ଦୁର୍ବୃତ୍ତଙ୍କ ଆକ୍ରମଣରେ ଗର୍ଭବତୀ ଜଣକ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ସେ ଏକ ମୃତ ଶିଶୁକୁ ଜନ୍ମ ଦେଇଛନ୍ତି। ଗତ ୧୧ତାରିଖରେ ଏହି ଘଟଣା ଘଟିଛି।
ଅନ୍ୟପକ୍ଷରେ, ଏହି ଘଟଣାରେ ପୋଲିସ ଜଣଙ୍କୁ ଗିରଫ କରିଛି।