ରାଜ୍ୟରେ କୋଭିଡ଼ ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ଟି ଜିଲ୍ଲାକୁ ଅଧିକ ଫୋକସ୍ ଦେବା ପାଇଁ କୁହାଯାଇଛି। ଗଂଜାମ, କଟକ, ଯାଜପୁର, ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ଅଧିକ ଫୋକସ୍ରେ ରହିବ।
୫ ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ଯୋଗୁ ପରିସ୍ଥିତି ଆହ୍ୱାନମୂଳକ। ଏଥିପାଇଁ ଗଂଜାମ ଜିଲ୍ଲାରେ ଅଧିକ ମାନବସମ୍ବଳ ସହ ଭିତ୍ତିଭୂମି ସୁଦୃଢ଼ ପାଇଁ ପରାମର୍ଶ ଦେଇଛନ୍ତି ନବୀନ।
]]>