ଉଭୟ ଦେବଗଡ଼ ଓ ସମ୍ବଲପୁର ପାଇଁ ମାତ୍ର ଜଣେ କୃଷି ଅଧିକାରୀ ଅଛନ୍ତି। ତେଣୁ ଚକଡ଼ା ଦମନ ସମ୍ଭବ ହେଉନାହିଁ। ତେଣୁ ସମସ୍ୟାର ସମାଧାନ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଦାବି କରିଛନ୍ତି ଚାଷୀ। ନଚେତ୍ ଆନ୍ଦୋଳନ ବ୍ୟାପକ ହେବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ତେବେ ଏନେଇ କୃଷି ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।
]]>