସୁମତୀ ଚାଉଳ, ଚିଙ୍ଗୁଡ଼ି, ଫୁଲକୋବି, ଆଳୁ, ଟମାଟୋ, ପିଆଜ, ରସୁଣ, ଅଦା, କଞ୍ଚାଲଙ୍କା, କଞ୍ଚା ମଟର, ତେଲ, ଘିଅ, ହଳଦୀଗୁଣ୍ଡ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚାଉଳକୁ ଧୋଇ ଦିଅନ୍ତୁ। […]

achari chicken in odia
ଘରେ ପ୍ରସ୍ତୁତ କରନ୍ତୁ ଆଚାରି ଚିକେନ୍‌ | Achari Chicken

How to Prepare Achari Chicken ଆବଶ୍ୟକ ସାମଗ୍ରୀ: ଚିକେନ୍‌, କଟା ପିଆଜ, ପିଆଜ-ଅଦା-ରସୁଣ ବଟା, ଟମାଟୋ, କାଜୁ ପେଷ୍ଟ୍‌, ତେଲ, ଲବଙ୍ଗ, ଗୁଜୁରାତି, ଡାଲଚିନି, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ଆମଚୁର ପାଉଡର, ଦହି, ଚାଟ୍‌ ମସଲା, ଆଚାର ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିକେନ୍‌କୁ ଭଲ ଭାବେ ଧୋଇ ସାରିବା ପରେ ଏଥିରେ ଲୁଣ, ହଳଦୀ ଓ ଅଳ୍ପ ଦହି ଗୋଳାଇ ମ୍ୟାରିନେଟ୍ କରି ରଖନ୍ତୁ। ତା’ପରେ […]

Rohi Machha Desi Biryani
ଆଜି ଘରେ ତିଆରି କରନ୍ତୁ ରୋହୀ ମାଛ ଦେଶୀ ବିରିୟାନୀ

ଆପଣ ହାଇଦ୍ରାବାଦୀ ବିରିୟାନି, ଚିକେନ୍‌ ବିରିୟାନୀ, ମଟନ ବିରିୟାନି ଓ ଭେଜ୍‌ ବିରିୟାନୀ ଆଦି ନିଶ୍ଚୟ ଖାଇଥିବେ। ସବୁ ପ୍ରକାର ବିରିୟାନୀର ଟେଷ୍ଟ ମଧ୍ୟ ଅଲଗା ଅଲଗା ହୋଇଥାଏ। କିନ୍ତୁ ଆପଣ କେବେ ରୋହୀ ମାଛ ତିଆରି ଦେଶୀ ବିରିୟାନୀ ଖାଇଛନ୍ତି କି? ଏହି ବିରିୟାନୀର ପ୍ରସ୍ତୁତି ପ୍ରଣାଳୀ ଅନ୍ୟ ବିରିୟାନୀର ପ୍ରସ୍ତୁତି ପ୍ରଣାଳୀ ଠାରୁ ଟିକେ ଭିନ୍ନ। ଆଉ ସ୍ୱାଦରେ ମଧ୍ୟ ଏହା ଅଲଗା ହୋଇଥାଏ। ତେବେ ଆଜି ହିଁ ଏହି ଭିନ୍ନ ସ୍ୱାଦର ବିରିୟାନୀ […]

chicken latpat in odia
ଗୋଟା ରସୁଣ ଚିକେନ୍‌ ଲଟ୍‌ପଟ୍‌ | How to Prepare Chicken Latpat

ଚିକେନ୍‌ ସମସ୍ତଙ୍କର ପ୍ରିୟ ଖାଦ୍ୟ। ସବୁବେଳେ ଆମେ ବିଭିନ୍ନ ପ୍ରକାର ମସଲା ପକାଇ ଚିକେନ୍‌ର ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ କରିଥାଉ। କିନ୍ତୁ ‘ଗୋଟା ରସୁଣ ଚିକେନ୍‌ ଲଟ୍‌ପଟ୍‌’ ନାଁ ଆପଣ କେବେ ଶୁଣିଛନ୍ତି କି? ଏଥିରେ ପଡ଼ୁଥିବା ରସୁଣ କୋଲା ପାଇଁ ହିଁ ଏହି ଆଇଟମ୍‌ ଅନ୍ୟ ସବୁ ଆଇଟମ୍‌ ଠାରୁ ଭିନ୍ନ ସ୍ୱାଦ ଦେଇଥାଏ। ଯେଉଁମାନେ ଖାଦ୍ୟ ସହ କଞ୍ଚା ରସୁଣ ଖାଇବାକୁ ପସନ୍ଦ କରନ୍ତି ନାହିଁ। ସେମାନେ ଚିକେନ୍‌ରେ ଏହିପରି ରସୁଣ ପକାଇ […]