• translate

Tag: Odisha Corona Death Cases

covid 19
ରାଜ୍ୟରେ କମୁନି କରୋନା ମୃତ୍ୟୁ ସଂଖ୍ୟା; ଚିହ୍ନଟ ହେଲେ ୨,୬୦୨,  ଆଖି ବୁଜିଲେ ୫୯

ରାଜ୍ୟରେ ଥମୁନି କରୋନା ମୃତ୍ୟୁ ସଂଖ୍ୟା। ଆଜି  ରାଜ୍ୟରେ  ସର୍ବାଧିକ ୫୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନାଜନିତ ମୋଟ ମୃତ୍ୟୁ ସଂଖ୍ୟା ୪ ହଜାର ୩୫୮କୁ ବୃଦ୍ଧି ପାଇଛି ।

delta plus
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩,୭୬୧ ଛୁଇଁଲା, ଖୋର୍ଦ୍ଧା ସବୁଠୁ ଆଗରେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ରଭାବ ଧୀରେ ଧୀରେ କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ୩, ୭୬୧ରେ…

ଓଡ଼ିଶାରେ କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଗଜପତି ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭କୁ ବୃଦ୍ଧି ପାଇଛି।   ଅନ୍ୟପକ୍ଷରେ, ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ […]