• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Private Bus Strike

Private bus strike
ଆଜି ଲକ୍ଷ୍ମୀ ବସ୍ ଚଳାଚଳକୁ ନେଇ ବସିବ ବୈଠକ; ସରକାର-ବସ୍ ମାଲିକ ସଂଘ ମଧ୍ୟରେ ହେବ ଆଲୋଚନା

ଲକ୍ଷ୍ମୀ ବସ୍ ଚାଲିଲେ, ସେମାନଙ୍କର କ୍ଷତି ହେବ ଏବଂ ବହୁ କର୍ମଚାରୀ କାମ ହରାଇବେ ବୋଲି କହିଛି ସଂଘ । ଆଗରୁ ମଧ୍ୟ ଥରେ ବୈଠକ ହୋଇଥିଲା, କିନ୍ତୁ ବାହାରି ପାରିନଥିଲା କୌଣସି ନିଷ୍କର୍ଷ ।

Private bus strike
ଆସନ୍ତାକାଲିଠୁ ବସ୍ ଧର୍ମଘଟ; ଚେତାବନୀ ପରେ ବି ଶୁଣିଲେନି ସରକାର

ଲକ୍ଷ୍ମୀ ବସ୍ ଗଡ଼ିବା ପରିପ୍ରେକ୍ଷୀରେ ଗତ ମାସ ୨୭ ତାରିଖରେ ବୈଠକ କରି ରାଜ୍ୟ ସରକାର ସେମାନଙ୍କ ଦାବି ନଶୁଣିଲେ ରାଜ୍ୟରେ ଘରୋଇ ବସ୍ ସେବା ବନ୍ଦ ରଖିବାକୁ ଧମକ ଦେଇଥିଲେ ।

bus strike
ସରକାରଙ୍କ ସହ ଆଲୋଚନାରୁ ବାହାରିଲାନି ନିଷ୍କର୍ସ : ଆସନ୍ତାକାଲି ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବସ୍ ଧର୍ମଘଟ

ଭୁବନେଶ୍ୱର: ସରକାରଙ୍କ ସହ ଆଲୋଚନା ସତ୍ତ୍ୱେ ଆସନ୍ତାକାଲି ଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟକୁ ଓହ୍ଲାଇବ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ। ଫଳରେ ସାରା ରାଜ୍ୟରେ ପ୍ରାୟ ୧୭ ହଜାର ଘରୋଇ ବସ୍ ଚଳାଚଳ ସକାଳ ୬ଟାରୁ ଠପ୍ ହୋଇଯିବ। ଯେଉଁ ସବୁ ଦାବି ନେଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି ସେଥିମଧ୍ୟରେ ରହିଛି ସିଟି ବସ୍ ଚଳାଚଳ ରୁଟ୍ ପରିବର୍ତ୍ତନ, ପ୍ରଚଳିତ ମୋଟର ଭେଇକିଲ ଟିକସ ବୃଦ୍ଧି ପ୍ରତ୍ୟାହାର, ଘରୋଇ ବସ୍‌ […]