• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Petrol Diesel Price

Know At What Price Our ‘Neighbours’ Are Getting Fuel
ଭାରତରେ ବଢୁଛି ପାକିସ୍ତାନରେ କମୁଛି। ଆମର ୧୧୫ ତାଙ୍କର ମାତ୍ର ୬୩

ପଡ଼ୋଶୀ ପାକିସ୍ତାନରେ ବି ଆମ ଦେଶରୁ ବହୁତ କମ୍‌ ରହିଛି ତୈଳ ଦର। ଗୋଟିଏ ପଟେ ଅଶୌଧିତ ତଳେ ପୂର୍ବ ଅପେକ୍ଷା କମ୍‌ ରହିବା ପରେ ମଧ୍ୟ ଗତ ୧୪ ଦିନରେ ପାଖାପାଖି ୧୦ ଥର ବଢିଲାଣି ତୈଳ ଦର। ତେବେ ଆସନ୍ତୁ ଜାଣିବା କେଉଁ ଦେଶରେ କେତେ ରହିଛି ତୈଳ ଦର ।

Petrol And Diesel Price May Hike
ତେଲ ଦରରେ ଲାଗିବ ନିଆଁ ! ପୁଣି ବଢ଼ିପାରେ ପେଟ୍ରୋଲ ଓ ଡିଜେଲ ଦର

ରୁଷିଆ-ୟୁକ୍ରେନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ପେଟ୍ରୋଲ/ଡିଜେଲ ସହ ଜାଳେଣି ଗ୍ୟାସ୍ ଦାମ୍ ମଧ୍ୟ ବଢ଼ିବା ନେଇ ଆଶଙ୍କା କରାଯାଉଛି। ପେଟ୍ରୋଲ/ଡିଜେଲ ଦର ଲିଟର ପ୍ରତି ୭ରୁ ୮ ଟଙ୍କା ବଢ଼ିବା ନେଇ ଆଶଙ୍କା କରାଯାଉଛି।

Petrol, Diesel Prices
ଘରେ ବସି ଜାଣିପାରିବେ ପେଟ୍ରୋଲ-ଡିଜେଲ୍ ଦାମ୍ ! ହେଲେ କେମିତି ?

ପ୍ରତିଦିନ ପରିବର୍ତ୍ତନ ହୁଏ ତୈଳ ଦର । ଆପଣ ଘରେ ବସି ମଧ୍ୟ ତୈଳ ଦର ଜାଣିପାରିବେ । ହେଲେ କିପରି, ଜାଣନ୍ତୁ . . .

Petrol Price Hike
 ଆହୁରି କମିବ ତେଲ ଦର !

ଏପରି ପଦକ୍ଷେପରେ ଆଗେଇ ଆସିଥିଲା ଆମେରିକା। ଭାରତ ସମେତ ଚାଇନା ଓ ଜାପାନକୁ ମଧ୍ୟ ଆମେରିକା ଏଥିପାଇଁ ଅନୁରୋଧ କରିଥିଲା। ଏବେ ସମସ୍ତେ ମିଳିତ ଭାବେ ରଣନୀତିକ ତୈଳ ଭଣ୍ଡାରରୁ ଅଶୋଧିତ ତେଲ ରିଲିଜ୍ କରିବେ।

Finance minister Nirmala Sitharaman
ପେଟ୍ରୋଲ୍, ଡିଜେଲ କ୍ଷତିକୁ ଭରଣା କରିବ କେନ୍ଦ୍ର

ଦେଶରେ କୋଭିଡ୍ ମହାମାରୀ ସ୍ଥିତି ସୁଧୁରୁଥିବା ବେଳେ ନିବେଶ, ଭିତ୍ତିଭୂମି ଏବଂ ଆର୍ଥିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦେବାକୁ ଆହ୍ୱାନ ଦେଇଛନ୍ତି ଅର୍ଥମନ୍ତ୍ରୀ।ମହାମାରୀର ଦ୍ୱିତୀୟ ଲହର ପରେ ଦେଶର ଅର୍ଥନୀତିରେ ବଡ ଧରଣର ସୁଧାର ଆସିଥିବା ସେ କହିଛନ୍ତି।

petrol-diesel price
ଯାତ୍ରୀ ଜନତା ଆକ୍ତାମାକ୍ତା; ଲଗାମ ଛଡା ତୈଳ ଦର

ନିଇତି ନୂଆ ରେକର୍ଡ କରୁଛି ନନଷ୍ଟପ୍ ପେଟ୍ରୋଲ-ଡିଜେଲ ଦର । ଜନତାଙ୍କ ଠୁ ଯାତ୍ରୀ ଯାଏଁ ସମସ୍ତଙ୍କୁ ଆକ୍ତାମାକ୍ତା କରୁଛି ମହଙ୍ଗା ତୈଳ ଦର । ସେମ୍ବେର ୨୮ରୁ ଆଜି ସୁଦ୍ଧା ପ୍ରାୟ ୨୦ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୪ ଟଙ୍କା ୫୦ ପଇସା ଓ ଡିଜେଲ ୫ ଟଙ୍କା ୪୯ ପଇସା ମହଙ୍ଗା ହେଲାଣି । ଏପ୍ରିଲ ପହିଲାରୁ ହିସାବକୁ ନେଲେ ସାଢ଼େ ୬ ମାସରେ ଉଭୟ ପେଟ୍ରୋଲ ଓ ଡିଜେଲ ୧୫ଟଙ୍କାରୁ ଅଧିକ ବଢ଼ି ସାରିଲାଣି । ଏଭଳି ସ୍ଥିତିରେ ସବୁଠୁ ଅଧିକ କଲବଲ ହେଉଛନ୍ତି ବସଯାତ୍ରୀ ।