• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pipili By Election 2021

pipili
ପିପିଲି ଉପନିର୍ବାଚନ ପୂର୍ବରୁ ପ୍ରକଳ୍ପ ପଲିଟିକ୍ସ ଆରମ୍ଭ; ୬୮ କୋଟିର ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ବିଗୁଲ୍ ବାଜିବା ଆଗରୁ ଆମ୍ଭ ହୋଇଗଲାଣି ପ୍ରକଳ୍ପ ପଲଟିକ୍ସ। ପ୍ରଗତି ପଥେ ପିପିଲିର ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ ଆଜି ପିପିଲି-ଡେଲାଙ୍ଗର ବିକାଶ ପାଇଁ ଭର୍ଚୁଆଲ୍‌ରେ ୬୮ କୋଟିର ପ୍ୟାକେଜ୍ ଘୋଷଣା କରିଛନ୍ତି। ଏହାକୁ ନେଇ ରାଜନୈତିକ ବୟାନବାଜି ବି ହୋଇଛି। ପ୍ରକଳ୍ପ ଘୋଷଣା ପଛରେ ବିରୋଧୀ ନିର୍ବାଚନୀ ଗନ୍ଧ ବାରିବା ସହ ବିଜେପୁର ଏବଂ ତିର୍ତ୍ତୋଲ ପ୍ରତିଶ୍ରୁତି କୁଆଡ଼େ ଗଲା ବୋଲି ପ୍ରଶ୍ନ କରିଛନ୍ତି। ଏସବୁ ଭିତରେ ପିପିଲିର ପରବର୍ତ୍ତୀ ଦାବିଦାର […]

pipili-stop
ପିପିଲି ବିଧାନସଭା ଉପନିର୍ବାଚନ ସ୍ଥଗିତ, ସିଇଓଙ୍କୁ ଚିଠି ଲେଖିଲେ ପୁରୀ ଏଡିଏମ୍

ପିପିଲି ବିଧାନସଭା ଉପନିର୍ବାଚନ ସ୍ଥଗିତ। ଏନେଇ ଘୋଷଣା କରିଛନ୍ତି ପୁରୀ ADM। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ଯୋଗୁଁ ସ୍ଥଗିତ ହେଲା ଉପ-ନିର୍ବାଚନ। ସ୍ଥଗିତ ନେଇ ଏକ ଚିଠି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଓ ECIଙ୍କୁ ପଠାଯାଇଛି ବୋଲି ସୂଚନା ଦେଇଛନ୍ତି ପୁରୀ ADM। ଖାଲି ସେତିକି ନୁହେଁ ଗୁରୁବାର ପିପିଲି ଆସିବାକୁ ଥିବା ପୋଲିଂ କର୍ମଚାରୀଙ୍କୁ ନଆସିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏଡିଏମ୍। ଆସନ୍ତା ୧୭ ତାରିଖରେ ପିପିଲିରେ ହୋଇଥାନ୍ତା ନିର୍ବାଚନ। ଏନେଇ ସମସ୍ତ […]

Pradeep Maharathy
ଝିଅ, ଜ୍ୱାଇଁଙ୍କ ପରେ ମୁହଁ ଖୋଲିଲେ ପ୍ରଦୀପ ମହାରଥୀଙ୍କ ପତ୍ନୀ

ପିପିଲି: ଦିବଙ୍ଗତ ନେତା ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀଙ୍କୁ ପିପିଲି ଉପ-ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ କରିଛି। ପୁଅ ରୁଦ୍ରଙ୍କୁ ବିଜେଡି ଟିକେଟ୍ ମିଳିବା ପରେ ବି ମହାରଥୀ ପରିବାରରେ ଆସିପାରୁନି କି ସହମତି ? ଟିକେଟ୍ ନପାଇ ମନ ଊଣା କରିଛନ୍ତି କି ମା’ ପ୍ରତିଭା ମହାରଥୀ ? ପୁଅକୁ ଯୋଦ୍ଧା କରାଯିବାରୁ ଦଳ ଉପରେ ମାନ କରିଛନ୍ତି କି ମା ? ଏଭଳି ଅନେକ କଥାକୁ ନେଇ ଚର୍ଚ୍ଚା ଜୋର ଧରିଥିଲା। […]

Hero---ko
ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଅନୁଭବ ହଜିଗଲେ, ଅରିନ୍ଦମ ଆସିଲେ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଇଛନ୍ତି ବିଜେଡି ଓ କଂଗ୍ରେସ। ବିଜେଡି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସମୀର ଦାଶ, ପ୍ରଣବ ପ୍ରକାଶ ଦାସ, ପିନାକୀ ମିଶ୍ର, ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ, ନିରଂଜନ ପୁଜାରୀ, ଆକାଶ ଦାସ ନାୟକ ତାଲିକାରେ ରହିଛନ୍ତି। ତାଲିକାର ଶେଷ ସ୍ଥାନରେ ରହିଛନ୍ତି ଅଭିନେତା ଅରିନ୍ଦମ ରାୟ କିନ୍ତୁ ଷ୍ଟାର ପ୍ରଚାରକ ଭାବେ […]

pipili
ବିଜେଡି ପ୍ରାର୍ଥୀ ସସପେନ୍ସରେ ପଞ୍ଚ୍ ମାରିଲେ ମହାରଥୀଙ୍କ ସାନ ଭାଇ

ପୁରୀ: କିଏ ହେବ ପିପିଲିର ପରବର୍ତ୍ତୀ ଦାବିଦାର? ମହାରଥୀ ପରିବାରର ରାଜ୍ ଚାଲିବ ନା ଲୋକ ବଦଳାଇବେ ମନ? ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅନ୍ୟପଟେ ପରିବାର ଭିତରୁ କିଏ ପାଇବ ଟିକେଟ? ତାକୁ ନେଇ ରାଜନୀତି ଆରମ୍ଭ ହୋଇଗଲାଣି। ମହାରଥୀଙ୍କ ଗୋଟିଏ ଗୋଷ୍ଠୀ ପୁଅ ରୁଦ୍ରଙ୍କ ସପକ୍ଷରେ ମତ ରଖୁଥିବାବେଳେ ଅନ୍ୟଗୋଷ୍ଠୀ ପତ୍ନି ପ୍ରତିଭା ମହାରଥୀଙ୍କ ସମର୍ଥନରେ ବାହାରିଛନ୍ତି। ନିର୍ବାଚନ ତାରିଖ ଘୋଷଣା ପରେ ପିପିଲି […]

pipili.
ପିପିଲିରେ କାହାକୁ ଟିକେଟ୍‌ ଦେବ କଂଗ୍ରେସ?

ପିପିଲି ଉପନିର୍ବାଚନ ପାଇଁ ଘୋଷଣା ହେଲା ସାନି ତାରିଖ। ମେ ୧୩ରେ ପଡ଼ିବ ଭୋଟ୍। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ପରେ ନିର୍ବାଚନ ପ୍ରକ୍ରିୟା ସ୍ଥଗିତ ଥିଲା। ତେବେ ନୂଆ ତାରିଖ ଘୋଷଣା ପରେ ପୁଣି ପିପିଲି ମୁହାଁ ସବୁ ଦଳ

ajit-mangaraj
ଆରପାରିରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜ

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଆପୋଲୋ ଲୋକ ସଂପର୍କ ଅଧିକାରୀ ରାକେଶ ରାୟଙ୍କ ସୂଚନା କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ଅଜିତ ଭୁବନେଶ୍ୱର: ଆର ପାରିରେ ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜ। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ଅଜିତ୍‌। ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିବା ସମୟରେ ଅଜିତଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିଲା। ତେବେ ବର୍ତ୍ତମାନ ପିପିଲି ନିର୍ବାଚନକୁ ନେଇ ଆଶଙ୍କା […]

pipili
ଉଠୁଛି ପଡ଼ୁଛି ପିପିଲି, ମୈଦାନରେ ଜମୁଛି ରାଜନେତାଙ୍କ ପ୍ରଚାର

ପ୍ରଚାରରେ ଉଠୁଛି ପଡୁଛି ପିପିଲି। କ୍ୟାମ୍ପେନିଂ ପାଇଁ ମଝିରେ ଆଉ ମାତ୍ର ୨ ଦିନ ଥିବା ବେଳେ ଆଜି ମୈଦାନକୁ ଓହ୍ଲାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶାନ୍ତି ଫେରିଲେ ହିଁ ପିପିଲିର ବିକାଶ ହୋଇପାରିବ, ଏହାକୁ ଦୃଷ୍ଟିରେ ରଖି ସେ ଶାନ୍ତି ପାଇଁ ଭୋଟ୍ ଦେବାକୁ ଜନତାଙ୍କୁ ଅପିଲ୍ କରିଛନ୍ତି

cm-naveen
ପିପିଲି ପାଇଁ ପ୍ରଚାର ମୈଦାନକୁ ଯିବେ ନବୀନ

ପିପିଲି ପ୍ରଚାର ମୈଦାନକୁ ଯିବେ ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପିପିଲି ଉପନିର୍ବାଚନରେ ଦଳ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

pipili
ଆଜି ସରିଲା ନୋମିନେସନ୍‌, କାଲିଠୁ କମ୍ପିବ ପ୍ରଚାର ମୈଦାନ

ପିପିଲି ଉପନିର୍ବାଚନ ପାଇଁ ସରିଲା ନୋମିନେସନ୍। ଶେଷ ଦିନରେ ନେତା ଓ ସମର୍ଥକଙ୍କ ଗହଣରେ ଯାଇ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଓ କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜ ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବରୁ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ନୋମିନେସନ କରିଥିଲେ।

bjp
ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେପି

ପିପିଲି ଉପନିର୍ବାଚନ ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି। ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଇଛି ବିଜେପି।

rudra-mahrathy
ମହାରଥୀଙ୍କ ପୁଅକୁ ଟିକେଟ୍‌ ଦେଲା ବିଜେଡି

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀଙ୍କୁ ଟିକେଟ୍‌ ଦେଲା ଦଳ। ରୁଦ୍ର ପ୍ରତାପ ମହାରଥୀଙ୍କ ନାଁରେ ମୋହର ମାରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ। ଆସନ୍ତାମାସ ଅର୍ଥାତ୍‌ ଏପ୍ରିଲ ୧୭ ତାରିଖରେ ହେବ ପିପିଲି ଉପନିର୍ବାଚନ। ମେ ମାସ ୨ ତାରିଖରେ ଭୋଟ ଗଣତି ସହ ଫଳ ପ୍ରକାଶ ପାଇବ ବୋଲି ଜଣାଯାଇଛି। ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଜେଡିର […]

pipili-rajaniti
ଉଠୁଛି ପଡୁଛି ପିପିଲି ରାଜନୀତି: ସରକାରଙ୍କ ଆଜିର କାର୍ଯ୍ୟକ୍ରମକୁ ବିରୋଧୀଙ୍କ ତୀବ୍ର ସମାଲୋଚନା

ଏବେ ଉଠୁଛି ପଡୁଛି ପିପିଲି। ପିପିଲିବାସୀଙ୍କ ମନ ଜିଣିବା ଲାଗି ରାଜ୍ୟର ପ୍ରମୁଖ ତିନୋଟି ରାଜନୈତିକ ଦଳ ନିଜନିଜ ସ୍ତରରେ ଜୋରସୋରରେ ପ୍ରସ୍ତୁତି ଆରମ୍ଭ କରିଥିବା ଦେଖାଯାଉଛି। ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କର ପରଲୋକ ପରେ ରାଜ୍ୟରେ ପିପିଲି ପଲିଟିକ୍ସକୁ ନେଇ ଜୋରସୋରରେ ଚାଲିଛି ଚର୍ଚ୍ଚା।

Capture
ପିପିଲି ଉପନିର୍ବାଚନ: ଲଢ଼ିବେନି ଅଜିତ୍‌ଙ୍କ ପରିବାର

ପିପିଲି: କଂଗ୍ରେସ ବିଧାୟକ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ମୃତ୍ୟୁ ପରେ କିଏ ହେବ ପ୍ରାର୍ଥୀ ? ଏ ନେଇ ଦଳରେ ଚାଲିଥିବା ହିସାବ ନିକାଷ ସରିନି। ତେବେ ଆଜି ସଂନ୍ଧ୍ୟା ସୁଦ୍ଧା ପିପିଲି ଉପ ନିର୍ବାଚନ ପାଇଁ କଂଗ୍ରେସ  ତାର ପ୍ରାର୍ଥୀ ଘୋଷଣା କରିବ। ଏ ନେଇ  ସୂଚନା ଦେଇଛନ୍ତି କଂଗ୍ରେସ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ। । ପୂର୍ବରୁ ଅନୁମାନ କରାଯାଉଥିଲା, ଅଜିତଙ୍କ ପରିବାରରୁ କାହାକୁ ହେଲେ ପ୍ରାର୍ଥୀ କରିବ ଦଳ। ହେଲେ କଂଗ୍ରେସର ଏହି […]

rudra-1
ପିପିଲି ଉପନିର୍ବାଚନ: ୪ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲେ ନବୀନ

ପିପିଲି: ପିପିଲିରେ ନିର୍ବାଚନ ମାହୋଲ ସରଗରମ ହେଉଛି। ପ୍ରାର୍ଥିପତ୍ର ଦାଖଲ ପରେ ପ୍ରଚାର ମାହୋଲ ଜମୁଛି। ବିଶେଷକରି ବିଜେଡି-ବିଜେପି କମର କଷି ସାରିଲେଣି। ସବୁ ରାଜନୈତିକ ଦଳ ଷ୍ଟାର କ୍ୟାମ୍ପେନର ମନୋନୀତ କରି ସାରିଲେଣି। ଗତକାଲି ବିଜେପି ତାର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଥିଲା। ଆଜି ବିଜେଡି ପିପିଲି ନିର୍ବାଚନ ପାଇଁ ୪ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି। ପିପିଲି ବିଧାୟକ ପ୍ରଦୀପ୍ତ ମହାରଥୀଙ୍କ ବିୟୋଗ ପରେ ଏଠାରେ ଉପନିର୍ବାଚନ ହେଉଛି। ସ୍ୱର୍ଗତ ପ୍ରଦୀପ ମହାରାଥୀଙ୍କ […]