• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ram Navami 2021

Untitled-1
ସୂର୍ଯ୍ୟ-ଚନ୍ଦ୍ରର ସମନ୍ୱୟ ରାମ

ରାମ କେବଳ ଏକ ଶବ୍ଦ ନୁହେଁ, ଏହା ହେଉଛି ଏକ ତତ୍ତ୍ୱ। ପ୍ରାଣ ସହିତ ଜଡିତ ଶବ୍ଦର ଅନ୍ୟନାମ ହେଉଛି ରାମ। ଯେଉଁଠି ରାମ ଅଛି ସେଠି ଜୀବନ ଅଛି। ରାମ ବିନା ଜୀବନ ଶୂନ୍ୟ। ଯଦି ‘ରାମ’ ଶବ୍ଦକୁ ନେ‍ଇ ଯୋଗ ଶାସ୍ତ୍ର ଅନୁସାରେ ବିଚାର କରାଯାଏ ତେବେ ଏହା ‍ଇଡା ଓ ପିଙ୍ଗଳା ନାଡି ସହିତ ସଂଯୁକ୍ତ। ‘ରା’ର ଉଚ୍ଚାରଣରେ ଉଷ୍ମ ବାୟୁ ନିଷ୍କାସନ ହୋଇଥାଏ। ‍ପିଙ୍ଗଳା ନାଡିକୁ ସୂର୍ଯ୍ୟ ନାଡି କୁହାଯାଉଥିବାରୁ ଏହି […]

lord ram
ଜାଣନ୍ତୁ, ରାମନବମୀର ବିଶେଷ ମହତ୍ୱ

ଚୈତ୍ର ମାସ ଶୁକ୍ଳ ପକ୍ଷ ନବମୀରେ ରାମନବମୀ ପାଳନ କରାଯାଏ। ହିନ୍ଦୁ ଧର୍ମଶାସ୍ତ୍ର ଅନୁସାରେ, ଏହି ଦିନ ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ। ତ୍ରେତୟାଯୁଗରେ ରାବଣର ଅତ୍ୟାଚାରର ସବୁ ଦିନ ପାଇଁ ଅନ୍ତ ଘଟାଇବା ପାଇଁ ତଥା ଧର୍ମର ପୁନଃ ସ୍ଥାପନ ପାଇଁ ଭଗବାନ ଶ୍ରୀରାମ ଜନ୍ମ ଗ୍ରହଣ କରିଥିଲେ। ଚୈତ୍ର ଶୁକ୍ଲପକ୍ଷ ନବମୀରେ ପୁନର୍ବସୁ ନକ୍ଷତ୍ର ତଥା କର୍କଟ ଲଗ୍ନରେ ରାଜା ଦଶରଥଙ୍କ ଘରେ ଶ୍ରୀରାମଚନ୍ଦ୍ର ଜନ୍ମ ଗ୍ରହଣ କରିଥିଲେ। ଚଳିତ […]

bhagwan-ram
ରାମନବମୀରେ ପାଞ୍ଚଗ୍ରହର ଶୁଭ ସଂଯୋଗ : ୨୦୧୩ ପରେ ବୃହସ୍ପତିକାରକ ଯୋଗ

ଚୈତ୍ର ମାସ ଶୁକ୍ଳ ପକ୍ଷର ନବମୀ ତିଥିରେ ଧରାବତରଣ କରିଥିଲେ ଯୁଗପୁରୁଷୋତ୍ତମ ପ୍ରଭୁ ଶ୍ରୀରାମ । ଏହି ଦିନକୁ ରାମନବମୀ କୁହଯାଉଥିବା ବେଳେ ଭଗବାନ ରାମଙ୍କ ଜନ୍ମଦିନ ରୂପରେ ପାଳନ କରାଯାଏ । ଚଳିତ ବର୍ଷ ଚୈତ୍ର ଶୁକ୍ଳ ପକ୍ଷ ନବମୀ ତିଥି ୨୧ ଏପ୍ରିଲରେ ପଡ଼ୁଛି । ଆଉ ଏହି ଦିନ ନଅ ବର୍ଷ ପରେ ପାଞ୍ଚ ଗ୍ରହଙ୍କର ଶୁଭ ସଂଯୋଗ ମଧ୍ୟ ରହିଛି । ପୌରାଣିକ କଥାନୁସାରେ ମଧ୍ୟାହ୍ନ ୧୨ଟାରେ  କର୍କଟ ଲଗ୍ନରେ ଏବଂ […]