• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Pratap Jena

Mahanga Double Murder
ମାହାଙ୍ଗା ଡବଲ ମର୍ଡର: ହାଇକୋର୍ଟର ବିଚାରାଧୀନ ଦର୍ଶାଇ ସମୟ ମାଗିଲେ ପ୍ରତାପ ଜେନା

ପୂର୍ବରୁ ଏ ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଭଳି ସଂଗୀନ ଦଫା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ ଫସିଛନ୍ତି ମାହାଙ୍ଗା ବିଧାୟକ ପ୍ରତାପ ଜେନା।

Sanjay Das Burma
ବଦଳୁଛି ବିଜେଡିର ସାଂଗଠନିକ ଷ୍ଟ୍ରାଟେଜି, ଦୀର୍ଘଦିନ ଧରି କୋଣଠେସା ସଂଜୟଙ୍କ ସଂଗଠନକୁ ଇନ୍

ସଂଗଠନକୁ ସଞ୍ଜୟ ଇନ୍ । ଭଦ୍ରକ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଲା ଦଳ। ସେପଟେ ବିବାଦୀୟ ନେତା ପ୍ରତାପ ଜେନାଙ୍କୁ ଭଦ୍ରକରୁ କାଢି କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ଦାୟିତ୍ୱ। ଦୀର୍ଘଦିନ ପରେ ସଞ୍ଜୟ ଦାସବର୍ମା ପୁଣି ଦଳୀୟ ଦାୟିତ୍ୱ ନେଇଥିବାରୁ ଏବେ ଚର୍ଚ୍ଚା ଜୋର।

Mahanga Double Murder Case
ମାହାଙ୍ଗା ଡବଲ ମର୍ଡର ମାମଲା; ହାଇକୋର୍ଟ ଗଲେ ପ୍ରତାପ ଜେନା

ଗତ ମାସ ୧୫ ତାରିଖରେ କଗନିଜେନ୍ସ ଗ୍ରହଣ କରିଥିଲେ ସାଲେପୁର JMFC କୋର୍ଟ । ହତ୍ୟା (୩୦୨) ଅପରାଧିକ ଷଡ଼ଯନ୍ତ୍ର (୧୨୦ ବି) ଏବଂ ଧମକ (୫୦୬) ଆଦି ଦଫାରେ ଆପାତତଃ ବିଚାରଯୋଗ୍ୟ ତଥ୍ୟ ରହିଥିବା କୋର୍ଟ କହିଥିଲେ ।

Pratap Jena
ମାହାଙ୍ଗା ଡବଲ ମର୍ଡର: ହାଜର ହେଲେନି ବିଧାୟକ ପ୍ରତାପ ଜେନା

ନିଜ ଓକିଲଙ୍କ ଜରିଆରେ JMFCରେ ପକ୍ଷ ରଖିଲେ ପ୍ରତାପ....ଆଇପିସି ୨୦୫ ଧାରାରେ ଆବେଦନ କଲେ ପ୍ରତାପଙ୍କ ଓକିଲ....ବ୍ୟକ୍ତିଗତ ହାଜିରାକୁ ବାଦ ଦେବାକୁ IPC ୨୦୫ରେ ଆବେଦନ...

Pratap Jena
ମାହାଙ୍ଗା ଡବଲ ମର୍ଡର: ବିଧାୟକ ପ୍ରତାପ ଜେନାଙ୍କୁ ସମନ

ଅକ୍ଟୋବର ୩୧ରେ ମାହାଙ୍ଗା ବିଧାୟକ ପ୍ରତାପ ଜେନା ହାଜର ହେବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।

Pratap Jena
ଠେଲାପେଲା, ଧସ୍ତାଧସ୍ତି । ସତେଯେମିତି ରଣକ୍ଷେତ୍ର ପାଲଟିଛି ମାହାଙ୍ଗା ବ୍ଲକ ସମ୍ମୁଖ

ଦୀର୍ଘ ୨ ବର୍ଷ ୯ ମାସର ବ୍ୟବଧାନ ପରେ ମାହାଙ୍ଗାରେ ଏଥର ଖଡ୍‌ଗହସ୍ତ ପ୍ରତାପଙ୍କ ସମର୍ଥକ ଓ ନ୍ୟାୟ ପାଇଁ ସଂଘର୍ଷ ପରିବାରର ସଦସ୍ୟ ।

Pratap Jena
ମାହାଙ୍ଗା ଡବଲ ମର୍ଡର ମାମଲା, କୋର୍ଟଙ୍କ ରାୟ ପରେ ତେଜୁଛି ସମର୍ଥକ-ବିରୋଧୀ ଲଢ଼େଇ

ମାହାଙ୍ଗାରେ ସମର୍ଥକ-ବିରୋଧୀ ସଂଘର୍ଷରେ ୨ ଆହତ । ପ୍ରତାପ ଜେନାଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି ।

Pratap Jena
ମାହାଙ୍ଗା ଡବଲ ମର୍ଡର ମାମଲା, ପ୍ରତାପ ଜେନାଙ୍କ ବିରୋଧରେ ବିକ୍ଷୋଭ ବେଳେ ଲୋକଙ୍କ ଉପରେ ଆକ୍ରମଣ

ଆଜି ନ୍ୟାୟ ପାଇଁ ସଂଘର୍ଷ ନାମକ ଏକ ସଂଗଠନର ସଭ୍ୟ ପ୍ରତାପ ଜେନାଙ୍କ କୁଶପୁତ୍ତଳିକା ଦାହ କରିବାକୁ ଆସିଥିବା ବେଳେ ସେମାନଙ୍କ ସହିତ ପ୍ରତାପଙ୍କ ସମର୍ଥକଙ୍କ ଗଣ୍ଡଗୋଳ ହୋଇଛି । ଏପରିକି ପ୍ରତାପଙ୍କ ସମର୍ଥକ ଆକ୍ରମଣ କରିଥିବା ଅପରପକ୍ଷ ଅଭିଯୋଗ କରିଛନ୍ତି । ଗଣ୍ଡଗୋଳରେ ୨ ଜଣ ଆହତ ହୋଇଛନ୍ତି ।

Pratap Jena
ବଢ଼ିଲା ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ଅଡୁଆ

କ’ଣ ଥିଲା ତତ୍କାଳୀନ ମନ୍ତ୍ରୀ ପ୍ରତାପ ଜେନାଙ୍କ ଭୂମିକା ? ଗୁମର ଖୋଲିବ ବହୁଚର୍ଚ୍ଚିତ Call Details Report ତଥା CDR ।

Pratap Jena
ମାହାଙ୍ଗା ଡବଲ୍‌ ମର୍ଡର: ପ୍ରତାପ କହିଲେ, ’ମୋ ଠୁ ହାରିଥିବା ପ୍ରାର୍ଥୀ ଫସାଇବାକୁ ଉଦ୍ୟମ କରୁଛନ୍ତି’

ଏହି ଘଟଣାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ କହିଲେ ପ୍ରତାପ। ଏହା ବିରୋଧୀ ଦଳଙ୍କ ରାଜନୈତିକ ଷଡ଼ଯନ୍ତ୍ର । ‘ମୋ ଠାରୁ ପରାଜିତ ବିରୋଧୀ ବିଜେପି ପ୍ରାର୍ଥୀ ଏହା କରିଛନ୍ତି ।

Pratap Jena
ବଢ଼ିଲା ଅଡ଼ୁଆ ! ଡବଲ୍ ମର୍ଡର ମାମଲାରୁ ଖସିପାରିବେନି ପ୍ରତାପ, କଲ ଡିଟେଲ୍ସ ଧରାଇଦେବ କି ସତ ?

ମାମଲା ଚାଲୁ ରଖିବାକୁ ସାଲେପୁର JMFCଙ୍କ ନିର୍ଦ୍ଦେଶ । ମାମଲା ଭୁବନେଶ୍ବର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର ।

Mahanga Double Murder
ମାହାଙ୍ଗା ଡବଲ ମର୍ଡର: କୋର୍ଟରେ SDPO ହାଜର, ୭ ଜଣଙ୍କ ବୟାନ ରେକର୍ଡ କରି ଦାଖଲ କଲେ ସିଡି

ମନ୍ତ୍ରୀ ପ୍ରତାପ ଜେନାଙ୍କ ଦୁଇ ସହଯୋଗୀ ବାପି ବିଶ୍ୱାଳ ଓ ପୂର୍ବତନ ବ୍ଲକ୍ ଅଧକ୍ଷ ଶରତ ନାୟକଙ୍କ ବୟାନ ମଧ୍ୟ ପୂର୍ବରୁ ରେକର୍ଡ କରି ଏହି କେଶ ଡାଏରିରେ ଦାଖଲ କରାଯାଇଛି ।

Slippers Thrown At Minister Pratap Jena In Home Turf
ମନ୍ତ୍ରୀ ବସିଥିବା ଷ୍ଟେଜକୁ ଚପଲ ମାଡ

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ନିଜ ନିର୍ବାଚନ ମଣ୍ଡଳୀରେ ଚପଲ ଫିଙ୍ଗା... ମାହାଙ୍ଗା ଏର କଣାରେ ଚପଲ ଫିଙ୍ଗିଲେ ଜଣେ ବ୍ୟକ୍ତି.... ଶରତ ଉତ୍ସବରେ ଭାଷଣ ଦେବାବେଳେ ଚପଲ ଫିଙ୍ଗିଲେ ବ୍ୟକ୍ତି ଜଣକ ...

Cyclone Jawad- Odisha Govt All Set To Face & Tackle Situation, Informs Law Min Pratap Jena
ବାତ୍ୟା ପାଇଁ ଆମେ ପୁରା ପ୍ରସ୍ତୁତ : ପ୍ରତାପ ଜେନା

ବାତ୍ୟା ପାଇଁ ଆମେ ପୂରା ପ୍ରସ୍ତୁତ : ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ହେବେ ଲୋକେ : ପ୍ରତାପ ଜେନା

Throwing egg to minister pratap jena
ପ୍ରତାପ ଜେନାଙ୍କୁ ତଡ଼ିତଡ଼ି ଅଣ୍ଡାମାଡ, ନାଳ ପଟପଟ

ମନ୍ତ୍ରୀ ପ୍ରତାପ ଜେନାଙ୍କୁ ତଡ଼ି ତଡ଼ି ଅଣ୍ଡା ମାରିଲା ଯୁବ କଂଗ୍ରେସ। ଅଣ୍ଡା ଫାଟି ନାଳ ପଟପଟ। କେସର ଛିନଛତ୍ର। ଦେଖନ୍ତୁ ଦୃଶ୍ୟ। ୟେ ହେଉଛି କେନ୍ଦ୍ରାପଡ଼ା ଜିଲ୍ଲାର ଦୃଶ୍ୟ

Minister Pratap Jena
ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ

ଫୁଲବାଣୀ ଗସ୍ତରେ ଯାଇଥିବା ମନ୍ତ୍ରୀ ପ୍ରତାପ ଜେନା ଅସୁସ୍ଥ ହୋଇପଡ଼ିଛନ୍ତି। ନିମ୍ନ ରକ୍ତଚାପ ଓ ନିଶ୍ୱାସ ନେବାରେ ପ୍ରତାପ ଜେନା କଷ୍ଟ ଅନୁଭବ କରୁଥିବା ସୂଚନା ମିଳିଛି। ଫୁଲବାଣୀ ସର୍କିଟ ହାଉସ୍‌ରେ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଛନ୍ତି।

pratap jena
ସେବେ ପ୍ରଶଂସାରେ ପୋତି ପକାଇଥିଲେ, ଆଜି ମୁହଁ ବୁଲାଇ ଦେଲେ ମନ୍ତ୍ରୀ

ଦିନେ ଗୋବିନ୍ଦ ସାହୁଙ୍କୁ ପ୍ରଶଂସାରେ ପୋତିଥିଲେ, ଏବେ ପ୍ରଶ୍ନ କରିବାରୁ ଆଡ଼େଇ ଚାଲିଗଲେ। ଗୋବିନ୍ଦ ସାହୁଙ୍କୁ ପ୍ରଶଂସାରେ ପୋତିଥିବା ମନ୍ତ୍ରୀ ଆଡ଼େଇ ଚାଲିଗଲେ ଯାହାକୁ ନେଇ ଏବେ ଚର୍ଚ୍ଚା ଚାଲିଛି

Pratap-Jena
ଠିକା କର୍ମଚାରୀଙ୍କ ପାଇଁ ବଡ଼ ନିଷ୍ପତ୍ତି, ପ୍ରଥମ ବର୍ଷରୁ ମିଳିବ ଅଧିକ ୫୦% ଦରମା

ଠିକା କର୍ମଚାରୀଙ୍କ ପାଇଁ ଖୁସି ଖବର । ରାଜ୍ୟର ସମସ୍ତ ଠିକା କର୍ମଚାରୀଙ୍କ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଛି । ଏଣିକି ଠିକା କର୍ମଚାରୀଙ୍କୁ ଇନିସିଆଲ ଆପଏଣ୍ଟି କୁହାଯିବ ବୋଲି ନିଷ୍ପତ୍ତି ହୋଇଥିବା କହିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ସମସ୍ତ ଠିକା କର୍ମଚାରୀଙ୍କୁ ପ୍ରଥମ ବର୍ଷରୁ ଅଧିକ ୫୦ ପ୍ରତିଶତ ଦରମା ପ୍ରଦାନ କରାଯିବ ।

Pratap Jena
ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ

ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

pratap jena
ମନ୍ତ୍ରୀ ପ୍ରତାପ ଜେନାଙ୍କ ଉପରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ

ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରୋଟେଷ୍ଟ ପିଟିସନ ଆଧାରରେ ନିର୍ଦ୍ଦେଶ ଦେଇଛନ୍ତି JMFC କୋର୍ଟ