• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Prawn

Taste of Odisha- Know recipe of preparing special cake from Snake Gourd & Prawn
ଚିଙ୍ଗୁଡ଼ି ମାଛରେ ଅଦା, ରସୁଣ ପିଆଜ ଦେଇ ଏମିତି କରନ୍ତୁ ଛଚିନ୍ଦ୍ରା ଚିଙ୍ଗୁଡ଼ି ପିଠଉ....

ଚିଙ୍ଗୁଡ଼ି ମାଛରେ ଅଦା, ରସୁଣ, ପିଆଜ ବଟା ସାଙ୍ଗକୁ ଟିକିଏ ଗରମ ମସଲା ଦେଇ କଷି ଦିଅନ୍ତୁ ମାଛକୁ। ଚାଉଲ ବଟା ସାଙ୍ଗକୁ ହଳଦୀ ଗୁଣ୍ଡ ଦେଇ ଏମିତି ପ୍ରସ୍ତୁତ କରନ୍ତୁ ଏହି ଖାଇବା...

malai prawn
ଘରେ ପ୍ରସ୍ତୁତ କରନ୍ତୁ ମଲାଇ ଚିଙ୍ଗୁଡ଼ି

ଆବଶ୍ୟକୀୟ ସାମଗ୍ରୀ: ବଡ଼ ଚିଙ୍ଗୁଡ଼ି, ହଳଦୀଗୁଣ୍ଡ, ଲୁଣ, ତେଲ, ତେଜପତ୍ର, ଛୋଟ ଅଳେଇଚ, ଲବଙ୍ଗ, ଡାଲଚିନି, ବଟା ପିଆଜ, ଅଦା ବଟା, ରସୁଣ ବଟା, ଲଙ୍କାଗୁଣ୍ଡ, ନଡ଼ିଆ ରସ ପ୍ରସ୍ତୁତି ପ୍ରଣାଳୀ: ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ନିଅନ୍ତୁ ଏବଂ ସେଥିରେ ଲୁଣ, ହଳଦୀ ଗୋଳାଇ ରଖନ୍ତୁ। କଡ଼େଇରେ ତେଲ ପକାଇ ମଧ୍ୟମ ଆଞ୍ଚରେ ତେଲ ଗରମ କରନ୍ତୁ। ତେଲ ଗରମ ହୋଇ ଆସିଲେ ତେଜପତ୍ର, ଅଳେଇଚ, ଲବଙ୍ଗ, ଡାଲଚିନି, ହଳଦୀଗୁଣ୍ଡ, ବଟା ପିଆଜ, ଅଦା ବଟା, ରସୁଣ […]

banana stem prawn
କଦଳୀ ମଞ୍ଜା ଓ ଚିଙ୍ଗୁଡ଼ିକୁ ମିଶାଇ ଘରେ ପ୍ରସ୍ତୁତ କରନ୍ତୁ ଏହି ନୂଆ ଆଇଟମ୍‌

ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, କଦଳୀ ମଞ୍ଜା, ବଡ଼ି, ଆଳୁ, ଲଙ୍କା, ପୋସ୍ତ, ସୋରିଷ, ଜିରା, ରସୁଣ, ସୋରିଷ ତେଲ, ହଳଦୀ ଗୁଣ୍ଡ ଓ ଲୁଣ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ପରିଷ୍କାର କରି ଏହାକୁ ତେଲରେ ଭାଜି ନିଅନ୍ତୁ। ମଞ୍ଜା ଏବଂ ଆଳୁକୁ କାଟି ତେଲରେ କଷି ନିଅନ୍ତୁ। ଲଙ୍କା, ପୋସ୍ତ, ସୋରିଷ, ଜିରା ଏବଂ ରସୁଣକୁ ମିଶାଇ ବାଟି ନିଅନ୍ତୁ। ବଟା ଯାଇଥିବା ମସଲା ଓ ଗୋଲମରିଚ ଗୁଣ୍ଡକୁ ମଞ୍ଜା ଓ ଆଳୁ […]

prawn curd
ଘରେ ପ୍ରସ୍ତୁତ କରନ୍ତୁ ଦହି ଚିଙ୍ଗୁଡ଼ି

ଆବଶ୍ୟକୀୟ ସାମଗ୍ରୀ: ଚିଙ୍ଗୁଡ଼ି, ବସାଦହି, ସୋରିଷ, ରସୁଣ, ଲଙ୍କା, ଲୁଣ, ହଳଦୀ ଓ ତେଲ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ଚିଙ୍ଗୁଡ଼ିରୁ ଖୋଳପା ଛଡ଼ାଇ ଏହାକୁ ପରିଷ୍କାର କରି ସେଥିରେ ଲୁଣ, ହଳଦୀ, କଞ୍ଚାତେଲ ଏବଂ ଦହି ମିଶାଇ ଦିଅନ୍ତୁ। ରସୁଣ, ସୋରିଷ ଓ କଞ୍ଚାଲଙ୍କାକୁ ଗ୍ରାଇଣ୍ଡରରେ ଭଲ ଭାବରେ ବାଟି ଚିଙ୍ଗୁଡ଼ି ଓ ଦହିଗୋଳା ସହିତ ମିଶାନ୍ତୁ। ଏ ସବୁକୁ ଢାଙ୍କୁଣୀ ଥିବା କଡ଼େଇରେ ଅଳ୍ପ ଆଞ୍ଚରେ ସିଝାନ୍ତୁ ଏବଂ ଜକଜକିଆ ଝୋଳ ରହିଥିବା ଅବସ୍ଥାରେ ଓହ୍ଲାଇ […]