• translate

Tag: Pakhala

Pakhala
ପଖାଳ ଖାଇଲେ କରୋନା ଭାଇରସ୍‌ରୁ ମିଳିବ ନିସ୍ତାର?

କରୋନା କାଳରେ ଚାରିଆଡ଼େ ଖୋଜା ପଡ଼ିଛି ଇମ୍ୟୁନିଟି, ହେଲେ ଦେଖିଲା ବେଳକୁ ଆମରି ରୋଷେଇ ଘରେ ଥିବା ବାସି ପଖାଳରେ ଇମ୍ୟୁନିଟିର ପୂରା ଗନ୍ତାଘର। ହଁ... ଗାଲୁଗପ ନୁହେଁ, ଇଏ ଗବେଷଣାର କଥା ଜଣାପଡ଼ିଛି, ବାସି ପଖାଳ ଓ ତୋରାଣିରେ ଶରୀରକୁ ଏତେ ପରିମାଣରେ ରୋଗ ପ୍ରତିରୋଧକ ଶକ୍ତି ଯୋଗାଏ ଯେ, ଏହା କରୋନାରୁ ବର୍ତ୍ତିବାକୁ ବି ସାହାଯ୍ୟ କରିପାରେ

pakhala-boosts-immunity
ପଖାଳ ବଢ଼ାଏ ରୋଗ ପ୍ରତିରୋଧକ ଶକ୍ତି

ଗର୍ଭବତୀ ମହିଳାଙ୍କ କ୍ଷେତ୍ରରେ ଏହି ପଖାଳ ଅନେକ ଉପାଦେୟ ବୋଲି ଗବେଷଣାରେ ଜଣାଇଛନ୍ତି । ଏହି ତୋରାଣୀ ପିଇବା ଦ୍ୱାରା ଶରୀରରେ ଅପପୁଷ୍ଟିର ଅଭାବ ଦୂର ହୋଇପାରିବ ବୋଲି ଜଣାପଡିଛି । ପଖାଳରର ତୋରାଣୀରେ ଏସଇଏଫଏ ଉପାଦାନ ଥିବା ସହ ଲାକ୍ଟୋବାସିଲସ୍ ସଂକ୍ରମଣ ସହ ଲଢ଼ିବା ପାଇଁ ଶକ୍ତି ଯୋଗାଇଥାଏ ।  ବିଶେଷ କରି ଫୁସଫୁସ୍ ଓ ଅନ୍ତନଳୀ ସଂକ୍ରମଣ ବିରୋଧରେ ଭଲ କାମ ଦିଏ ଓଡ଼ିଆଙ୍କ ଅତି ପ୍ରିୟ ପଖାଳ ।

pakhala
ଆଜି ବିଶ୍ୱ ପଖାଳ ଦିବସ: ଆମ ପଖାଳ, ଆମର ଗର୍ବ, ଐତିହ୍ୟ, ଆମ ପାଇଁ ଅମୃତ

ଭୁବନେଶ୍ୱର: ଖରାଦିନ ଆସିଗଲେ ଘରେ ଘରେ ପଖାଳର ଆଦର ବେଶ୍ ବଢିଯାଏ। ଧୁ ଧୁ ଖରାବେଳେ ତୁଣ୍ଡରେ ପଖାଳ ତୋରାଣି ବାଜିଲେ ଶାନ୍ତି ମିଳେ। ବିଭିନ୍ନ ଖାଦ୍ୟ ମଧ୍ୟରୁ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇ ଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ (ୟୁନିଭର୍ସାଲ ପଖାଳ […]

Pakhala dibas
ମାର୍ଚ୍ଚ ୨୦- ପଖାଳ ଦିବସ: ଓଡ଼ିଆଙ୍କ ମନ, ଓଡ଼ିଆଙ୍କ ପ୍ରାଣ

ଭୁବନେଶ୍ୱର: ବିଭିନ୍ନ ଖାଦ୍ୟ ମଧ୍ୟରୁ ଓଡ଼ିଆଙ୍କ ମଧ୍ୟରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇ ଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ (ୟୁନିଭର୍ସାଲ ପଖାଳ ଡେ) ଭାବେ ପାଳନ କରାଯାଏ। କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ […]