• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Bandh

VHP Protest In 14 Districts
୧୪ ଜିଲ୍ଲାରେ ଚକ-ଅଖ ସବୁ ଠପ୍ ! ତୁଷ୍ଟୀକରଣ ନୀତି ଛାଡ଼ନ୍ତୁ ରାଜ୍ୟ ସରକାର କହିଲା ବିଜେପି

VHPର ବନ୍ଦ ଡାକରା: ୧୪ ଜିଲ୍ଲାରେ ପ୍ରଭାବ । ସମ୍ବଲପୁର ହିଂସା ପ୍ରତିବାଦରେ ବନ୍ଦ ଡାକରା । ବିଜେଡିର ଜବାବ 'ଅହିଂସା ଆମ ମନ୍ତ୍ର' ।

VHP observes dawn to dusk bandh in 14 western Odisha districts
୧୪ ଜିଲ୍ଲାରେ VHPର ବନ୍ଦ ଡାକରା: ଦୋକାନ, ବଜାର ସହ ବସ୍ ଚଳାଚଳ ବନ୍ଦ  

ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ହିଂସାକାଣ୍ଡ ଘଟଣା ପ୍ରତିବାଦରେ ରାଜ୍ୟର ୧୪ ଜିଲ୍ଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ବିଶ୍ୱହିନ୍ଦୁ ପରିଷଦ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୋକାନ ବଜାର ବନ୍ଦ ରଖିବା ସହ ଚକ-ଅଖ ବନ୍ଦ ରଖିବାକୁ ବି ଆହ୍ୱାନ ଦିଆଯାଇଛି। 

VHP Protest
ଆସନ୍ତାକାଲି ରାଜ୍ୟର ୧୪ ଜିଲ୍ଲାରେ VHPର ବନ୍ଦ ଡାକରା

ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।

Justice for Ruchika: NYCS observes Odisha Bandh today! urges people to extend support
ରୁଚିକାଙ୍କୁ ନ୍ୟାୟ ଦାବି: ନବନିର୍ମାଣ ଯୁବ ଛାତ୍ର ସଂଗଠନର ବନ୍ଦ ଡାକରା

ଆଜି ଓଡ଼ିଶା ବନ୍ଦ ପାଳନ କରାଯାଉଛି । ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣାକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ନବନିର୍ମାଣ ଯୁବଛାତ୍ର ସଂଗଠନ । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବେ ପିକେଟିଂ କରାଯାଉଛି । ଦେଖନ୍ତୁ ବନ୍ଦ ପାଳନ ସମୟର କିଛି ଦୃଶ୍ୟ...

Odisha bandh on tomorrow over the suicide of 19-year-old BJB College student
ରୁଚିକାଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରା

ବିଜେବି କଲେଜ୍ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦାବିରେ ନବନିର୍ମାଣ ଯୁବଛାତ୍ର ସଂଗଠନ ପକ୍ଷରୁ ଆସନ୍ତାକାଲି ଓଡ଼ିଶା ବନ୍ଦ ଡାକରାର ଦିଆଯାଇଛି ।

Sura Rout
ଫିକା ଫିକା କଂଗ୍ରେସର ବନ୍ଦ ଡାକରା : ସୁର କହିଲେ, ମନ୍ତ୍ରୀଙ୍କୁ ପାଖରେ ବସାଇ କଳଙ୍କିତ ହୋଇଗଲେ ନବୀନ ବାବୁ

ବାଣୀବିହାର, ଆଚାର୍ଯ୍ୟ ବିହାର, ଏଜି-ଛକ, ମାଷ୍ଟର କ୍ୟାଣ୍ଟିନ, ରାଜମହଲ, ବିମାନ ବନ୍ଦର, କଳ୍ପନା, ବରମୁଣ୍ଡା, ଖଣ୍ଡଗିରି, ଜୟଦେବ ବିହାର, ରସୁଲଗଡ ଆଦି ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜିବା ଆଶଙ୍କାରେ ପୋଲିସ ନିୟୋଜିତ ଅଛନ୍ତି।

Congress Bandh
ମମିତାଙ୍କୁ ନ୍ୟାୟ ଦାବିରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା : ଜୋରଜବରଦସ୍ତ କାହାକୁ ନଅଟକାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆଜି କଂଗ୍ରେସର ୬ ଘଂଟିଆ ଓଡ଼ିଶା ବନ୍ଦ। ଗାଡ଼ି ଚଳାଚଳକୁ ଜୋରଜବରଦସ୍ତ ପ୍ରଭାବିତ ନକରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ

Odisha Bandh Tomorrow
ଆସନ୍ତାକାଲି ଓଡ଼ିଶା ବନ୍ଦ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାରେ ମମିତାଙ୍କୁ ନ୍ୟାୟ ଦାବିରେ ଆସନ୍ତାକାଲି କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବନ୍ଦ ଡାକରା ସମୟରେ ମେଡିକାଲ ସମେତ ଜରୁରୀ ସେବା ବନ୍ଦରୁ ବାଦ୍ ପଡ଼ିବ।

odisha Bandh
ଆଜି ବାମଦଳର ୬ ଘଣ୍ଟିଆ ଓଡିଶା ବନ୍ଦ ଡାକରା : ତୈଳ ଓ ଅତ୍ୟାବଶ୍ୟକ ଜିନିଷର ଦର ବୃଦ୍ଧି ପ୍ରତିବାଦ

ତୈଳ ଦର ସାଙ୍ଗକୁ ଅତ୍ୟାବଶ୍ୟକ ଜିନିଷର ଦରବୃଦ୍ଧି ପ୍ରତିବାଦରେ ଆଜି ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି ବାମ ଦଳ

Odisha Bandh
୧୫ରେ ଓଡ଼ିଶା ବନ୍ଦ

ତୈଳଦର ବୃଦ୍ଧି ପ୍ରତିବାଦରେ ଆସନ୍ତା ୧୫ରେ ବାମ ଦଳ ଓଡ଼ିଶା ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ସାରା ଓଡ଼ିଶା ବନ୍ଦ କରିବାକୁ ଡାକରା ଦେଇଛି ବାମ ଦଳ। ବନ୍ଦକୁ ସଫଳ କରିବାକୁ ଆଜି ଭୁବନେଶ୍ୱରରେ ବାମ ଦଳ ପକ୍ଷରୁ ରାଲିର ଆୟୋଜନ କରାଯାଇଥିଲା। ବାମପନ୍ଥୀ ସଂଗଠନ ସିପିଆଇ, ସିପିଏମ୍, AITUC, BKMU ଓ AIKS ସଂଗଠନ ପକ୍ଷରୁ ମିଳିତ ଭାବେ ଏହି ବନ୍ଦ ଡାକରା ଦିଆଯାଇଛି।

Odisha Bandh
୧୫ରେ ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

ଆସନ୍ତା ୧୫ ତାରିଖରେ ବାମଦଳ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିବ, ହେଲେ ଦଳ ରାସ୍ତାକୁ ଓହ୍ଲାଇବ ନାହିଁ କି ପିକେଟିଂ କରିବ ନାହିଁ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି।