• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odraf Team

Cyclone Jawad | ODRAF Team Reaches Basudevpur  | Latest Updates
'ଜିରୋ କାଜୁଆଲିଟି ଆମର ଲକ୍ଷ'

ସମ୍ଭାବ୍ୟ ବାତ୍ୟାକୁ ମୁକାବିଲା କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ । ବାସୁଦେବପୁର ବ୍ଲକର ତଳିଆ ଅଞ୍ଚଳରେ ଲୋକଙ୍କୁ ସୁରକ୍ଷା ପାଇଁ ପ୍ରଶାସନ ପୁରା ତୟାର ରହିଛି । ଓଡ୍ରାଫର ୨୧ଜଣିଆ ଟିମ୍ ବାସୁଦେବପୁରରେ ପହଞ୍ଚିଛି ।

deadbody
ମିଳିଲା ନିଖୋଜ ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହ

ନିଖୋଜ ଓଡ୍ରାଫ ଯବାନ ସୀତାରାମ ମୁର୍ମୁଙ୍କ ମୃତଦେହ ଉଦ୍ଧାର ହୋଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ମୃତଦେହ ଉଦ୍ଧାର ହେଲା। ଭାସି ଯାଉଥିବା ବେଳେ ମୃତଦେହ ଉଦ୍ଧାର କଲେ ସ୍ଥାନୀୟ ଲୋକେ। ଗତକାଲି ମୁଣ୍ଡଳି ବୋଟ୍ ଟ୍ରାଜେଡି ଘଟଣା ପରଠୁ ନିଖୋଜ ଥିଲେ ସୀତାରାମ।