• translate

Tag: Rahul Dravid

Rahul dravid
ରାହୁଲ ଦ୍ରାବିଡ଼ ହେଲେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ୍‌

ପୂର୍ବତନ ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ ହେଲେ ଟିମ୍‌ ଇଣ୍ଡିଆର ନୂଆ କୋଚ୍‌ । ଏନେଇ ବିସିସିଆଇ ପକ୍ଷରୁ ଟ୍ୱିଟ୍‌ ଯୋଗେ ସୂଚନା ଦିଆଯାଇଛି । ବିସିସିଆଇ ପକ୍ଷରୁ ତାଙ୍କୁ ବିଦ୍ଧିବଦ୍ଧ ଭାବେ ଭାରତୀୟ କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦିଆଯାଇଛି ।

Rahul Dravid
ଟିମ୍ ଇଣ୍ତିଆର ମଙ୍ଗ ଧରିବେ କି ରାହୁଲ ଦ୍ରାବିଡ!

ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ପାଇଁ ଆବେଦନ କରିଛନ୍ତି ରାହୁଲ ଦ୍ରାବିଡ । ଏନେଇ ଗତକାଲି ଔପଚାରିକ ଭାବେ ଆବେଦନ କରିଛନ୍ତି ରାହୁଲ ଦ୍ରାବିଡ । ନଭେମ୍ବର ୧୭ରେ ଆରମ୍ଭ ହେବାକୁ ଥିବା ଭାରତ-ନ୍ୟୁଜିଲାଣ୍ଡ ସିରିଜରୁ ଦ୍ରାବିଡ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଭାବେ ଦାୟିତ୍ୱ ନେବାର ସମ୍ଭାବନା ରହିଛି ।

BCCI president Sourav Ganguly
କୋଚ୍ ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କଲା ବିସିସିଆଇ

ମୁଖ୍ୟ କୋଚ୍ ଆବେଦନ ପାଇଁ ଜଣେ ଖେଳାଳିଙ୍କ ପାଖରେ ଅତିକମରେ ୩୦ ଟେଷ୍ଟ ଓ ୫୦ ଦିନିକିଆ ଖେଳିବାର ଅଭିଜ୍ଞତା ଥିବା ଜରୁରୀ। ଏହାସହ ସେ କୌଣସି ଜାତୀୟ ଟିମକୁ ଅତି କମରେ ୨ ବର୍ଷ କୋଚିଂ ଦେଇଥିବେ।

Rahul Dravid
ଟ୍ରେଣ୍ଡରେ ରାହୁଲ ଦ୍ରାବିଡ, ସବୁ ଦଳକୁ ସତର୍କବାଣୀ ଦେଲେ ବରିଷ୍ଟ ଇଂଲିସ କ୍ରିକେଟର

ପୂର୍ବତନ ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ ଟିମ୍‌ ଇଣ୍ଡିଆର ନୂଆ କୋଚ୍‌ ହେବା ନେଇ ଖବର ପ୍ରକାଶ ପରେ ପୁରା କ୍ରିକେଟ୍‌ ଜଗତରେ ହଇଚଇ ସୃଷ୍ଟି ହୋଇଛି । ସୂଚନା ରହିଛି ଯେ, ଟି-ଟ୍ୱେଣ୍ଟି ବିଶ୍ୱକପ୍‌ ପରେ ଦ୍ରାବିଡ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ଗ୍ରହଣ କରିବେ ।

Rahul Dravid Set To Take Over As Team India Coach After T20 World Cup
ରାହୁଲ ହେବେ ନୂଆ କୋଚ୍!

ଭାରତୀୟ କ୍ରିକେଟ ପାଇଁ ବଡ଼ ଖବର । ରାହୁଲ ଦ୍ରାବିଡ଼ ହୋଇପାରନ୍ତି ଟିମ୍ ଇଣ୍ଡିଆର କୋଚ୍..

Rahul Dravid
ଟିମ୍‌ ଇଣ୍ଡିଆର ପରବର୍ତ୍ତୀ କୋଚ୍ ହୋଇପାରନ୍ତି ରାହୁଲ ଦ୍ରାବିଡ୍

ରାହୁଲ ଦ୍ରାବିଡ୍ ଭାରତୀୟ କ୍ରିକେଟ ଦଳର ପରବର୍ତ୍ତୀ କୋଚ୍ ହୋଇପାରନ୍ତି। ନ୍ୟୁଜ୍‌ ଏଜେନ୍ସି ANI ସୂତ୍ରରୁ ଏହା ଜଣାପଡ଼ିଛି। ଟି-ଟ୍ୱେଣ୍ଟି ବିଶ୍ୱକପ୍ ପରେ ରାହୁଲ ଦ୍ରାବିଡ୍ ହେଡ୍ କୋଚ୍ ଭାବେ ରବି ଶାସ୍ତ୍ରୀଙ୍କ ସ୍ଥାନ ନେଇପାରନ୍ତି

cricketers
କୋହଲିଙ୍କୁ ଖେଳରତ୍ନ, ଦ୍ରାବିଡଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ସୁପାରିଶ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କୁ ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦେବାପାଇଁ ବିସିସିଆଇ ସୁପାରିଶ କରିଛି।  ପୂର୍ବରୁ ୨୦୧୬ରେ କୋହଲିଙ୍କ ନାଁ ସୁପାରିଶ କରାଯାଇଥିଲା। କିନ୍ତୁ ସେହି ବର୍ଷ ରିଓ ଅଲମ୍ପିକରେ ପଦକ ଜିତିଥିବା ପି.ଭି.ସିନ୍ଧୁ, ସାକ୍ଷୀ ମଲ୍ଲିକ ଓ ଦୀପା କର୍ମକାରଙ୍କୁ ରାଜୀବଗାନ୍ଧି ଖେଳରତ୍ନ ପୁରସ୍କାର ମିଳିବାରୁ ବିରାଟ ବାଦ୍‌ ପଡିଥିଲେ। ସେହିପରି ୧୯ବର୍ଷରୁ କମ୍‌ ଦଳର କୋଚ୍ ଥିବା ରାହୁଲ ଦ୍ରାବିଡଙ୍କୁ ଦ୍ରୋଣାଚାର୍ଯ୍ୟ ପୁରସ୍କାର ପାଇଁ ସୁପାରିଶ ହୋଇଛି। ରାହୁଲଙ୍କ […]