• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pradeep Panigrahi

Ganjam Politics
ଗୋଳମାଳ ଗଞ୍ଜାମ ରାଜନୀତି; BJD ହାତରୁ ଖସିଯିବ କି ଗଡ଼ ?

ଭୁଶୁଡୁଛି ବିଜେଡିର ଗଞ୍ଜାମ ଗଡ଼! ପ୍ରଦୀପ ପାଣିଗ୍ରାହୀ ସାଜିଛନ୍ତି ପୁରୋଧା। ଦିଗପହଣ୍ଡିରୁ ବିପିନ ପ୍ରଧାନ ପରେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଛାଡିଛନ୍ତି ବିଜେଡି ହାତ।

Pradeep Panigrahi
ପଦ୍ମ ଧରୁ ଧରୁ ପ୍ରଦୀପଙ୍କ ପାୱାର ସୋ'

ପ୍ରଦୀପଙ୍କ ପାୱାର ସୋ' । ପଦ୍ମ ଧରୁ ଧରୁ ଗଞ୍ଜାମରେ ଦମ୍ ଦେଖାଇଲେ ପ୍ରଦୀପ ପାଣିଗ୍ରାହୀ..

Pradeep Panigrahi
ପଦ୍ମ ଧରୁ ଧରୁ ପ୍ରଦୀପଙ୍କ ପାୱାର ସୋ', ଦକ୍ଷିଣ ଓଡ଼ିଶାରେ ଦବଦବା ଦେଖାଇଲେ ଗୋପାଳପୁର ବିଧାୟକ

ହଜାର ହଜାର ସମର୍ଥକ, ବିଶାଳ ପଟୁଆର। ବିଜେପିରେ ଯୋଗ ଦେଉ ଦେଉ ବିଜେଡିର ଗଞ୍ଜାମ ଗଡ଼ରେ ପାୱାର ଶୋ‘ କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ।

Pradeep Panigrahi
ବ୍ରହ୍ମପୁର ସମାବେଶରେ ପ୍ରଦୀପଙ୍କ ହୁଙ୍କାର; କହିଲେ, ‘ଏଥର ଲେଖା ଛିଡ଼େଇ ଦେବା’

ଗଞ୍ଜାମର ଲୋକ ଭାଷାରେ ‘ଲେଖା ଛିଡ଼େଇ ଦେବା’ ବୋଲି କହି କର୍ମୀଙ୍କ ଉତ୍ସାହ ବଢ଼ାଇଛନ୍ତି।

Pradeep Panigrahi
ପଦ୍ମ ପୋଖରୀକୁ ଡେଇଁଲେ ପ୍ରଦୀପ ପାଣିଗ୍ରାହୀ

ରୋଚକ ମୋଡ଼ରେ ଗଞ୍ଜାମ ରାଜନୀତି। କାହିଁକି ନା ବିଜେପିରେ ସାମିଲ ହୋଇଛନ୍ତି ଗୋପାଳପୁରର ତିନି ଥରର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ପଦ୍ମ ଶିବିରରେ ସାମିଲ ହେଉ ହେଉ ସରକାରଙ୍କ ଉପରେ ଧୁମ୍ ବର୍ଷିଛନ୍ତି ପ୍ରଦୀପ।

Pradeep Panigrahi
ବିଜେପିରେ ମିଶିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ବିଜେପି ଦଳୀୟ କାର୍ଯ୍ୟାଳୟକୁ ଆସି ସାମିଲ ହେଲେ ପ୍ରଦୀପ।

Odisha vigilance
ପୁଣି ବଢ଼ିଲା ପ୍ରଦୀପଙ୍କ ଅଡ଼ୁଆ; ଚାର୍ଜଫ୍ରେମ୍ ଦାଖଲ କଲା ଭିଜିଲାନ୍ସ

ପୂର୍ବରୁ ୨୦୨୩ ଏପ୍ରିଲ୍‌ ୨୨ ତାରିଖରେ ମଧ୍ୟ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଥିଲା । ସ୍ପେଶାଲ କୋର୍ଟ ଭିଜିଲାନ୍ସରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଥିଲା ଭିଜିଲାନ୍ସ ।

Pradeep Panigrahi
ଛିଡୁନି ବିଧାୟକ ପ୍ରଦୀପ ପାଣିଗ୍ରାହୀ ସମୀକରଣ ! ଅକଳରେ ପଡ଼ିଛି ବିଜେଡି, ବିଜେପିରେ ଚାଲିଛି ଅଙ୍କକଷା

ଛିଡୁନି ପ୍ରଦୀପ ପାଣିଗ୍ରାହୀ ସମୀକରଣ । ଅକଳରେ ବିଜେଡି, ବିଜେପିରେ ଚାଲିଛି ଅଙ୍କକଷା । ଗୋପାଳପୁର ବିଧାୟକ ପ୍ରଦୀପ ପଣିଗ୍ରାହୀଙ୍କ ବିଜେପିରେ ଯୋଗଦେବା ଚର୍ଚ୍ଚାକୁ ନେଇ ବିଜେଡି ଆଗୁଆ ପ୍ରେସମିଟ୍ କରି ବିଜେପି ଉପରେ ବର୍ଷିଥିଲା। ନିଜକୁ ସ୍ୱଚ୍ଛ କହୁଥିବା ବିଜେପି, ପ୍ରଦୀପଙ୍କ ଭଳି ଦାଗି ନେତାଙ୍କୁ କାହିଁକି ନିଜ ଦଳରେ ସାମିଲ କରିବାକୁ ଆତୁର ବୋଲି ଅଭିଯୋଗ ବି କରିଥିଲା ।

Pradeep Panigrahi
ଛିଡୁନି ବିଧାୟକ ପ୍ରଦୀପ ପାଣିଗ୍ରାହୀ ସମୀକରଣ ! ଅକଳରେ ପଡ଼ିଛି ବିଜେଡି, ବିଜେପିରେ ଚାଲିଛି ଅଙ୍କକଷା

ପ୍ରଦୀପ ପାଣିଗ୍ରାହୀ ପ୍ରସଙ୍ଗରେ କଣ୍ଟାବାଡ଼ରେ ଲୁଗା ପକାଇ ବିଜେଡି କରୁଛି କଳି !

Pradeep Panigrahi
ଦୀପାବଳି ପରଦିନ ପ୍ରଦୀପ ପାଣିଗ୍ରାହୀଙ୍କ ବିସ୍ଫୋରଣ

ବିଜେଡିରେ ଥିବା ନେତା ଓ ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଥିଲେ ବି କାହିଁକି କାର୍ଯ୍ୟାନୁଷ୍ଠାନ ହେଉନି ବୋଲି ପ୍ରଶ୍ନ ଉଠାଇଛନ୍ତି ପ୍ରଦୀପ ପାଣିଗ୍ରାହୀ । ଏସବୁ ଅଭିଯୋଗର ଜବାବ ରଖିଛି ବିଜେଡି।

Pradeep Panigrahi
ଗ୍ୟାଙ୍ଗ୍‌ ଅଫ୍‌ ଫାଇଭ୍‌ରେ ବିଜେଡିର କିଏ କିଏ ? ଦୀପାବଳି ବେଳେ ପ୍ରଦୀପଙ୍କ ବିସ୍ଫୋରକ ବୟାନ

ଘନଉଛି ଗଞ୍ଜାମ ପଲିଟିକ୍ସ । ଦୀପାବଳି ପୂର୍ବଦିନ ପ୍ରଦୀପଙ୍କୁ ବିଜେଡିର ଆକ୍ରମଣ, ଆଉ ଦୀପାବଳି ପରଦିନ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପ୍ରଦୀପଙ୍କ ନିଶାନା । ସାଂଘାତିକ ଅଭିଯୋଗ ଆଣି କହିଛନ୍ତି, ଓଡିଶାକୁ ଲୁଟୁଛନ୍ତି ଗ୍ୟାଙ୍ଗ ଅଫ୍ ଫାଇଭ୍ ।

Pradeep Panigrahi
'ଦୁର୍ନୀତିର ଏନ୍ତୁଡ଼ିଶାଳ CMO; ସଚ୍ଚୋଟ୍‌ ଯଦି କୋଟି କୋଟି ଟଙ୍କା ଆସୁଛି କେଉଁଠୁ'

ପ୍ରଦୀପ ପାଣିଗ୍ରାହୀ ପଚାରିଛନ୍ତି ଯେ, ବିଜେଡିର ଦଳୀୟ ପାଣ୍ଠିକୁ ଏତେ ଟଙ୍କା ଆସୁଛି କେଉଁଠୁ । ୫ ବର୍ଷରେ ୬୨୨ କୋଟି ଟଙ୍କା କେଉଁଠୁ ଆସିଲା ।

Pradeep Panigrahi
ପ୍ରଦୀପ ପାଣିଗ୍ରାହୀ ପଦ୍ମ ଧରୁଥିବା ଚର୍ଚ୍ଚାକୁ ନେଇ ଛାନିଆ ବିଜେଡି

ଗଞ୍ଜାମ ରାଜନୀତିରେ ହଲଚଲ । ଚର୍ଚ୍ଚା ହେଉଛି,ଖୁବ ଶୀଘ୍ର ବିଜେପିରେ ମିଶିପାରନ୍ତି ବିଜେଡିରୁ ବହିଷ୍କୃତ, ବିଧାୟକ ପ୍ରଦୀପ ପାଣିଗ୍ରାହୀ। ତେବେ ରୋଚକ କଥା ହେଉଛି ପ୍ରଦୀପଙ୍କ ଦଳବଦଳ ନହେଉଣୁ ଛାନିଆ ବିଜେଡି। ପ୍ରଦୀପ ଜନ ବିରୋଧୀ ଓ ତାଙ୍କ ନାଁରେ ଆର୍ଥିକ ହେରଫେର ମାମଲା ଥିବା ବେଳେ ବିଜେପି କେମିତି ତାଙ୍କୁ ଆପଣାଉଛି ବୋଲି ସାମ୍ବାଦିକ ସମ୍ମିଳନୀ କରି ଜଏନିଂ ଆଗରୁ ବିଜେଡି ନେତାଏ ପଚାରିଲେଣି। ତେବେ ପ୍ରଦୀପ ଏନେଇ କୌଣସି ପ୍ରତିକ୍ରିୟା ଦେବାକୁ ମନା କରିଥିବା ବେଳେ, ବିଜେଡି ଭୟଭୀତ ବୋଲି କଟାକ୍ଷ କରିଛି ବିଜେପି..

Pradeep Panigrahi
ମୁହଁ ଖୋଲିନାହାନ୍ତି ପ୍ରଦୀପ; ଝାଳନାଳ ହେଲେଣି ବିଜେଡି ନେତା

ବିଜେପି ଘୋଷଣା କରିନି । ପ୍ରଦୀପ ପାଣିଗ୍ରାହୀ ବି ମୁହଁ ଖୋଲି କହି ନାହାଁନ୍ତି । ଏପଟେ ବିଜେଡି ଶିବିରରେ କିନ୍ତୁ କଂପନ ।

Gopalpur MLA Pradeep Panigrahi
ଅନୁଭବ ବଖାଣିଲେ ପ୍ରଦୀପ ପାଣିଗ୍ରାହୀ

ଅନୁଭବ ବଖାଣିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ।

Gopalpur MLA Pradeep Panigrahi
ପ୍ରଦୀପଙ୍କୁ ସୁରକ୍ଷା ଦେଇପାରିଲାନି ପୋଲିସ ! ଅଟକିଲେ ୩ ଘଣ୍ଟା, ଅଣ୍ଡା ସାଙ୍ଗକୁ ହେଲା ପଥର ମାଡ଼

ରାଜରାସ୍ତାରେ ଧସ୍ତାଧସ୍ତି... ନାରାବାଜି ସହ ମୁହାଁମୁହିଁ... ତାହାରି ଭିତରେ ଗାଡ଼ିରେ ଫସିରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଗାଡ଼ିକୁ ହୋଇଛି ଅଣ୍ଡା ମାଡ଼ । ଫିଙ୍ଗାଯାଇଛି ଟେକାପଥର । ପାଣି ବୋତଲ ବି ମାଡ଼ ହୋଇଛି । ଆଉ ଏହାକୁ ନେଇ ପ୍ରଦୀପ ପାଣିଗ୍ରାହୀଙ୍କ ଗୋଷ୍ଠୀ ଏବଂ ତାଙ୍କ ବିପକ୍ଷ ଗୋଷ୍ଠୀ ମଧ୍ୟରେ ଖଣ୍ଡଯୁଦ୍ଧ ।

VK Pandian
ପ୍ରଦୀପ ପାଣିଗ୍ରାହୀଙ୍କୁ 5T ସଚିବଙ୍କ ଟାର୍ଗେଟ୍‌

ପ୍ରଦୀପଙ୍କ ନାଁ ନନେଇ ତାଙ୍କ ନିର୍ବାଚନମଣ୍ଡଳିରେ ହିଁ ତାଙ୍କୁ ଟାର୍ଗେଟ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ୍ ।

Pradeep Panigrahi
ପ୍ରଦୀପ ପାଣିଗ୍ରାହୀଙ୍କ ଗାଡ଼ିକୁ ଅଣ୍ଡା-ବୋତଲ ମାଡ଼

5T ସଚିବଙ୍କ କାର୍ଯ୍ୟକ୍ରମକୁ ସେ ଯାଉଥିବା ବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ ।

Pradeep Panigrahi
MLA ପ୍ରଦୀପ ପାଣିଗ୍ରାହୀ-ବିଜେଡି ସମର୍ଥକ ମୁହାଁମୁହିଁ

ଲାଞ୍ଜିପଲ୍ଲୀ NH ନିକଟରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଛନ୍ତି ବିଧାୟକ ।

Pradeep Panigrahi
ପ୍ରଦୀପଙ୍କ ଖୋଲା ଚ୍ୟାଲେଞ୍ଜ ! ମୁଁ ଯାଉଛି, ମୋର କିଛି ହେଲେ CM-DG-CS ଦାୟୀ

ସରକାରୀ କାର୍ଯ୍ୟକ୍ରମରେ ୪ ହଜାର ପୋଲିସ ଜଗିବେ। ଓଡ଼ିଶା ଲୋକଙ୍କୁ କ’ଣ ଭାବୁଛନ୍ତି କି ବୋଲି ପ୍ରଶ୍ନ କରିଛନ୍ତି ପ୍ରଦୀପ ପାଣିଗ୍ରାହୀ। 

Odisha Politics, BJD
5-T ସଚିବଙ୍କ ଗଂଜାମ ଗସ୍ତ ପୂର୍ବରୁ ବଢୁଛି ବିରୋଧ, ସଭାସ୍ଥଳରୁ କାନ୍ଥବାଡ଼ ସବୁଠି ବିରୋଧାତ୍ମକ ଲେଖା

ବିକାଶ କାର୍ଯ୍ୟରେ ବାଧା ସୃଷ୍ଟି କରୁଥିବା କହି ଗଂଜାମ ଜିଲ୍ଲାପାଳ, ଡିଆଇଜି ସତ୍ୟବ୍ରତ ଭୋଇଙ୍କ ଉପରେ ବି ବର୍ଷିଛନ୍ତି ପ୍ରଦୀପ ।

Pradeep Panigrahi
ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଛି ।

Pradeep Panigrahi
ନବୀନଙ୍କୁ ପ୍ରଦୀପଙ୍କ ସିଧା ନିଶାନା; ‘ବ୍ରହ୍ମପୁର ଏୟାରପୋର୍ଟ ନାଁରେ ସରକାର ଦେଉଛନ୍ତି ଲଲିପପ୍’

ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ବରିଷ୍ଠ ନେତାଙ୍କୁ ଦଳରେ କାହିଁକି ନୀରବ କରାଗଲା ? ଗଞ୍ଜାମ ରାଜନୀତି ବିଜେଡିରେ ଦୁର୍ବଳ ନେତୃତ୍ୱ ପାଇଁ ଦଳର ଗୋଷ୍ଠୀକନ୍ଦଳ ତୀବ୍ର ହେଉଛି ।

Pradeep Panigrahi
ପ୍ରଦୀପଙ୍କ ସାଂଘାତିକ ଅଭିଯୋଗ, ‘ମୋ ପରିବାରର କିଛି ହେଲେ ମୁଖ୍ୟମନ୍ତ୍ରୀ ଦାୟୀ’

ମରିବାର ଯଦି ଅଛି ମରିବି କିନ୍ତୁ ଡରିବି ନାହିଁ ବୋଲି କହିଛନ୍ତି ପ୍ରଦୀପ ପାଣିଗ୍ରାହୀ ।

Pradeep panigrahi
ଏଯାଏଁ ଛିଣ୍ଡିନି ଅଡ଼ୁଆ ! EDରେ ହାଜର ହେଲେ ପ୍ରଦୀପଙ୍କ ପତ୍ନୀ

ପୂର୍ବତନ IFS ଅଭୟ ପାଠକଙ୍କ ଅର୍ଥ କାରବାର ମାମଲାରେ ତାଙ୍କୁ ଇଡିରେ ହାଜର ହେବାକୁ ନୋଟିସ ଦିଆଯାଇଥିଲା ।