ସଟ୍ଡାଉନ୍ ଘୋଷଣା ହୋଇଥିବା ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା ହୋଇଛି।
୨ ଦିନ ସଟ୍ଡାଉନ୍ରେ କେବଳ ଔଷଧ ଦୋକାନ ଖୋଲା ରହିବ। ଅଧିକ କରୋନା ଖବର ପାଇଁ ଆମ ସହିତ ଯୋଡି ହୁଅନ୍ତୁ ।
]]>