• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Crime Branch

SIM Box Racket
ଅଦୃଶ୍ୟ ଲୁଟେରା ଗ୍ୟାଙ୍ଗ୍‌ର ପର୍ଦ୍ଦାଫାସ୍

ମୋବାଇଲ୍ ଉପଭୋକ୍ତାଙ୍କ ପାଖକୁ ଆସୁଛି ଅସଂଖ୍ୟ ଫେକ୍ ଫୋନ କଲ୍ । କାହାକୁ କେୱାଇସି ଅପଡେଟ୍ ନାଁରେ କଲ୍ ଆସୁଛି ତ ଆଉ କାହା ପାଖକୁ କଲ୍ ଆସୁଛି ଋଣର ପ୍ରଲୋଭନ ଦେଖାଇ । ଏହି ଲୋଭନୀୟ ଅଫର୍ ମୋହରେ ପଡ଼ି ବହୁ ଲୋକ ହରାଇ ସାରିଛନ୍ତି ନିଜର କଷ୍ଟ ଉପାର୍ଜିତ ଟଙ୍କା ।

Odisha Crime Branch IG on SIM box racket
ଓଡ଼ିଶା ଜଙ୍ଗଲରୁ ଚାଲିଥିଲା ସିମ୍‌ବକ୍ସ ନେଟ୍‌ୱର୍କ: KYC, ସିମ୍‌କାର୍ଡ ବ୍ଲକ୍‌ ମେସେଜ ପଠାଇ ଠକୁଥିଲେ

ଠକମାନେ ଚତୁରତାର ସହ ଖୁଣ୍ଟା ଜଙ୍ଗଲରେ ଏହି ସିମ୍‌ବକ୍ସ ବ୍ୟବହାର କରୁଥିଲେ। KYC ଓ ସିମ୍‌କାର୍ଡର ବ୍ଲକ୍‌ ମେସେଜ ପଠାଇ ସେମାନେ ଲୋକଙ୍କୁ ଠକୁଥିଲେ।

Odisha crime branch unearths SIM box racket
ସାବଧାନ ! ପ୍ରି-ଆକ୍ଟିଭ୍ ସିମ୍ ବ୍ୟବହାର କରି ଠକେଇ, ମୋବାଇଲ୍‌କୁ ଆସୁଛି ଫେକ୍‌ ମେସେଜ୍‌...

ସିମ୍‌ ବକ୍ସ ମେସିନ୍ ମାଧ୍ୟମରେ ପ୍ରି-ଆକ୍ଟିଭ୍ ସିମ୍ ବ୍ୟବହାର କରି ସାଇବର ଠକେଇ କରୁଥିବା ଏକ ରାକେଟ୍‌ର କ୍ରାଇମବ୍ରାଞ୍ଚ ପର୍ଦ୍ଦାଫାସ କରିଛି।

DRDO Espionage case
ଚାନ୍ଦିପୁର ଆସିବାକୁ କହିଥିଲେ ରହସ୍ୟମୟୀ !

ମହିଳା ଜଣକ ୭ଟି ଫେସବୁକ୍ ଆକାଉଣ୍ଟ କରିଥିଲେ। ଭିନ୍ନ ଭିନ୍ନ ପରିଚୟ ଦେଇ ସେ ଏସବୁ ଖୋଲିଥିଲା। ଅଲଗା ଲୋକ ସହ ଯୋଗାଯୋଗ କରିବାକୁ ଅଲଗା ଆକାଉଣ୍ଟ ବ୍ୟବହାର କରୁଥିଲା। ଅଭିଯୁକ୍ତଙ୍କ ସହ କଥା ହେଉଥିବା ୟୁକେ ଫୋନ୍ ନମ୍ବର ସମ୍ପର୍କରେ ଏବେ ଖୋଲତାଡ଼ କରାଯାଉଛି।

Chandipur Deal
ମନି ଆଉ ହନିଟ୍ରାପ୍‌ ପରେ ହେଉଥିଲା ଡିଲ୍‌, ବାୟୁସେନା ବି କରୁଛି ଜେରା

ଡିଆରଡିଓ ତଥ୍ୟ ପ୍ରଘଟ ମାମଲାରେ ଆସିଛି ଆରବୀୟ ଲିଙ୍କ୍ । ଦୁବାଇରୁ ଡିଲ୍ ହେଉଥିଲା, ଚାନ୍ଦିପୁରରୁ ତଥ୍ୟ ପ୍ରଘଟ ହେଉଥିଲା । ଟଙ୍କା ବିନିମୟରେ ସଉଦା ହେଉଥିଲା ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ତଥ୍ୟ ।

Bidyabharati panda
ବିଦ୍ୟାଭାରତୀଙ୍କ ଠାରୁ ୬ ପ୍ରଶ୍ନର ଉତ୍ତର ଖୋଜିବ କ୍ରାଇମବ୍ରାଞ୍ଚ

ଗତକାଲି ସୌମ୍ୟଙ୍କ ପୈତୃକ ଘରକୁ ଯାଇ ତାଙ୍କ ପରିବାରକୁ କ୍ରାଇମବ୍ରାଞ୍ଚ ପଚରା ଉଚରା କରିଛି। ସୌମ୍ୟଙ୍କ ମୃତ୍ୟୁ ପ୍ରାୟ ଦେଢ଼ ମାସ ପରେ ମଧ୍ୟ ସସପେନ୍ସରେ ରହିଛି। ସୌମ୍ୟଙ୍କ ମୃତ୍ୟୁର ରହସ୍ୟ ଫିଟି ପାରିନି। ଆଗରୁ ଡିଏଫ୍ଓ ସଂଗ୍ରାମ ବେହେରାଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଜେରା କରିଛି।