• translate

Tag: Primary School

primary School
ICMR ଡିଜିଙ୍କ ପରାମର୍ଶ ପରେ, ପ୍ରାଥମିକ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ କି ସରକାର ?

ଆଇସିଏମ୍‌ର୍ ଡିଜିଙ୍କ ପରାମର୍ଶ ପରେ, ପ୍ରାଥମିକ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେବେ କି ସରକାର ? ଚତୁର୍ଥ ସେରୋ ସର୍ଭେ ରିପୋର୍ଟ ଅନୁସାରେ, ବୟସ୍କଙ୍କଠାରୁ ପିଲାମାନଙ୍କର ରୋଗ ପ୍ରତିରୋଧକ ଶକ୍ତି ଅଧିକ ।