• translate

Tag: Odisha Bjp

Odisha BJP To Follow Gujarat Model For Winning Streak
ଗୁଜରାଟ ମଡେଲକୁ ଆପଣେଇବ ରାଜ୍ୟ ବିଜେପି

ଗୁଜରାଟ ମଡେଲକୁ ଆପଣେଇବ ରାଜ୍ୟ ବିଜେପି। ସଂଗଠନକୁ ସୁଦୃଢ଼, ନେତୃତ୍ୱକୁ ଗୁରୁତ୍ୱ ଦେବ ଦଳ।

 bjp leaders came back to Odisha
ଗୁଜରାଟ ମଡେଲକୁ ଓଡ଼ିଶାରେ ଆପଣେଇବ ବିଜେପି

ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ସୁରଟ ଗସ୍ତ କରିଥିବା ୯ ଜଣିଆ ଟିମ ଭୁବନେଶ୍ୱର ଫେରିଛି।ଗୁଜରାଟ ବିଜେପିର କାର୍ଯ୍ୟପନ୍ଥା, ନୀତି ବିଷୟରେ ଜାଣିବା ପାଇଁ ଏହି ଟିମ୍‌ ସୁରଟ ଯାଇଥିଲେ। 

Sameer Mohanty
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ପ୍ରତିବାଦରେ ବିଜେପିର ଆନ୍ଦୋଳନ

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତି ପ୍ରତିବାଦରେ ବିଜେପିର ଆନ୍ଦୋଳନ । ଆଜିଠାରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ବ୍ଲକ ଆଗରେ ଦଳ ବିକ୍ଷୋଭ କରିବ । ଦଳ ପକ୍ଷରୁ ଅଭିଯୋଗ କରାଯାଇଥିଲା ଯେ, ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟି ଟଙ୍କାର ଦୁର୍ନୀତି ହୋଇଛି ।

PMAY
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟିର ଦୁର୍ନୀତି !

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହଜାରେ କୋଟିର ଦୁର୍ନୀତି ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ବିଜେପିର ଟାର୍ଗେଟ୍ । ଏମିତିକି ଏହି ଦୁର୍ନୀତି ଓ ଅନିୟମିତତା ପ୍ରତିବାଦରେ ଆସନ୍ତା ୭ରୁ ୯ ଯାଏଁ ଆନ୍ଦୋଳନ କରିବାକୁ ଦଳ ସ୍ଥିର କରିଛି ।…

Asuni-baishnab
କେନ୍ଦ୍ର କ୍ୟାବିନେଟ୍‌ରେ ବଡ଼ ଧରଣର ଅଦଳବଦଳ ଚର୍ଚ୍ଚା, ଜାଣନ୍ତୁ କିଏ ଫୋକସ୍‌ରେ ?

ଭୁବନେଶ୍ୱର: କେନ୍ଦ୍ର କ୍ୟାବିନେଟ୍‌ରେ ବଡ଼ ଧରଣର ଅଦଳବଦଳକୁ ନେଇ ଚର୍ଚ୍ଚା ଜୋର୍ । ମୋଦି ସରକାରର ଦ୍ୱିତୀୟ ପାଳିକୁ ୟା ଭିତରେ ଦୁଇ ବର୍ଷ ପୂରି ସାରିଥିଲେ ବି ଏଯାଏଁ କ୍ୟାବିନେଟ୍ ସଂପ୍ରସାରଣ ହୋଇନାହିଁ । ଆବଶ୍ୟକତାଠୁ ବହୁ କମ୍ ମନ୍ତ୍ରୀରେ…

Vaccine-Photo
ରାଜ୍ୟ ରାଜନୀତିରେ ହେବ କି ନୂଆ ସମୀକରଣ ? ଟିକା କେନ୍ଦ୍ରରେ ନବୀନଙ୍କ ଫଟୋ, ତୀବ୍ର ହେଉଛି ବିଜେପି

ଭୁବନେଶ୍ୱର: ବିଜେପି-ବିଜେଡି ମଧ୍ୟରେ ତୀବ୍ର ହେଉଛି ଟିକା କେନ୍ଦ୍ରରେ ଫଟୋ କଳି । ପ୍ରଥମେ ଟିକାକରଣ କେନ୍ଦ୍ରରେ ଦୁଇଦଳ ମୁହାଁମୁହିଁ ହେବା ପରେ ଆଜି ଟୁଇଟରରେ ପରସ୍ପରକୁ ଆକ୍ରମଣ କରିଛନ୍ତି ଉଭୟ ଦଳ । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ରାଜ୍ୟ…