ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ କମଳା ପୂଜାରୀ ଅସୁସ୍ଥ May 12, 2018 କୋରାପୁଟ : ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ କମଳା ପୂଜାରୀ ଅସୁସ୍ଥ। କମଳାଙ୍କୁ କୋରାପୁଟର ସହିଦ ଲକ୍ଷ୍ମଣ ନାୟକ ମେଡିକାଲରେ ଭର୍ତ୍ତି କରାଯାଇଛି।…