• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Orange Warning

Rainfall Alert
ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, କେଉଁ କେଉଁ ଜିଲ୍ଲାରେ ଅତି ପ୍ରବଳ ବର୍ଷିବ,ଜାଣନ୍ତୁ

ରାଜ୍ୟରେ ବର୍ଷା ଲାଗି ରହିଛି ...କେବଳ ଉପକୂଳ ଓଡିଶାକୁ ଛାଡ଼ିଦେଲେ ରାଜ୍ୟର ଆଉ ସମସ୍ତ ଜିଲ୍ଲାକୁ ୱାର୍ଣ୍ଣି ଜାରି କରାଯାଇଛି

low pressure
୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ: ୨୫ରୁ ପୁଣି ଏକ ଘୂର୍ଣ୍ଣିବଳୟ !

୧୦ ଦିନ ହେଲା ଟାଇଁ ଟାଇଁ ଖରା ଥିଲା, ହେଲେ ଲଘୁଚାପ ଫଳରେ ଦୁଇ ଦିନ ହେଲା ରାଜ୍ୟବ୍ୟାପୀ ବର୍ଷା। କେଉଁଠି ଝିପିଝିପି ତ କେଉଁଠି ଢାଳୁଛି। ତେଲକୋଇରେ ସର୍ବାଧିକ ୧୮୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଫୁଲବାଣୀରେ ସାଲୁଙ୍କି ନଦୀ ଫୁଲୁଥିବା ଖବର ଆସିଛି। ଏପଟେ ଆସନ୍ତାକାଲି ସକାଳ ଯାଏଁ ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ବି ଜାରି ହୋଇଛି। ତେଣେ ମରୁଡ଼ି ଆଶଙ୍କାରେ ଥିବା ଚାଷୀଙ୍କ ପାଇଁ ଏ ବର୍ଷା ସଂଜିବନୀ ସଦୃଶ ହୋଇଛି। ଆଗକୁ ୨୩ ତାରିଖରୁ ଘୂର୍ଣ୍ଣିବଳୟ ଫଳରେ ପୁଣି ବର୍ଷା ହେବ ବୋଲି ଆଶ୍ବାସନା ଦେଇଛି ପାଣିପାଗ ବିଭାଗ।

low pressure
୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ: ୨୫ରୁ ପୁଣି ଏକ ଘୂର୍ଣ୍ଣିବଳୟ !

ଲଘୁଚାପ ସବଳ, ସକ୍ରିୟ। ତୁହାକୁ ତୁହା କାଚୁଛି। ୨୪ ଘଣ୍ଟାରେ ୫ ସ୍ଥାନରେ ଅତିପ୍ରବଳ ତ ୩୦ରୁ ଅଧିକ ସ୍ଥାନରେ ନିର୍ଦ୍ଧୁମ୍ ବର୍ଷିଛି।

Weather news
ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ; ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ

ଲଘୁଚାପ ପାଇଁ ଆଜି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଂଜ, ଯାଜପୁର, ବଲାଙ୍ଗିର ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

Orange Alert
ପ୍ରବଳରୁ ଅତି ପ୍ରବଳ ବର୍ଷିବ ! ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କେଉଁ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଦେଖି ନିଅନ୍ତୁ ତାଲିକା...

Rainfall Warning
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା : ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ପୂର୍ବ କେନ୍ଦ୍ରୀୟ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବା ସମ୍ଭାବନା ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

heavy-rainfall
ପ୍ରବଳ ବର୍ଷିବ! ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ଅନୁମାନ କରାଯାଉଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ। ଏହା ପ୍ରଭାବରେ ଆସନ୍ତା ଦୁଇ ଦିନ ପାଇଁ ବର୍ଷା ପରିମାଣ ବଢ଼ିବାକୁ ଥିବାରୁ ଆସନ୍ତାକାଲି(ରବିବାର) ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।