ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା Jun 18, 2020 ପୁରୀ: ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା। ଆଜି ଏ ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।…