• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pradhan Mantri Awas Yojana

Pradhan Mantri Awas Yojana
PM ଆବାସ ଯୋଜନାରେ ରାହୁଲଙ୍କୁ ଘର ଦେବ ବିଜେପି !

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଲୋକସଭା ସାଂସଦ ରାହୁଲ ଗାନ୍ଧୀ ଛତିଶଗଡ଼ର ନୂଆ ରାୟପୁରରେ କଂଗ୍ରେସର ମହାଅଧିବେଶନ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । କାର୍ଯ୍ୟକ୍ରମରେ ସାମିଲ ହୋଇ ରାହୁଲ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଥିବା ବେଳେ ସେ କହିଥିଲେ କି, ‘ମୋ ପାଖରେ ୫୨ ବର୍ଷ ହେଲା ଘର ନାହିଁ’ ।

PMAY, Odisha Politics
ଆବାସ ମାଇଲେଜ୍‌ ନେବା ମୁଡ୍‌ରେ ବିଜେପି, ଗାଁ ଗାଁରେ ଲଗାଇବ ମୋଦିଙ୍କୁ ଧନ୍ୟବାଦ ପୋଷ୍ଟର

ସବୁ ବ୍ଲକରୁ ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ଚେତାବନୀ ପତ୍ର । ଆବଶ୍ୟକ ହେଲେ କୋର୍ଟଙ୍କ ଦ୍ୱାରସ୍ଥ ହେବାକୁ ନିଷ୍ପତ୍ତି ।

Special story
PMAY ନେଇ କେନ୍ଦ୍ର କଠୋର : ଧାର୍ଯ୍ୟ ସମୟରେ ଘର ନହେଲେ ଲାଗିବ ଜରିମାନା

ଓଡ଼ିଶା ସମେତ ସବୁ ରାଜ୍ୟକୁ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରଣାଳୟର ନିର୍ଦ୍ଦେଶନାମା

Pradhan Mantri Awas Yojana
ରାଜ୍ୟସଭାରେ ପିଏମ୍ ଆବାସ ପ୍ରସଙ୍ଗ ଉଠାଇଲା ବିଜେଡି: ପୋର୍ଟାଲ ଖୋଲୁନଥିବାରୁ ହିତାଧିକାରୀ ଘର ପାଇବାରୁ ବଞ୍ଚିତ ଅଭିଯାଗ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ପୋର୍ଟାଲ ଖୋଲୁନଥିବାରୁ ରାଜ୍ୟର ୬ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉନଥିବା ଦଳର ସାଂସଦ ସସ୍ମିତ ପାତ୍ର, ଅମର ପଟ୍ଟନାୟକ ଓ ସୁଜିତ କୁମାର ଅଭିଯୋଗ କରିଛନ୍ତି

Pradhan Mantri Awas Yojana
ଯେତେ ଖୋଳିଲେ ସେତେ ବାହାରୁଛି, କେତେ ବାଟ ଲମ୍ବିଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତିର ଚେର?

ଥିଲା ବାଲାଙ୍କୁ ସରକାରୀ ଘର, ନଥିଲା ବାଲାଙ୍କୁ ପର। ଏବେ ଯାହାକୁ ନେଇ ଅସନ୍ତୋଷ ମଧ୍ୟ ବଢିବାରେ ଲାଗିଛି। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଅଫିସରେ କୁବେରା ପଞ୍ଚାୟତରେ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ କେଳେଙ୍କାରୀକୁ ନେଇ ବିଜେପି କର୍ମୀ ଓ ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ ଯାହା କରିଛନ୍ତି ତାହା ଏବେ ସମସ୍ତେ ଦେଖିଲେ