ଦେଢ଼ ମାସ ପରେ ସମୁଦ୍ରକୁ ଫେରିଲେ ଅଲିଭ ରିଡଲେଙ୍କ ଶାବକ Mar 26, 2018 ଭୁବନେଶ୍ୱର: ଦେଢ଼ ମାସ ପରେ ସମୁଦ୍ରକୁ ଫେରିଲେ ଅଲିଭ ରିଡଲେଙ୍କ ଶାବକ। ୫୪୨ଟି ଅଲିଭ୍ ରିଡଲେ କଇଁଛ ଛୁଆଙ୍କୁ ସମୁଦ୍ରକୁ ଛାଡ଼ିଛନ୍ତି ବନ ବିଭାଗ କର୍ମଚାରୀ।…