କମିଲା ଖରିଫ୍ ଧାନ ସଂଗ୍ରହ Apr 3, 2018 ଭୁବନେଶ୍ୱର : ଶେଷ ହେଲା ଧାନ ଅମଳ। ସଂଗ୍ରହ ବି ଶେଷ ପର୍ଯ୍ୟାୟରେ। ଚାଷୀ କିନ୍ତୁ ହତାଶ। ଏଥର ବମ୍ପର କ୍ରପ୍ ହେବ ବୋଲି ଆଶା କରାଯାଉଥିଲା,ହେଲେ ସେପରି…