Tag: Punjab

navjot-singh-sidhu-and-captain-amarinder-singh
ଏକାଠି ବସି ଚା’ ପିଇଲେ ଅମରିନ୍ଦର ଓ ସିଦ୍ଧୁ

ଅମରିନ୍ଦର ବେଶ୍ ମଜାଳିଆ ଢଙ୍ଗରେ ସିଦ୍ଧୁଙ୍କୁ ନେଇ କିଛି ମନ୍ତବ୍ୟ ଦେଇଛନ୍ତି। ସେ, କହିଛନ୍ତି ଯେ ସିଦ୍ଧୁ ଯେଉଁ ବର୍ଷ ଜନ୍ମ ହୋଇଥିଲେ, ସେ ସୀମାରେ ଦେଶ ସେବା କରୁଥିଲେ। ଏହି ଅବସରରେ ଅମରିନ୍ଦର ସିଂ କହିଛନ୍ତି ଯେ ସେ ସିଦ୍ଧୁଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରିବେ ଏବଂ କେମିତି ବିନା କୌଣସି ରାଜନୈତିକ ବାଧାରେ ପଞ୍ଜାବର ଉନ୍ନତି ହୋଇପାରିବ ସେନେଇ ସେ କାମ କରିବେ ବୋଲି କହିଛନ୍ତି।

Navjot Singh Sidhu
“ଦଳର ନିଷ୍ପତ୍ତିକୁ ସମସ୍ତେ ମାନିବାକୁ ବାଧ୍ୟ”

ସିଦ୍ଧୁ ଆହୁରି ମଧ୍ୟ କହିଛନ୍ତି ଯେ ସିଏମ କ୍ୟାପଟେନ ଅମରିନ୍ଦର ସିଂଙ୍କ ସହ ଘନିଷ୍ଠ ଭାବରେ ସେ କାର୍ଯ୍ୟ କରିବେ। ବର୍ତ୍ତମାନ ସମୟରେ, କଂଗ୍ରେସ ଏକଜୁଟ ହୋଇଛି । ଦଳରେ ସମସ୍ତେ ଶୃଙ୍ଖଳିକ ଭାବରେ କାର୍ଯ୍ୟ କରିବେ। ଦଳର ନିଷ୍ପତ୍ତି ସମସ୍ତେ ବାନିବାକୁ ବାଧ୍ୟ ବୋଲି ସିଦ୍ଧୁ କହିଛନ୍ତି।

navjot singh sidhu
ପଞ୍ଜାବରେ ଶକ୍ତି ପ୍ରଦର୍ଶନ କରୁଛନ୍ତି ସିଦ୍ଧୁ, ଅମରିନ୍ଦର ଏବେ ବି ଅସନ୍ତୁଷ୍ଟ

ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ ଭାବେ ନବଜୋତ ସିଂ ସିଦ୍ଧୁ ମନୋନୀତ ହେବା ପରେ ସମର୍ଥକଙ୍କୁ ଭେଟି ଶକ୍ତି ପ୍ରଦର୍ଶନ କରିବାରେ ଲାଗିଛନ୍ତି । ଏହି କ୍ରମରେ ଆଜି ସିଦ୍ଧୁ ଅମୃତସର ବାସଭବନରେ ୬୨ ଜଣ ବିଧାୟକଙ୍କ ସହ ସାକ୍ଷାତ କରି ଆଲୋଚନା କରିଛନ୍ତି ।

Punjab
ପୁଣି ବଢିଲା ସିଦ୍ଧୁ ଓ ଅମରିନ୍ଦରଙ୍କ ମଧ୍ୟରେ କଳହ, ନିଜ ଜିଦ୍‌ରେ ଉଭୟ ଅଟଳ

ତେବେ ଦୀର୍ଘଦିନ ଧରି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଏବଂ ସିନ୍ଧୁଙ୍କ ମଧ୍ୟରେ ଲାଗିରହିଥିବା ବିବାଦରେ ପୁଃନଚ୍ଛେଦ ପକାଇବାକୁ ଦଳୀୟ ନେତା ଅଂଟା ଭିଡ଼ିଛନ୍ତି। ସବୁଠୁ ଗୁରତ୍ୱପୂର୍ଣ୍ଣ କଥା ହେଲା, ଗତକାଲିର ବୈଠକକୁ ନେଇ ସନ୍ତୋଷ ପ୍ରକାଶ କରିନାହାନ୍ତି ଅମରିନ୍ଦର। ଉଭୟ ନେତାଙ୍କ ମଧ୍ୟରେ ତିକ୍ତତା ବଢୁଥିବାରୁ କଂଗ୍ରେସର ପଞ୍ଜାବ ପ୍ରଭାରୀ ହରିଶ ରାୱତ ଦିଲ୍ଲୀରୁ ଅମୃତସରରେ ପହଞ୍ଚିଥିଲେ

navjot-rahul-
ପଞ୍ଜାବ କଂଗ୍ରେସରେ ଛିଣ୍ଡୁନି ବିବାଦ, ଖୁବ୍‌ଶୀଘ୍ର ସିଦ୍ଧୁଙ୍କ ପାଇଁ ହୋଇପାରେ ବଡ଼ ଘୋଷଣା

ପଞ୍ଜାବ କଂଗ୍ରେସରେ ଲାଗିରହିଥିବା ଅସ୍ଥିରତା ଭିତରେ ଆଜି ରାହୁଲ ଗାନ୍ଧିଙ୍କୁ ଭେଟିଛନ୍ତି ନଭଜ୍ୟୋତ୍ ସିଂ ସିଦ୍ଧୁ । ଆସନ୍ତା ବିଧାନସଭା ନିର୍ବାଚନରେ ସିଦ୍ଧୁଙ୍କ ଭୂମିକା ଓ ଦାବି ବାବଦରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଚର୍ଚ୍ଚା ହେଉଛି । କାରଣ, ମୁଖ୍ୟମନ୍ତ୍ରୀ…

vlcsnap-error432
ପଞ୍ଜାବ କଂଗ୍ରେସକୁ ନାକେଦମ କଲେଣି ବିରୋଧୀ, ଖୋଲୁଛନ୍ତି ଦୁର୍ନୀତି ପେଡ଼ି..!

ଅମ୍ରିତଶର: ପଞ୍ଚାବ କଂଗ୍ରେସରେ ଦଳୀୟ କନ୍ଦଳ ଦିନକୁ ଦିନ ଘନଉଥିବା ବେଳେ ଏବେ ବିରୋଧୀଙ୍କ ମଧ୍ୟ ନାକେଦମ କଲେଣି । ଗୋଟିଏପଟେ ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ନିଜ ଦଳ କଂଗ୍ରେସର କିଛି ବିଦ୍ରୋହୀ ନେତା ତାଙ୍କୁ ବିରୋଧ କରୁଥିବା ବେଳେ ଏବେ ସ୍ଥିତି…

navjot singh sidhu
ଦୋଷୀ ସାବ୍ୟସ୍ତ ହେଲେ, କିନ୍ତୁ ଜେଲ୍‌ ଯିବେନି ସିଦ୍ଧୁ

ନୂଆଦିଲ୍ଲୀ: ରାସ୍ତା ଉପରେ ମାରପିଟ କରି ଜଣଙ୍କୁ ଆହତ କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି କ୍ରିକେଟରରୁ ରାଜନେତା ପାଲଟିଥିବା ପଞ୍ଜାବ ମନ୍ତ୍ରୀ ନଭଜୋତ ସିଂ ସିଦ୍ଧୁ। IPC ଧାରା ୩୨୩ ଅନୁଯାୟୀ ସିଦ୍ଧୁ ଦୋଷୀ ସାବ୍ୟସ୍ତ ହୋଇଥିଲେ ମଧ୍ୟ ୩୦୪ ଅନୁସାରେ ନିର୍ଦ୍ଦୋଷ ପ୍ରମାଣିତ  ହୋଇଛନ୍ତି। ସିଦ୍ଧୁଙ୍କ ଠାରୁ ୧ହଜାର ଟଙ୍କା ଜରିମାନା ଆଦାୟ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ରାୟ ପରେ ସିଦ୍ଧୁଙ୍କୁ ଜେଲ ଯିବାକୁ ପଡିବ ନାହିଁ।  ଏଥିସହ ସେ ତାଙ୍କର […]