• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Puri Ratha Jatra 2021

sunabesh of lord jagannath
ମହାପ୍ରଭୁଙ୍କ ସୁନା ବେଶରେ ସବୁ ସୁନା, ହେଲେ ଗୋଟିଏ ରୂପା

ରଥଉପରେ ତିନି ଠାକୁରଙ୍କ ସୁନବେଶ ଭାରି ସୁନ୍ଦର, ଆକର୍ଷଣୀୟ । ମହଣ ମହଣ ସୁନାରେ ବିମଣ୍ଡିତ ହୋଇ ଠାକୁର ଦିଶିବେ ରାଜା ପରି। ଭକ୍ତ କହିବେ ସେ ପରା ଆମ କାଳିଆ ରାଜା..

Ratha Jatra
ରଥଯାତ୍ରା: ସମୀକ୍ଷା ବୈଠକ କଲେ ମୁଖ୍ୟମନ୍ତ୍ରୀ

ଏଥିସହ ରଥଯାତ୍ରା ସମୟରେ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା ଏବଂ ରଥଯାତ୍ରାର ବିଭିନ୍ନ ଆନୁସଙ୍ଗିକ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ବୈଠକରେ ଆଇନ, ଗଣଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀଙ୍କ ସମେତ ପୋଲିସ ଡିଜି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସପି ସାମିଲ ହୋଇଥିଲେ। ଗତବର୍ଷ ଭଳି ଏବର୍ଷ ମଧ୍ୟ ପୁରୀରେ ବିନାଭକ୍ତରେ ରଥଯାତ୍ରା ହେବାକୁ ଯାଉଛି।

Ratha Jatra
ରଥଯାତ୍ରା ପ୍ରସ୍ତୁତି ନେଇ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ସେପଟେ, ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଗତକାଲି ମହାପ୍ରଭୁଙ୍କ ସରିଛି ଖଳି ପ୍ରସାଦ ଲାଗି ନୀତି। ଖଳିପ୍ରସାଦକୁ ନେଇ ଦଇତାପତିଙ୍କୁ ହସ୍ତାନ୍ତର କରିବା ପରେ ବିଳମ୍ବିତ ରାତିରେ ଖଳିକୁ ଦଇତାପତିମାନେ ଲାଗି କରିଛନ୍ତି। ଏହି ଦିବ୍ୟ ପ୍ରଲେପକୁ ରୁପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଛନ୍ତି। ଭିତର ଖଳି ଲାଗି ପୂର୍ବରୁ ମହାପ୍ରଭୁଙ୍କର ଘଣା ଲାଗି ଗୋପନ ନୀତି ସମ୍ପନ୍ନ କରାଯାଇଥିଲା।

ରଥ ଯାତ୍ରା 2021
ରଥଯାତ୍ରା ୨୦୨୧ ଲାଇଭ୍ ଅପଡେଟ: ଶରଧାବାଲିରେ ଲାଗିଲା ୩ ଠାକୁରଙ୍କ ୩ ରଥ

ଆଜି ମହାପ୍ରଭୁଙ୍କ ଘୋଷଯାତ୍ରା। ଅଣସର ପିଣ୍ଡିରୁ ବଡ଼ଦାଣ୍ଡଙ୍କୁ ଓହ୍ଲାଇ

nilagiri
ଦିବ୍ୟାଙ୍ଗଙ୍କ ସ୍ୱପ୍ନରେ ଆସି ରଥରେ ବସିବାକୁ ଅଳି କଲେ ଜଗତ ଠାକୁର

ନୀଳଗିରି(ବିଶ୍ୱମ୍ବର ଦାସ) :  ମହାପ୍ରଭୁଙ୍କ ଅପାର ଲୀଳା । ଭାବ ଓ ଭକ୍ତିରେ ବନ୍ଧା କାଳିଆ ଠାକୁର ।  କେତେବେଳେ କାହାପାଖରେ ଯାଇ ପହଞ୍ଚି ଯାଆନ୍ତି ତାହା ତାଙ୍କୁ ହିଁ ଜଣା । ଏଇ ଯେଉଁ ଭଳି ନୀଳଗିରିର ଜଣେ ଦିବ୍ୟାଙ୍ଗ…

ratha
ଶ୍ରୀଜିଉଙ୍କ ରଥରେ ‘ନରବିରାଳ’ ଚିତ୍ରକୁ ନେଇ ବିବାଦ

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି। ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ରଥକାମ। ହେଲେ ଏବେ  ଶ୍ରୀଜିଉଙ୍କ ରଥରେ ନରବିରାଳ ଚିତ୍ରକୁ ନେଇ ଦେଖାଦେଇଛି ବିବାଦ। ରଥରେ ଏହି ଚିତ୍ରକୁ ନେଇ ନନ୍ଦିଘୋଷ ରଥର ମୁଖ୍ୟ ମହାରଣା ବିଜୟ…

ରଥଖଳାରେ ଆଗେଇ ଚାଲିଛି ଶ୍ରୀଜିଉଙ୍କ ରଥ ନିର୍ମାଣ କାର୍ଯ୍ୟ
ଚାଲିଛି ମହାପ୍ରଭୁଙ୍କ ରଥ କାମ

ଚଳଚଞ୍ଚଳ ହୋଇଛି ରଥଖଳା । ବଡ଼ଦାଣ୍ଡରେ ରଥ ନିର୍ମାଣ କାମ ଆଗେଇ ଚାଲିଛି । ରଥନିର୍ମାଣ କାମକୁ ପିଢି ପରେ ପିଢି ବଂଶାନୁମକ୍ରମିକ ଭାବେ କରି ଆସୁଛନ୍ତି ପୁରୀ ସହରରେ କିଛି ନିର୍ଦ୍ଦିଷ୍ଟ ସେବାୟତ ପରିବାର ।

phuluri-tela
ଆଜି ଶ୍ରୀ ଅଙ୍ଗରେ ଲାଗିବ ଫୁଲୁରୀ ତେଲ

ଶ୍ରୀଜିଉଙ୍କ ପାଇଁ ଶ୍ରୀମନ୍ଦିର ଭିତରକୁ ଗଲା ଫୁଲୁରୀ ତେଲ । ବଡ଼ ଓଡ଼ିଆ ମଠ ପକ୍ଷରୁ ପ୍ରସ୍ତୁତ ଫୁଲୁରୀ ତେଲ ଶ୍ରୀମନ୍ଦିରକୁ ନିଆଯାଇଛି

puri srimandir
୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ

୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ସୁସ୍ଥ ହେବା ପାଇଁ ଚାଲିଛି ଗୁପ୍ତ ଉପଚାର ୧୫ ଦିନ ଯାଏ ଶ୍ରୀଜିଉ ଏବେ ଅଣସର ଘରେ ରହିବେ ଅଲାରନାଥଙ୍କ ପୀଠରେ ୧୪୪ ଧାରା ଜାରି କୋଭିଡ୍ କଟକଣା…

rath yatra
ରଥଯାତ୍ରା ପ୍ରସଙ୍ଗ : ସେବାୟତଙ୍କୁ ଗିରଫ ନେଇ ବିରୋଧ

ବାଲେଶ୍ୱର/ପୁରୀ : ବାଲେଶ୍ୱର ନୀଳଗିରି ରଥଯାତ୍ରା ପ୍ରସଙ୍ଗକୁ ନେଇ ସେବାୟତଙ୍କ ବିରୋଧ ଜାରି ରହିଛି। ରଥ କାର୍ଯ୍ୟ ଚାଲିଥିବାବେଳେ ଜଣେ ମହାରଣା ସେବାୟତଙ୍କୁ କୋଭିଡ୍ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଗିରଫ କରାଯାଇଥିବାରୁ ଏହାକୁ ବିରୋଧ କରିଛନ୍ତି ସେବାୟତ । ଘଟଣାକୁ…

Rath yatra
ରଥଯାତ୍ରା ପାଇଁ ଅନୁମତି ପ୍ରସଙ୍ଗ, ସରକାରଙ୍କ ନିଷ୍ପତିରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ

କଟକ: ସରକାରଙ୍କ ନିଷ୍ପତିରେ ହସ୍ତକ୍ଷେପ କରିବାକୁ ମନା କଲେ ହାଇକୋର୍ଟ । ପୁରୀ ଛଡ଼ା ଅନ୍ୟ ସ୍ଥାନରେ ରଥଯାତ୍ରା ହେବନି ବୋଲି ରାଜ୍ୟ ସରକାର ନିଷ୍ପତି ନେଇଥିଲେ । ହେଲେ ସରକାରଙ୍କ ଏହି ନିଷ୍ପତିକୁ ବିରୋଧ କରି ବିଭିନ୍ନ ସଂଗଠନ ହାଇକୋର୍ଟଙ୍କ…

rathajatra
ରଥ ଯାତ୍ରା ପାଇଁ ୪ ଥର ହେବ କରୋନା ଟେଷ୍ଟ୍‌

ରଥଯାତ୍ରାରେ ସଂପୃକ୍ତ ସେବାୟତଙ୍କର ହେବ କରୋନା ଟେଷ୍ଟ। ରଥ ସହ ସଂପୃକ୍ତ ସମସ୍ତଙ୍କର ୪ ଥର RTPCR ଟେଷ୍ଟ ହେବା ନେଇ ସୂଚନା ମିଳିଛି।

puri
ଏଥର ବି ପୁରୀକୁ ଛାଡ଼ି ଆଉ କେଉଁଠି ବି ଗଡ଼ିବନାହିଁ ରଥ

କୋଭିଡ୍ ସଂକ୍ରମଣ ଥମିନଥିବାରୁ ଗତବର୍ଷ ଭଳି ଏଥର ବି କେବଳ ପୁରୀରେ ବିନା ଭକ୍ତରେ ହେବ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା।

rath yatra
ପୁରୀ ବ୍ୟତୀତ ଅନ୍ୟ ସବୁଠି ରଥଯାତ୍ରା ବନ୍ଦ, ଭକ୍ତଙ୍କୁ ବାରଣ

ପୁରୀ: କେବଳ ପୁରୀ ବ୍ୟତୀତ ଚଳିତ ବର୍ଷ ଅନ୍ୟ ସବୁଠି ରଥଯାତ୍ରା ବନ୍ଦ। ଗତବର୍ଷ ଭଳି ଚଳିତ ବର୍ଷ କେବଳ ପୁରୀରେ କଟକଣା ସହ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀରେ ରଥ ଯାତ୍ରାକୁ ଛାଡ଼ି ଦେଲେ ରାଜ୍ୟର ଅନ୍ୟ ସବୁ ସ୍ଥାନରେ…

puri
ଶୀମନ୍ଦିର ପ୍ରଶାସନ କର୍ମଚାରୀଙ୍କୁ କୋଭିଡ୍ ଯୋଦ୍ଧା ମାନ୍ୟତା ଦାବି

ପୁରୀ: ଶୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ କୋଭିଡ୍ ଯୋଦ୍ଧା ମାନ୍ୟତା ଦିଆଯାଉ । ଏ ନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଚିଠିରେ ସେ ଉଲ୍ଲେଖ କରିଛନ୍ତି, କୋଭିଡ୍…

snanapurnima
ସରିଲା ଭଉଁରୀ, ଆସୁଛି ସ୍ନାନ ପୂର୍ଣ୍ଣମୀ ! ଭକ୍ତଙ୍କ ଆଗମନ ନେଇ ପ୍ରଶାସନ କହିଲା, ଅବସ୍ଥା ଦେଖି ବ୍ୟବସ୍ଥା ହେବ

ପୁରୀ: ସରିଲା ଭଉଁରୀ, ଆସୁଛି ସ୍ନାନ ପୂର୍ଣ୍ଣମୀ । ଏଠି ପ୍ରଶ୍ନ କରୋନା କହର ଲାଗି ରହିଥିବାବେଳେ କଣ ଏଥର ବି ବିନା ଭକ୍ତରେ ହେବ ଶ୍ରୀଜିଉଙ୍କ ସ୍ନାନଯାତ୍ରା । ଘୋଷ ଯାତ୍ରାରେ ବି ରଥ ଉପରେ ସିଧାସଳଖ ସାନିଧ୍ୟ ପାଇବେନି…

rathakhala
ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା: ସମ୍ପନ୍ନ ହେବ ଚକ, ଅଖ ଡ଼େରା ନୀତି

ପୁରୀ: ଆଜି ଶ୍ରୀକ୍ଷେତ୍ରରେ ଭଉଁରୀ ଯାତ୍ରା । ପରମ୍ପରା ଅନୁଯାୟୀ ଆଜି ତିନି ରଥର ଚକ, ଅଖ ଡ଼େରା ନୀତି ସମ୍ପନ୍ନ ହେବ। ତିନି ରଥର ମୋଟ ୪୨ଟି ଚକରୁ ବର୍ତ୍ତମାନ ସୁଦ୍ଧା ୨୦ରୁ ଊର୍ଦ୍ଧ୍ୱ ଚକ ନିର୍ମାଣ କାମ ସରିଛି…

ratha
ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ, ସେପଟେ କରୋନା କଟକଣା ମଧ୍ୟରେ ଚାପ ଖେଳୁଛନ୍ତି ମହାପ୍ରଭୁ

ଚଳଚଞ୍ଚଳ ରଥଖଳା। ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଆଗେଇ ଚାଲିଛି ରଥ ନିର୍ମାଣ କାମ। କରୋନା କଟକଣା ଭିତରେ ମହାରଣା ସେବାୟତ ମାନେ ରଥ ନର୍ମାଣ କାମରେ ଲାଗିଛନ୍ତି। ପ୍ରଥମେ ୩ ରଥର ତୁମ୍ବ ନର୍ମାଣ କରାଯାଉଛି। ସୋମବାର ସୁଦ୍ଧା ୩ଟି ତୁମ୍ବର ମର୍ଦଳ ଆକୃତିର ପ୍ରାଥମିକ କାର୍ଯ୍ୟ ଶେଷ ହୋଇଛି।