• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Railway Recruitment

Railway recruitment 2024 annual calendar released by RRB
RRB Annual Calendar 2024: ରେଳବାଇରେ ଅନେକ ପଦବୀରେ ହେବ ଦମଦାର ନିଯୁକ୍ତି, ଜାଣନ୍ତୁ କେବେ ହେବ ଆରମ୍ଭ

ଯେଉଁମାନେ ରେଳବାଇରେ ଚାକିରି ଚାହୁଁଛନ୍ତି ସେମାନଙ୍କ ପାଇଁ ଏହା ଏକ ଭଲ ସୁଯୋଗ। ଏଥିପାଇଁ ରେଳବାଇ ନିଯୁକ୍ତି ବୋର୍ଡ (RRB) ନିଯୁକ୍ତି ପାଇଁ RRB 2024 ବାର୍ଷିକ କ୍ୟାଲେଣ୍ଡର ପ୍ରକାଶ କରିଛି।

RRC SR Recruitment 2024, Check Apprentice Vacancy
RRC SR Recruitment 2024: ସାଉଥ୍ ରେଳବାଇରେ ଚାକିରି ସୁଯୋଗ; ପୂରଣ ହେବ ୨୮୬୦ ପଦବୀ

ଆପଣ ଯଦି ରେଳବାଇରେ ଚାକିରି କରିବାକୁ ଇଚ୍ଛୁକ ତେବେ ଆପଣଙ୍କ ପାଇଁ ଏହି ଖବର। ଦକ୍ଷିଣ ରେଳ(RRC SR) ଆପ୍ରେଣ୍ଟିସ୍ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ଆପଣ ଯଦି ଦଶମ ପାଶ୍‌ କରିଛନ୍ତି ତେବେ ଏହାର ସୁଯୋଗ ନେଇପାରିବେ।

Railway Recruitment 2023
Railway Recruitment 2023: ଦଶମ ସହିତ ITI କରିଛନ୍ତି କି, ବିନା ପରୀକ୍ଷାରେ ରେଳବାଇରେ ଚାକିରି

ଭାରତୀୟ ରେଳ, ପଶ୍ଚିମ କେନ୍ଦ୍ରୀୟ ବିଭାଗ ବିଭିନ୍ନ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ପଶ୍ଚିମ କେନ୍ଦ୍ରୀୟ ରେଳବାଇ (WCR) ଯୋଗ୍ୟ ପ୍ରାର୍ଥୀଙ୍କ ଠାରୁ ଆପ୍ରେଣ୍ଟିସ୍ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଗ୍ରହଣ କରୁଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ୩ ହଜାରରୁ ଅଧିକ ପଦବୀ ପୂରଣ ହେବ।

Southern Railway Recruitment Apply for 67 posts
Railway Recruitment: ଦଶମ ପାଶ୍ କରି ସ୍ପୋର୍ଟ୍ସ କୋଟା ଥିଲେ ରେଳବାଇରେ ଚାକିରି ସୁଯୋଗ

ଦଶମରୁ ନେଇ ସ୍ନାତକ ପାଶ୍ ପର୍ଯ୍ୟନ୍ତ ଯୁବକମାନଙ୍କ ପାଇଁ ନୂତନ କ୍ରୀଡା କୋଟାରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଳବାଇରେ କ୍ରୀଡା କୋଟା ଅଧୀନରେ ଦକ୍ଷିଣ ରେଳବାଇ ଦ୍ୱାରା ଏକ ନିଯୁକ୍ତି ବାହାରିଛି। ରେଳବାଇରେ କ୍ରୀଡା କୋଟା ପାଇବାକୁ ଚାହୁଁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଏହା ସୁବର୍ଣ୍ଣ ସୁଯୋଗ।

more than 3000 posts vacancy in indian railway
Railway Recruitment 2023: ଭାରତୀୟ ରେଳବାଇରେ ପୂରଣ ହେବ ୩ ହଜାରରୁ ଅଧିକ ପଦବୀ

ଭାରତୀୟ ରେଳବାଇ ବମ୍ପର ନିଯୁକ୍ତି ଘୋଷଣା କରିଛି। ରେଳବାଇ ନିଯୁକ୍ତି ସେଲ୍ (ପୂର୍ବାଞ୍ଚଳ ରେଳବାଇ) ୩ ହଜାରରୁ ଅଧିକ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ଜାରି କରିଛି। ୧୦ମ ପାଶ ପ୍ରାର୍ଥୀ ଆବେଦନ କରିପାରିବେ।

10th pass technician junior engineer in railway
ଦଶମ ପାଶ୍ କରିଥିଲେ ରେଳବାଇରେ ଚାକିରି; ପୂରଣ ହେବ ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍, ଜୁନିଅର ଇଞ୍ଜିନିୟର ପଦବୀ

ଯଦି ଆପଣ ଦଶମ ପାଶ୍ କରିଛନ୍ତି ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର ଅଛି। ଦଶମ ପାଶ୍ କରିଥିବା ପ୍ରାର୍ଥୀଙ୍କ ପାଇଁ ଦକ୍ଷିଣ ପୂର୍ବ କେନ୍ଦ୍ରୀୟ ରେଳବାଇରେ ଚାକିରି ସୁଯୋଗ ଅଛି। ଏହା ଅଧୀନରେ, ବର୍ତ୍ତମାନ ୧୦୦୦ ରୁ ଅଧିକ ନିଯୁକ୍ତି କରାଯିବ।

Indian Railway Recruitment 2023
ଦଶମ ପାଶ୍ ସହ ITI କରିଛନ୍ତି? ବିନା ପରୀକ୍ଷାରେ ରେଳବାଇରେ ଚାକିରି ସୁଯୋଗ

ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ରେଳ ବିଭାଗ ଆପ୍ରେଣ୍ଟିସ୍ ପଦ ପାଇଁ ଦମଦାର ନିଯୁକ୍ତି ବାହାର କରିଛି। ଭାରତୀୟ ରେଳବାଇରେ ଚାକିରି ଖୋଜୁଥିବା ପ୍ରାର୍ଥୀମାନେ ଏହି ସୁଯୋଗର ଲାଭ ଉଠାଇପାରିବେ। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ସମୁଦାୟ ୭୭୨ଟି ପଦବୀ ପୂରଣ ହେବ।

If 10th-iti pass govt job in Railway
Railway Recruitment 2023: ଦଶମ ପାଶ୍ କରିଥିଲେ ରେଳବାଇରେ ଚାକିରି; ପୂରଣ ହେବ ୭୮୨ ପଦବୀ

ଭାରତୀୟ ରେଳବାଇ କୋଚ୍ ଫ୍ୟାକ୍ଟ୍ରି (ICF) ଅଧୀନରେ ଆପ୍ରେଣ୍ଟିସ୍ ପଦବୀ ପାଇଁ ଅନ୍‌ଲାଇନ୍ ଆବେଦନକୁ ଆମନ୍ତ୍ରଣ କରିଛି। ଏନେଇ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମୁଦାୟ ୭୮୨ ପଦବୀ ପୂରଣ ହେବ।

Railway group d physical efficiency test
ରେଲ୍‌ୱେ ଗ୍ରୁପ୍ ଡି ରେଜଲ୍ଟ ପରେ କ’ଣ କରିବେ… ଏବେଠୁ ହୁଅନ୍ତୁ ପ୍ରସ୍ତୁତ

RRB ପରୀକ୍ଷା ଫଳାଫଳ ଖୁବ ଶୀଘ୍ର ଘୋଷଣା କରିବ। ଫଳାଫଳ ଆସିବା ପୂର୍ବରୁ ଆପଣ ଆଗକୁ ପ୍ରସ୍ତୁତି ହେବା ଉଚିତ। ପରବର୍ତ୍ତୀ ପ୍ରକ୍ରିୟା କ’ଣ ହେବ ଏବଂ RRB ଗ୍ରୁପ୍ ଡି ଫଳାଫଳ ଘୋଷଣା ପରେ ପ୍ରାର୍ଥୀମାନେ କ’ଣ କରିବେ ସେ ସମ୍ବନ୍ଧରେ ଆସନ୍ତୁ ଜାଣିନେବା।

Vacancy for more than 2500 posts in railways
ରେଳବାଇରେ ୨୫୨୧ ପଦବୀ ଖାଲି; ବିନା ପରୀକ୍ଷାରେ ହେବ ପୂରଣ

ବିଭିନ୍ନ ପଦବୀ ପୂରଣ ପାଇଁ ଭାରତୀୟ ରେଳ ବିଭାଗ ବିଜ୍ଞପ୍ତି ଜାରି କରିଛି। ଏହି ପୋଷ୍ଟଗୁଡିକ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହି ନିଯୁକ୍ତି ପ୍ରକ୍ରିୟାରେ ମୋଟ ୨୫୨୧ଟି ଖାଲି ପଦବୀ ପୂରଣ ହେବ। ତୁରନ୍ତ ଆବେଦନ କରନ୍ତୁ।

Railway Recruitment 2022
+୨ କରିଛନ୍ତି କି; ବିନା ପରୀକ୍ଷାରେ ଭଲ ଦରମାରେ ରେଳବାଇରେ ଚାକିରି

RRC ପଶ୍ଚିମ ରେଳବାଇ (WR) ଅଧୀନରେ ଥିବା ଅନେକ ପଦବୀରେ ନିଯୁକ୍ତି ପାଇଁ ଆବେଦନ ଜାରି କରିଛି। ଏହି ପ୍ରକ୍ରିୟାରେ ଅନେକଗୁଡିଏ ପଦବୀ ପୂରଣ ହେବ। ଜାଣନ୍ତୁ ଅନ୍ୟାନ୍ୟ ତଥ୍ୟ।

railway jobs
ରେଲୱେରେ କରନ୍ତୁ ଚାକିରି,ଖାଲିପଡିଛି ୧୭୦୦ରୁ ଅଧିକ ପଦବୀ

ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର । ଦକ୍ଷିଣ ପୂର୍ବ ରେଲୱେ ଆଣି ଦେଇଛି ସୁବର୍ଣ୍ଣ ସୁଯୋଗ । ଦକ୍ଷିଣ ପୂର୍ବ ରେଲୱେରେ ଆପାରଣ୍ଟିସ ପଦ ପାଇଁ ଯୋଗ୍ୟ ଓ ଆଶାୟୀ ପ୍ରାର୍ଥୀ ଆବେଦନ କରିପାରିବେ ।