ଆଜି OJEE: ୮୧ କେନ୍ଦ୍ରରେ ପ୍ରାୟ ୪୮ ହଜାର ପରୀକ୍ଷାର୍ଥୀ May 13, 2018 ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେଉଛି ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେସନ୍ (ଓଜେଇଇ)। ପ୍ରାୟ ୪୮ ହଜାର ୩୧୭ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି।…