• translate

Tag: Orissa High Court

Durga Puja
ମୂର୍ତ୍ତି ଉଚ୍ଚତା ବିବାଦ: ଆବେଦନ ଖାରଜ କଲେ ହାଇକୋର୍ଟ

କଟକରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଇଛନ୍ତି ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବୃଦ୍ଧି ନେଇ ହୋଇଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି। ୪ ଫୁଟ ଉଚ୍ଚତାକୁ ନେଇ କଟକ ବାଲୁବଜାର ପୂଜା କମିଟି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।

Cuttack Durga Puja | Orissa High Court Decision On Idol Height Today
ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଆଜି ରାୟ ଶୁଣାଇବେ ହାଇକୋର୍ଟ

ମା' ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ; ଆଜି ହାଇକୋର୍ଟଙ୍କ ରାୟ

Orissa High Court
ହାଇକୋର୍ଟରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲା: ଶୁଣାଣି ଶେଷ, କାଲି ଆସିବ ରାୟ

ହାଇକୋର୍ଟରେ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି। ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ। ମୂର୍ତ୍ତି ଉଚ୍ଚତା ବିବାଦ ନେଇ କଟକ ବାଲୁବଜାର ପୂଜା କମିଟି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା।

orissa high court
ମିଥ୍ୟା ଦୁର୍ଘଟଣା ବୀମା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ମିଥ୍ୟା ଦୁର୍ଘଟଣା ବୀମା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କ୍ଷତି ପୂରଣ ବାବଦରେ ଦିଆଯାଇଥିବା ଟଙ୍କା ସୁଧ ସହିତ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

Odisha High Court
ୟୁଟୁବ୍‌ରେ ଦେଖିପାରିବେ ମୁଖ୍ୟ ବିଚାରପତିଙ୍କ ଖଣ୍ଡପୀଠର ଶୁଣାଣି ପ୍ରକ୍ରିୟାର ସିଧାପ୍ରସାରଣ

ଏହି ଲାଇଭ ଷ୍ଟ୍ରିମିଙ୍ଗ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୟୁଟୁବ ଚ୍ୟାନେଲରେ ଉପଲବ୍ଧ ହେଉଛି। ଏଥିସହ ଓଡ଼ିଶା ହାଇକୋର୍ଟ ମୋବାଇଲ ଆପ, ଅନଲାଇନ ଜରିଆରେ ନିମ୍ନ ଅଦାଲତରେ ଜୋରିମାନା ଆଦାୟ ବ୍ୟବସ୍ଥା, ଟ୍ୱିନ ସିଟିରେ ପରିବହନ ସମ୍ପର୍କିତ ଇ-ଚାଲାଣ ବିବାଦ ପାଇଁ ଭର୍ଚୁଆଲ କୋର୍ଟ ବ୍ୟବସ୍ଥା ଲୋକାର୍ପିତ କରାଯାଇଛି। 

High court of odisha
ହାଇକୋର୍ଟରେ ମାମଲା ଶୁଣାଣିର ସିଧାପ୍ରସାରଣକୁ ବାର ଆସୋସିଏସନ୍‌ର ବିରୋଧ

ହାଇକୋର୍ଟରେ ମାମଲାର ଶୁଣାଣି ବେଳେ ସିଧା ପ୍ରସାରଣ ବ୍ୟବସ୍ଥାକୁ ସ୍ଥଗିତ ରଖିବାକୁ ମୁଖ୍ୟ ବିଚାରପତିଙ୍କୁ ହାଇକୋର୍ଟ ବାର୍ ଆସୋସିଏସନ ପକ୍ଷରୁ ଚିଠି ।

Orissa High Court
ସିଧା ପ୍ରସାରଣ ହେବ ହାଇକୋର୍ଟରେ ଶୁଣାଣି ହେଉଥିବା ମାମଲା

ସିଧା ପ୍ରସାରଣ ହେବ ହାଇକୋର୍ଟରେ ଶୁଣାଣି ହେଉଥିବା ମାମଲା। ଏ ନେଇ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ହେବା ପରେ ଓଡିଶା ବିଚାର ବିଭାଗ କ୍ଷେତ୍ରରେ ଏକ ନୂଆ ପଦକ୍ଷେପ ଯୋଡ଼ି ହୋଇଛି। 

High court of odisha
ପେନସନ୍‌ ଅପେକ୍ଷାରେ ଆଖି ବୁଜିଦେଲେ ଶିକ୍ଷକ, ମୃତ୍ୟୁର ୧୧ ବର୍ଷ ପରେ ମିଳିଲା ନ୍ୟାୟ

କୁହାଯାଏ, ବିଳମ୍ବିତ ନ୍ୟାୟ, ନ୍ୟାୟ ନୁହେଁ। ସେ  ନ୍ୟାୟ ପାଇଁ କରିଥିଲେ ୧୧ ବର୍ଷର ଅପେକ୍ଷା ! ତଥାପି ମିଳିଲାନି ନ୍ୟାୟ।  ଆଖି ବୁଜିଦେଲେ। ଏବେ  ମୃତ୍ୟୁର ୧୧ ବର୍ଷ ପରେ ସେ ତାଙ୍କୁ ନ୍ୟାୟ ମିଳିଛି । ତେବେ ଏହି ନ୍ୟାୟକୁ ଆମେ ନ୍ୟାୟ ବୋଲି କହିବା ତ ?  

pravat
ପ୍ରଭାତଙ୍କୁ ଜାମିନ ଦେଲେ ହାଇକୋର୍ଟ

ଭୁବନେଶ୍ୱର : ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଜାମିନ। ୨ମାସ ପାଇଁ ଅନ୍ତରୀଣ ଜାମିନ ଦେଇଛନ୍ତି ହାଇକୋର୍ଟ। ସିସୋର ଚିଟ୍‌ଫଣ୍ଡ ଲିଙ୍କ୍ ମାମଲାରେ ଗିରଫ ହୋଇଥିଲେ ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ବିଶ୍ୱାଳ।  ସିବିଆଇ ଦ୍ୱାରା ଗିରଫ ହୋଇ ପ୍ରଭାତ ଭୁବନେଶ୍ୱର ଝାରପଡା ଜେଲରେ ଥିଲେ। ତେବେ ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ପ୍ରଭାତ ଜେଲ ବଦଳରେ SCB ମେଡିକାଲରେ ଚିକିତ୍ସା ହେଉଥିଲେ। ୨୦୧୭ ସେମ୍ବେର ୧୯ରେ ପ୍ରଭାତଙ୍କୁ ଗିରଫ କରିଥିଲା CBI।

puri
୨ ବର୍ଷ ପରେ ଖୋଲିଲା ଶ୍ରୀମନ୍ଦିର ଜଗମୋହନ

ପୁରୀ : ଖୋଲିଲା ଶ୍ରୀମନ୍ଦିର ଜଗମୋହନ। ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦୀର୍ଘ ଦୁଇ ବର୍ଷ ଦୁଇ ମାସ ପରେ ଆଜିଠୁ ଭିତର କାଠ ପାଖରୁ ଦିଅଁ ଦର୍ଶନ ସୁଯୋଗ ପାଇଛନ୍ତି ଭକ୍ତ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସକାଳ ଧୂପ ପରେ ଆଜି ଭକ୍ତଙ୍କୁ ଜଗମୋହନକୁ ଛଡ଼ାଯାଇଥିଲା। ହେଲେ ଆରମ୍ଭରୁ ନୀତିରେ ବିଳମ୍ବ ପାଇଁ ସକାଳ ଧୂପ ସରୁ ସରୁ ୫ ଘଣ୍ଟା ବିଳମ୍ବ ହୋଇ ପ୍ରାୟ ସାଢ଼େ ୪ଟା ବାଜିଗଲା। ତା ପରେ ଆଜି ଅମାବାସ୍ୟା ଥିବାରୁ […]